ବରଗଡ଼ର ୧,୫୨୩ ଜଣ କଳାକାରଙ୍କୁ ମିଳିଲା ଅଗ୍ରୀମ ଭତ୍ତା: ଜିଲା ସଂସ୍କୃତି ଅଧିକାରୀ

ବରଗଡ଼ ଅଫିସ୍‌,୧୦।୪: କରୋନା(କୋଭିଡ୍‌-୧୯) ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଦେଶବ୍ୟାପୀ ଲକ୍‌ ଡାଉନ୍‌ କଟକଣା ଲାଗୁ ହୋଇଛି । ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ୍ରମେ ବରଗଡ଼ ଜିଲାର ମୋଟ୍‌ ୧,୫୨୩ ଜଣ କଳାକାରଙ୍କୁ ମାସିକ ୧,୨୦୦ ଟଙ୍କା ହିସାବରେ ଆଗାମୀ ଜୁନ୍‌-୨୦୨୦ ପର୍ଯ୍ୟନ୍ତ ଅଗ୍ରୀମ କଳାକାର ଭତ୍ତା ପ୍ରଦାନ କରାଯାଇଛି। ପ୍ରତ୍ୟେକ କଳାକାରଙ୍କ ଆକାଉଣ୍ଟରେ ଅନଲାଇନ୍‌ ପେମେଣ୍ଟ ମାଧ୍ୟମରେ ଏହି ଟଙ୍କା ପ୍ରଦାନ କରାଯାଇଛି। ଏଥିସହ ଜିଲା ସଂସ୍କୃତି ପରିଷଦ ପାଣ୍ଠିରୁ କଳକାରମାନେ କରିଥିବା ସମସ୍ତ କାର୍ଯ୍ୟକ୍ରମର ଦେୟ ମଧ୍ୟ ପଇଠ ହୋଇ ସାରିଛି ବୋଲି ଜିଲା ସଂସ୍କୃତି ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଭଞ୍ଜନଗର ଯାତ୍ରାରେ ଆତଙ୍କ ମାମଲାରେ ୪ ଗିରଫ, ମ୍ୟୁନିସିପାଲଟି ଅଧ୍ୟକ୍ଷଙ୍କ ଘରକୁ ବୋମା ମାଡ଼ ଘଟଣାରେ ଅଭିଯୁକ୍ତ…

ଭଞ୍ଜନଗର,୨୩।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସହରରେ ଠାକୁରାଣୀ ଯାତ୍ରା ଚାଲିଥିବା ସମୟରେ ଗତ ୧୭ ତାରିଖ ରାତିରେ ସହରର ଦୁଇ ଯୁବ ଗୋଷ୍ଠୀ ମଧ୍ୟରେ ହୋଇଥିବା ଗଣ୍ତଗୋଳ…

ପ୍ରଗତି ଶିକ୍ଷାନୁଷ୍ଠାନର ମେଧା ମହୋତ୍ସବ: ୯୦% ରଖିଥିବା ୮୪ କୃତି ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା

ଭବାନୀପାଟଣା,୨୩।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ହଲ ଠାରେ ଶନିବାର ପ୍ରଗତି ଶିକ୍ଷାନୁଷ୍ଠାନର ମେଧା ମହୋତ୍ସବ-୨୦୨୬ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ପ୍ରଗତି ଶିକ୍ଷାନୁଷ୍ଠାନର ୯୦%ରୁ…

ଗୁଣାତ୍ମକ ଶିକ୍ଷା,ଅକ୍ଲାନ୍ତ ପରିଶ୍ରମ ଆଣିଦେଲା ସଫଳତା, ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ କୃତି ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା

ଭବାନୀପାଟଣା,୨୩।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଚଳିତ ଦ୍ଵାଦଶ ବୋର୍ଡ ପରୀକ୍ଷାରେ ଛାତ୍ରୀଛାତ୍ର ମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି।…

ଥୁଆମୂଳ ରାମପୁରରେ ‘ସମାଧାନ ସମାରୋହ-୨୦୨୬’ ପ୍ରସ୍ତୁତି ବୈଠକ: ସୁପ୍ରିମ କୋର୍ଟଙ୍କ ବିଶେଷ ଲୋକ ଅଦାଲତ ନେଇ ସଚେତନତା…

ଥୁଆମୂଳ ରାମପୁର, ୨୩।୫(ଦୁର୍ଗା କୀର୍ତ୍ତି): ସାଧାରଣ ଜନତାଙ୍କୁ ସହଜ ଓ ତ୍ୱରିତ ନ୍ୟାୟ ପ୍ରଦାନ କରିବା ଲକ୍ଷ୍ୟରେ ମାନ୍ୟବର ସର୍ବୋଚ୍ଚ ନ୍ୟାୟାଳୟ (ସୁପ୍ରିମ କୋର୍ଟ)ଙ୍କ ପ୍ରତ୍ୟକ୍ଷ ନିର୍ଦ୍ଦେଶନାରେ…

ଏଣିକି ଉତ୍କେଲାରୁ ଭୁବନେଶ୍ୱରରୁ ପ୍ରତିଦିନ ଉଡ଼ିବ ବିମାନ, ଯାତ୍ରୀଙ୍କ ମହଲରେ ଖୁସିର ଲହରୀ; ଜାଣନ୍ତୁ ଟିକେଟ ଦର…

କେସିଙ୍ଗା,୨୩।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାବାସୀଙ୍କ ପାଇଁ ଏକ ବଡ଼ ଖୁସିର ଖବର। ଜିଲାର ଏକମାତ୍ର ବିମାନବନ୍ଦର ଉତ୍କେଲା ବିମାନ ବନ୍ଦରରୁ ରାଜଧାନୀ ଭୁବନେଶ୍ୱରକୁ ପ୍ରତିଦିନ ବିମାନ ଉଡ଼ିବ।…

ନିଖିଲ ହାଡପା ଗୁଳିକାଣ୍ଡ ମାମଲା: ପୋଲିସର ଫ୍ଲାଗମାର୍ଚ୍ଚ, ୯ ଅଭିଯୁକ୍ତ ଜିଲ୍ଲା ବାହାର ଜେଲକୁ ସ୍ଥାନାନ୍ତର

ଗୁଣପୁର, ୨୩।୫ (ସୁଜାତା ପାଢ଼ୀ): ନିଖିଲ ହାଡପା ଗୁଳିକାଣ୍ଡ ଘଟଣା ପରେ ରାୟଗଡା ସହରରେ ଉତ୍ତେଜନା ଜାରି ରହିଛି। ଶୁକ୍ରବାର ରାତିରେ ରାୟଗଡା ଟାଉନ ଥାନା ସମ୍ମୁଖରେ…

ବିଦ୍ୟୁତ କାର୍ଯ୍ୟାଳୟରେ ତାଲା ପକାଇଲେ ତାଳପଡା ଗ୍ରାମବାସୀ: ଅଘୋଷିତ ବିଦ୍ୟୁତ କାଟ …

ପାତ୍ରପୁର, ୨୩/୦୫ (ଉମା ଚରଣ ନେପାକ): ଅଘୋଷିତ ବିଦ୍ୟୁତ କାଟ ଓ ଏସ୍‌ ନୁଆଗାଁ ଗ୍ରାମ ଉପର ପଟରୁ ଯାଇଥିବା ୧୧ କେଭି ତାର ସ୍ଥାନାନ୍ତର ଦାବିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri