ବରଗଡ଼ରେ ପୁଣି କରାମାଡ଼

ବରଗଡ଼ ଅଫିସ୍‌,୨୪।୪: ବରଗଡ଼ ଜିଲାରେ କ୍ରମାଗତ କାଳବୈଶାଖୀର ତାଣ୍ଡବ ଚାଷୀଙ୍କ ଚିନ୍ତା ବଢ଼ାଇ ଦେଇଛି । ଗତ ଦୁଇଦିନ ଜିଲାର ବିଭିନ୍ନ ସ୍ଥାନରେ କୁଆପଥର ବୃଷ୍ଟି(କରାମାଡ଼), ବର୍ଷାରେ ଅଞ୍ଚଳର ବହୁ ପରିମାଣରେ ଧାନ ଫସଲ କ୍ଷତିଗ୍ରସ୍ତ ହୋଇଛି । ତେବେ ସେହି କ୍ଷୟକ୍ଷତି ଆକଳନ ସମ୍ପୂର୍ଣ୍ଣ ହୋଇ ନଥିବାବେଳେ ଶୁକ୍ରବାର ଜିଲାର ବରପାଲି ବ୍ଲକ ଅନ୍ତର୍ଗତ ଜୁଲଟ୍‌, କନବାର୍‌, ବିଜେପୁର ବ୍ଲକର ଜାରିଂ, ଲେମଧର ଆଦି ଗ୍ରାମରେ ପ୍ରବଳ କରାମାଡ଼ ହୋଇଛି । ଧାନ ଅମଳ ପାଖେଇ ଆସୁଥିବାବେଳେ କ୍ରମାଗତ କରାମାଡ଼ ଧାନ ଫସଲକୁ ଯଥେଷ୍ଟଭାବେ ପ୍ରଭାବିତ କରିଛି । ଫଳରେ ଚାଷୀ ମୁଣ୍ଡରେ ଚଡ଼କ ପଡ଼ଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଜୀକରଣର ୧୦୦ ମିନିଟ୍‌ ମଧ୍ୟରେ ହେବ କାର୍ଯ୍ୟାନୁଷ୍ଠାନ

କଟକ,୨୯ା୪(କାର୍ତ୍ତିକ ସାହୁ): ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ସମ୍ବନ୍ଧିତ ଅଭିଯୋଗ ଦାଖଲ ପାଇଁ କଟକ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ୨୪ ଘଣ୍ଟିଆ ସମନ୍ବିତ କଣ୍ଟ୍ରୋଲ ରୁମ୍‌...

ଆତ୍ମସମର୍ପଣ କଲେ ୨୩ ମାଓବାଦୀ

ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତେୱାଡାରେ ସୋମବାର ୨୩ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଲୋନ୍‌ ଭାରାଟୁ ଅଭିଯାନରେ ପ୍ରଭାବିତ ହୋଇ ଆତ୍ମସମର୍ପଣ କରିଥିବା...

ଯବାନଙ୍କ ସହ ଗୁଳି ବିନିମୟ, ଜଣେ ମାଓବାଦୀ ମୃତ, ଅନେକ ଆହତ

ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନପାତ୍ର): ମାଲକାନଗିରି ଜିଲା ସୀମାନ୍ତ ସୁକ୍‌ମା ଜିଲାରେ ସୋମବାର ଡିଆର୍‌ଜି ଯବାନଙ୍କ ସହ ଗୁଳି ବିନିମୟରେ ଜଣେ ମାଓବାଦୀଙ୍କ ମୃତ୍ୟୁ ହୋଇଛି। ଏଥିରେ ଅନେକେ ଆହତ...

ବିଜେଡିରେ ଯୋଗ ଦେଲେ ପୂର୍ବତନ କଂଗ୍ରେସ ଜିଲା କାର୍ଯ୍ୟକାରୀ ସଭାପତି

କେନ୍ଦୁଝର,୨୯।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କଂଗ୍ରେସ ପୂର୍ବତନ ଜିଲା କାର୍ଯ୍ୟକାରୀ ସଭାପତି ରତିକାନ୍ତ ବାରାଲ ବିଧିବଧ ଭାବେ ବିଜେଡିରେ ଯୋଗ ଦେଇଛନ୍ତି। ସେ ପୂର୍ବରୁ...

ଅତାବିରାରେ ଶକ୍ତି ବଢ଼ାଉଛି ଭାଜପା

ଭେଡେନ,୨୯।୪(ସୁଦନ ମହାକୁର): ବରଗଡ଼ ଜିଲା ଭେଡେନ ରଞ୍ଜିତା ମିନି ଷ୍ଟାଡିୟମରେ ଭେଡେନ ବ୍ଲକ ଭାଜପା କର୍ମୀ ସମ୍ବିଳନୀ ଏବଂ ମିଶ୍ରଣ ପର୍ବ ସୋମବାର ଅନୁଷ୍ଠିତ ହୋଇଯାଇଛି।...

ବାଲିଗୁଡ଼ା ଆସନ ପାଇଁ ବିଜେଡି ପ୍ରାର୍ଥୀ ଚକ୍ରମଣି କହଁର ଦାଖଲ କଲେ ପ୍ରାର୍ଥିପତ୍ର

ବାଲିଗୁଡା,୨୯।୪:(ସଞ୍ଜୟ କୁମାର ପାଣିଗ୍ରାହୀ): ପ୍ରବଳ ଖରା ସତ୍ତ୍ୱେ ହଜାର ହଜାର ସମର୍ଥକଙ୍କ ଗହଣରେ ଏକ ବିରାଟ ଶୋଭାଯାତ୍ରାରେ ଆସି କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନ...

ପ୍ରଧାନ ଶିକ୍ଷକ ଦାୟିତ୍ୱରେ ଥିବା କନିଷ୍ଠ ଶିକ୍ଷକଙ୍କ ବରିଷ୍ଠ ଶିକ୍ଷୟିତ୍ରୀଙ୍କୁ ଦୁର୍ବ୍ୟବହାର

ପଟ୍ଟାଙ୍ଗି,୨୯।୪(ଶରତ ଧଳ): ଜଣେ କନିଷ୍ଠ ଶିକ୍ଷକ ପ୍ରଧାନ ଶିକ୍ଷକ ଦାୟିତ୍ୱରେ ରହି ବିଦ୍ୟାଳୟର ବରିଷ୍ଠ ଶିକ୍ଷୟିତ୍ରୀଙ୍କୁ ଦୁର୍ବ୍ୟବହାର କରୁଥିବା ନେଇ ପଟ୍ଟାଙ୍ଗି ଥାନାରେ ଏକ ଅଭିଯୋଗ...

ନାମାଙ୍କନପତ୍ର ଦାଖଲ କଲେ ଏମ୍‌ପି ପ୍ରାର୍ଥୀ

କେନ୍ଦୁଝର,୨୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସୋମବାର ନାମାଙ୍କନପତ୍ର ଦାଖଲର ପ୍ରଥମ ଦିନରେ ବିଜେଡି ପ୍ରାର୍ଥୀ ଧନୁର୍ଜୟ ସିଦ୍ଧୁ ପ୍ରଥମ ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri