ବରଗଡ଼ରୁ ୨ ଲକ୍ଷ ଟଙ୍କାର ଜାଲନୋଟ ଜବତ କଲା ଏସ୍‌ଟିଏଫ୍‌, ୩ ଗିରଫ

ବରଗଡ଼ ଅଫିସ,୬।୩- କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଶୁକ୍ରବାର ଏକ ଜାଲନୋଟ ରାକେଟର ପର୍ଦ୍ଦାଫାଶ କରିଛି। ଏହି ଘଟଣାରେ ୩ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ, ମଙ୍ଗଲୂ ମାଲଖାର, ସୁଦର୍ଶନ ମହାନ୍ତି ଏବଂ ପ୍ରଫୁଲ୍ଲ ମେହେର। ସେମାନଙ୍କ ପାଖରୁ ୨ଲକ୍ଷ ୬ଶହ ଟଙ୍କାର ଜାଲନୋଟ ଜବତ ହୋଇଛି। କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଡିଏସ୍‌ପି ଅରୁଣ କୁମାର ସାହୁଙ୍କ ନେତୃତ୍ୱରେ ୭ଜଣିଆ ଟିମ୍‌ ବରଗଡ଼ ବରପାଲି, ଛତିଶଗଡ଼ ଆଦି ସ୍ଥାନରେ ଚଢାଉ କରି ଏହି ସଫଳତା ପାଇଥିଲେ। ବରଗଡ଼ ସଦର ପୋଲିସ ଏକ ମାମଲା ନଂ(୯୪/୨୦୨୦) ରୁଜୁ କରି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାର୍ଥତ୍ପତ୍ର ଦାଖଲକୁ ଆଉ ୩ ଦିନ ବାକି: ଖଲ୍ଲିକୋଟ ବିଧାନସଭା ଲାଗି ଛିଣ୍ଡୁନି ବିଜେଡିର ଅଙ୍କ

ପୁରୁଷୋତ୍ତମପୁର,୩୦।୪(ସୀମାଞ୍ଚଳ ମିଶ୍ର): ମେ ୨୦ରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷହେବାକୁ ଆଉ ମାତ୍ର ୩ ଦିନ ବାକି...

ବାଲେଶ୍ୱରରେ ଅଗ୍ନିବର୍ଷା, ୪୬ ଛୁଇଁଲା ପାରଦ

ଭୁବନେଶ୍ୱର,୩୦।୪: ବାଲେଶ୍ୱରରେ ଅଗ୍ନିବର୍ଷା। ୪୬ ଡିଗ୍ରୀ ଛୁଇଁଲା ତାତି। ଆଜି ଦିନ ୨.୩୦ ସୁଦ୍ଧା ବାଲେଶ୍ୱର ତାପମାତ୍ରା ୪୬ ଡିଗ୍ରୀ, ଭୁବନେଶ୍ୱରରେ ୪୫.୪ ଡିଗ୍ରୀ ଦିନ...

ଅପରାଜିତାଙ୍କୁ ବିହାର ପଠାଇଦେବି: ଭାଜପା ଛାଡିବା ପରେ ବର୍ଷିଲେ କାଳୁ

ଖୋର୍ଦ୍ଧା,୩୦।୪ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ବିଧାନସଭା ଭାଜପା ଆଶାୟୀ ପ୍ରାର୍ଥୀ କାଳୁଚରଣ ଖଣ୍ଡାୟତରାୟଙ୍କ ଟିକେଟ କଟିବା ପରେ ସେ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି। କାଳୁଙ୍କ...

ଭାଜପାକୁ ଶକ୍ତ ଝଟ୍‌କା: ଦଳରୁ ଇସ୍ତଫା ଦେଲେ କାଳୁଙ୍କ ସମେତ ୧୦୦ରୁ ଅଧିକ କର୍ମୀ

ଖୋର୍ଦ୍ଧା,୩୦।୪ (ପ୍ରଭାତ ପାଣିଗ୍ରାହୀ): ରାଜ୍ୟରେ ତୃତୀୟ ପର୍ଯ୍ୟାୟ ପାଇଁ ବିଜ୍ଞପ୍ତି ପ୍ରକାଶ ସହ ନାମାଙ୍କନ ଦାଖଲ ଆରମ୍ଭ ହୋଇଛି। ଆସନ୍ତା ୨ରେ ଭାଜପା ଭୁବନେଶ୍ବର ଲୋକ...

ବିଜେଡିରୁ ସବୁ ସମ୍ପର୍କ ଛିନ୍ନ କଲେ ପୂର୍ବତନ ବିଧାୟକ

ଠାକୁରମୁଣ୍ଡା,୩୦।୪(ତାରାକାନ୍ତ ପଟ୍ଟନାୟକ): ମୟୁରଭଞ୍ଜ ଜିଲା କରଞ୍ଜିଆ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଟିକେଟ ଆଶାୟୀ ଥିବା ପୂର୍ବତନ ବିଧାୟକ ବିଜୟ କୁମାର ନାଏକ ବିଜେଡିରୁ ଇସ୍ତଫା ଦେବା...

ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୩୦।୪(ସୀମାଞ୍ଚଳ ମିଶ୍ର ): ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ପହଞ୍ଚି ପୂଜାର୍ଚ୍ଚନା କରିଛନ୍ତି। ଏପରିକି ମା’ଙ୍କ ନିକଟରେ...

ହିଞ୍ଜିଳି ବିଧାନସଭା ଆସନ ପାଇଁ ନାମାଙ୍କନ ଭରିଲେ ନବୀନ

ଭୁବନେଶ୍ୱର,୩୦।୪: ଗଞ୍ଜାମ ଜିଲା ହିଞ୍ଜିଳି ବିଧାନସଭା ଆସନ ପାଇଁ ନାମାଙ୍କନ ଭରିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମଙ୍ଗଳବାର ଦଳୀୟ କର୍ମୀ ଓ ହଜାର ହଜାର...

ନାମାଙ୍କନପତ୍ର ଦାଖଲ କଲେ ପ୍ରଣବ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ମୁଁ ନିଶ୍ଚିତ ଯେ…

ଭୁବନେଶ୍ୱର,୩୦।୪: ସମ୍ବଲପୁର ଲୋକ ସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ । ଦଳୀୟ କର୍ମୀ ଓ ହଜାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri