ବରଗଡ଼ ଧନୁଯାତ୍ରା ଉଦ୍‌ଘାଟିତ

ମଥୁରାନଗରୀ,୧-୧:ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ ଉଦ୍‌ଘାଟିତ ହୋଇଯାଇଛି। ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ, ବରଗଡ଼ ଏମ୍‌ପି ସୁରେଶ ପୂଜାରୀ, ରାଜ୍ୟସଭା ସଦସ୍ୟ ପ୍ରସନ୍ନ ଆଚାର୍ଯ୍ୟ ଏହାକୁ ଉଦ୍‌ଘାଟନ କରିଥିଲେ। ଉଦ୍‌ଘାଟନୀ ସମାରୋହରେ ଧନୁଯାତ୍ରା ମହୋତ୍ସବ ସମିତିର ସଭାପତି ତଥା ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ, କାର୍ଯ୍ୟକାରୀ ସଭାପତି ତଥା ଏସପି ପଦ୍ମିନୀ ସାହୁ, ସମ୍ପାଦକ ସୁରେଶ୍ୱର ଶତପଥୀ, ରାଜ ଦରବାର କମିଟି ଆବାହକ ରାଜେନ୍ଦ୍ର ପ୍ରସାଦ ସିଂ, ସାଂସ୍କୃତିକ କମିଟି ଆବାହକ ଗୋପାଳକୃଷ୍ଣ ଦାଶ, କଳାକାର ଉପଦେଷ୍ଟା ସମନ୍ବୟ ସମିତି ସହ ଆବାହକ ଅଶୋକ ବେହେରା, ଓଡ଼ିଶା ସଙ୍ଗୀତ ନାଟକ ଏକାଡ଼େମୀ ସଦସ୍ୟ ଚୈତନ୍ୟ ପାଇକ, ପୂର୍ବତନ ପୌର ଉପାଧ୍ୟକ୍ଷା କଳ୍ପନା ମାଝି ପ୍ରମୁଖ ଉପସ୍ଥିତ ଥିଲେ। ଉଦ୍‌ଘାଟନ ପରେ ବରଗଡ଼ ସହର ମଥୁରାନଗରୀ ପାଲଟି ଯାଇଥିବାବେଳେ କଂସଙ୍କ ରାଜୁତି ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀ କି ପିଲା ନାହାନ୍ତି? ମହିଳାଙ୍କ ମୃତ୍ୟୁ ପରେ କାହାକୁ ମିଳିବ ସମ୍ପତ୍ତି; ବାପଘର ନା ଶାଶୁଘର? ଆଶ୍ଚର୍ଯ୍ୟ କରିବ ଆଇନ!

ନୂଆଦିଲ୍‌ଲୀ,୨୪।୫: ଭାରତୀୟ ସମାଜରେ ମହିଳାମାନଙ୍କ ଆର୍ଥିକ ସୁରକ୍ଷା ଏବଂ ସମ୍ପତ୍ତି ଅଧିକାରକୁ ନେଇ ଅନେକ ସମୟରେ ବିଭିନ୍ନ ପ୍ରଶ୍ନ ଉଠିଥାଏ। ସାଧାରଣତଃ ବିବାହ ପରେ ଜଣେ ମହିଳାଙ୍କ…

ଗଞ୍ଜାମ ପାଇଁ ଖୁସି ଖବର :ତାରାତାରିଣୀ କଲେଜରେ ଖୋଲିଲା ପିଜି ପାଠ୍ୟକ୍ରମ

ପୁରୁଷୋତ୍ତମପୁର, ୨୪।୫ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ସ୍ଥିତ ତାରାତାରିଣୀ କଲେଜରେ ଓଡ଼ିଆ ବିଷୟରେ ସ୍ନାତକୋତ୍ତର (ପିଜି) ପାଠ୍ୟକ୍ରମ ଖୋଲାଯାଇଛି। ସେହିପରି ସାଇକୋଲୋଜି ଓ ହୋମ…

ଟ୍ରେନ୍‌ ଉପରେ ଚଢ଼ି ସେଲ୍‌ଫି ନେଉଥିଲେ ଯୁବକ, ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଳିଗଲେ

ଭୁବନେଶ୍ୱର,୨୪ା୫: ଟ୍ରେନ୍‌ରେ ଚଢ଼ି ସେଲ୍‌ଫି ନେବାବେଳେ ଜଳିଗଲେ ଜଣେ ଯୁବକ। ରବିବାର ପୂର୍ବାହ୍ନରେ ମଞ୍ଚେଶ୍ୱର ଷ୍ଟେଶନରେ ଏପରି ଅଘଟଣ ଘଟିଛି। ଯୁବକ ଜଣକ ଟ୍ରେନ ଉପରେ ଚଢ଼ି…

ମାଟି ଉଠାଣକୁ ନେଇ ତୁମୁଳକାଣ୍ଡ: ଥାନାରେ ପହଞ୍ଚିଲା ମାମଲ…

ଧର୍ମଶାଳା,୨୪।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଧର୍ମଶାଳା ଥାନା ଅନ୍ତର୍ଗତ ପାଟପୁର ପଞ୍ଚାୟତର ଶୁନାରି ମୌଜାରୁ ଅବୈଧ ଭାବେ ମାଟି ଉଠାଣ ହେଉଥିବା ବେଳେ ଏହାକୁ ବିରୋଧ…

କିଛି ଦେଶକୁ ନ ଯିବା ପାଇଁ ଆଡଭାଇଜରୀ ଜାରି କଲେ ଭାରତ ସରକାର, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୪।୫: ଆଫ୍ରିକାରେ ଇବୋଲା ପ୍ରକୋପ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି, ଭାରତ ସରକାର ଏକ ଯାତ୍ରା ପରାମର୍ଶ ବା ଟ୍ରାଭେଲ ଆଡଭାଇଜରୀ ଜାରି କରିଛନ୍ତି,…

ରେଲଓ୍ବେ ଟ୍ରାକରେ ଜବରଦସ୍ତ ବିସ୍ଫୋରଣ, ୨୩ରୁ ଅଧିକ ମୃତ୍ୟୁ ଆଶଙ୍କା

ଇସଲାମାବାଦ,୨୪।୫: ପୁଣିଥରେ ଦୋହଲି ଯାଇଛି ପାକିସ୍ତାନ। କ୍ୱେଟା ସହରରେ ଏକ ଟ୍ରେନରେ ବିସ୍ଫୋରଣ ହୋଇଛି। ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁସାରେ, ବିସ୍ଫୋରଣରେ ଅନେକ ମୃତାହତ ହୋଇଥିବା ଆଶଙ୍କା…

ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀଙ୍କ ଆହ୍ୱାନ

ଗଞ୍ଜାମ,୨୪/୫ (ବିଦ୍ୟାଧର ସାହୁ): ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀ ଆଗେଇ ଆସିଛନ୍ତି। ସମାଜରେ ଚାଲିଥିବା କୁସଂସ୍କୃତ ରାଜନୀତିରୁ ଦୂରେ ରହି ସହରର ବିକାଶ, ନିଶାମୁକ୍ତ ଗଞ୍ଜାମ…

ରେଳ କର୍ମଚାରୀଙ୍କୁ ବଡ଼ ଭେଟି ଦେଲେ ସରକାର, ଏତେ ବଢିଗଲା ଦରମା!

ନୂଆଦିଲ୍‌ଲୀ,୨୪।୫: ହାଇ-ସ୍ପିଡ ଟ୍ରେନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ, ଭାରତୀୟ ରେଳବାଇ ଦେଶବ୍ୟାପୀ ୧୫୫ଟି ଟ୍ରେନକୁ ଏକ ନୂତନ ‘ହାଇ-ସ୍ପିଡ’ ବର୍ଗରେ ପୁନଃବର୍ଗୀକୃତ କରିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri