ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଡାଏଲେସିସ୍‌ ମେଶିନ ସ୍ଥାପନ ଦାବି, ଜିଲାପାଳଙ୍କୁ ଭେଟିଲେ ସ୍ବେଚ୍ଛାସେବୀ

ବରଗଡ଼ ଅଫିସ୍‌,୨୨।୮- ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଡାଏଲେସିସ୍‌ ମେଶିନ ସ୍ଥାପନ ପାଇଁ ସରକାର ନିଷ୍ପତ୍ତି ନେଇ ସାରିଛନ୍ତି। ମାତ୍ର ଏପର୍ଯ୍ୟନ୍ତ ତାହା ସ୍ଥାପନ କରାଯାଇ ନଥିବା ଯୋଗୁ ଜିଲାର କିଡ୍‌ନୀ ରୋଗୀମାନେ ବହୁ ହଟହଟାର ସମ୍ମୁଖୀନ ହେଉଛନ୍ତି । ଏଥିପାଇଁ ସ୍ଥାନୀୟ କିଡ୍‌ନୀ ରୋଗୀମାନେ ଜିଲା ବାହାରକୁ ଯାଇ ବହୁ ଖର୍ଚ୍ଚାନ୍ତରେ ପଡ଼ୁଥିବା ଅଭିଯୋଗ ହୋଇଛି । ଫଳରେ ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଡାଏଲେସିସ୍‌ ମେଶିନ ତୁରନ୍ତ ସ୍ଥାପନ ସହିତ ତାହା କାର୍ଯ୍ୟକ୍ଷମ କରିବାକୁ ଦାବି ହୋଇଛି । ଏହି ଦାବି ନେଇ ଗୁରୁବାର ସ୍ଥାନୀୟ ସ୍ବେଚ୍ଛାସେବୀ ଗୁରପ୍ରୀତ ସିଂ, ଭବାନୀ ପ୍ରସାଦ ସାହୁ, ରମେଶ ମହାପାତ୍ର, ପବିତ୍ର ଦେହୁରୀ, ସ୍ବରୂପ କୁମାର ଭୋଇ, ଅସିତ କୁମାର ସାହୁ, ମେରିୟମ ବାର୍ଲା ପ୍ରମୁଖ ଜିଲାପାଳ ଇନ୍ଦ୍ରମଣି ତ୍ରିପାଠୀଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ…

ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା

ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…

ଛାତ୍ରୀଛାତ୍ର-ଶିକ୍ଷକଙ୍କ ମଧ୍ୟରେ ସୁସମ୍ପର୍କ ଗଢ଼ିବାକୁ ପ୍ରୟାସ

ମୋହନା,୪।୪( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନାରେ ଥିବା ପିଏମଶ୍ରୀ ଏସ୍‌ଏସ୍‌ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସତ୍ୟ ରଞ୍ଜନ କରଙ୍କ ତତ୍ୱାବଧାନରେ ପ୍ରବେଶ…

ଜଙ୍ଗଲରୁ ଜବତ ହେଲା ମଣିଷ ଖପୁରୀ ସହ ହାଡ଼, ମହିଳାଙ୍କ ଲୁଗା ପାଖରେ….

ପାଟଣା,୪।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦାମାହୁଦା ପଞ୍ଚାୟତ ଅନ୍ତର୍ଗତ ସୁନାପଶି ଗ୍ରାମ ହୁଡ଼ିର ଜଙ୍ଗଲରୁ ଶନିବାର ପାଟଣା ପୋଲିସ ମଣିଷର ଖପୁରି ଓ…

କୋରାପୁଟରେ ମୋକିମ୍‌: ଦଳକୁ ମଜଭୁତ କରିବାକୁ କସରତ: ବିଜେଡି,କଂଗ୍ରେସ ଛାଡ଼ି…

କୋରାପୁଟ,୪।୪(ଅମିତାଭ ବେହେରା): ପୂର୍ବତନ ବିଧାୟକ ତଥା ଓଡ଼ିିଶା ଜନତା କଂଗ୍ରେସର ସଭାପତି ମହମ୍ମଦ ମୋକିମ୍‌ ଶନିବାର କୋରାପୁଟ ଗସ୍ତରେ ଯାଇଛନ୍ତି। ସେମିଲିଗୁଡାରେ ଆୟୋଜିତ ଏକ ମିଶ୍ରଣ ପର୍ବ…

ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..

ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…

ବାପା-ଝିଅ ଯାଉଥିବା ବେଳେ ରାସ୍ତା ମଝିରେ ହଠାତ୍‌  ଜଳିଲା ବାଇକ୍‌ 

କେନ୍ଦୁଝର,୪।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ପଦ୍ମପୁର ଗ୍ରାମ ନିକଟରେ ଏକ ଚଳନ୍ତା ବାଇକ୍‌ରେ ନିଆଁ ଲାଗିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri