ବରଗଡ଼ରେ ଫସିଛନ୍ତି ଛତିଶଗଡ଼ର ୨୪ଶ୍ରମିକ

ବରଗଡ଼ ଅଫିସ୍‌,୨୭।୪: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଦହିଗାଁ ପଞ୍ଚାୟତର ବୁବୁଡ଼ାରେ ୨୪ଜଣ ଶ୍ରମିକ ଅସହାୟ ଅବସ୍ଥାରେ ଫସି ରହିଛନ୍ତି । ସେମାନେ ଛତିଶଗଡ଼ର ମୂଳ ବାସିନ୍ଦା ହୋଇଥିବାବେଳେ ଇଟା ଗଢ଼ିବାକୁ ଏଠାକୁ ଆସିଥିଲେ । ସେଠାରେ ଝାଟିମାଟି କୁଡ଼ିଆଟିଏ କରି ସେମାନେ ଇଟା ଗଢ଼ିବା ସହିତ ନିଜ ଜୀବନଯାପନ କରୁଥିଲେ । ମାତ୍ର ଲକ୍‌ ଡାଉନ୍‌ କଟକଣା ଲାଗୁ ହେବା ପରେ ସେମାନଙ୍କ ରୋଜଗାର ବନ୍ଦ ହୋଇ ଯାଇଛି । ସେମାନଙ୍କ ପାଖକୁ ଏ ପର୍ଯ୍ୟନ୍ତ ପ୍ରଶାସନ ପକ୍ଷରୁ କିଛି ସହାୟତା ପହଞ୍ଚି ପାରି ନାହିଁ । ଏହି ସୂଚନା ପାଇବା ପରେ ବରଗଡ଼ର ରଞ୍ଜିତା ପ୍ରିୟଦର୍ଶିନୀ ଅସହାୟ ଶ୍ରମିକଙ୍କୁ ସହଯୋଗ କରିବା ପାଇଁ ଶ୍ରମ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ, ଆଇଜି ଅମିତାଭ ଠାକୁର ପ୍ରମୁଖଙ୍କୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୯ ବର୍ଷ ପରେ ଆସିଲା ରାୟ: ଗାଣ୍ଡୁ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୨।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଏଡିଜେ ଶେଖ ମହମ୍ମଦ କଏସ ୨୦୦୭ ମସିହାର ଏକ ବଧୂ ହତ୍ୟା ମାମଲାର ବିଚାରଣ କରି ଅଭିଯୁକ୍ତ ସ୍ବାମୀଙ୍କୁ ପ୍ରମାଣ ଅଭାବରୁ…

ବଲିଉଡ ଅଭିନେତ୍ରୀଙ୍କ ମାଆଙ୍କ ଘରୁ ଲକ୍ଷାଧିକ ଟଙ୍କାର ଗହଣା ଚୋରୀ

ନୂଆଦିଲ୍ଲୀ,୨।୭: ବଲିଉଡ ଅଭିନେତ୍ରୀ ରବୀନା ଟଣ୍ଡନଙ୍କ ପରିବାର ସହିତ ଜଡିତ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ମୁମ୍ବାଇର ଜୁହୁ ଅଞ୍ଚଳରେ ଥିବା ରବୀନା ଟଣ୍ଡନଙ୍କ ମାଆଙ୍କ…

କାହିଁକି ସବୁବେଳେ ଧଳା ଶର୍ଟ-କଳା ବ୍ଲେଜର ପିନ୍ଧୁଛନ୍ତି ଥଲାପତି ବିଜୟ: ନିଜେ କଲେ ଖୁଲାସା

ଚେନ୍ନାଇ,୨।୬: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ଏକ ‘ସିଗ୍ନେଚର’ ଲୁକ ଅଛି। ମୁଖ୍ୟମନ୍ତ୍ରୀ ହେବା ପରଠାରୁ ତାଙ୍କ ପୋଷାକ ପ୍ରାୟତଃ ଆଲୋଚନାର ବିଷୟ ହୋଇଆସିଛି। ସେ…

ଓଡ଼ିଶା ଆସିବେ ରାଷ୍ଟ୍ରପତି-ପ୍ରଧାମନ୍ତ୍ରୀ, ଏହି ଦିନ ଷ୍ଟାଡିୟମ୍ ଉଦଘାଟନ କାର୍ଯ୍ୟକ୍ରମରେ ସାମିଲ ହେବେ

ଭୁବନେଶ୍ବର, ୨ା୬: ଓଡ଼ିଶା ଆସିପାରନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆସନ୍ତା ୧୯ରେ ରାଷ୍ଟ୍ରପତି, ୨୦ରେ ପ୍ରଧାନମନ୍ତ୍ରୀ ଆସିବେ ବୋଲି ସୂଚନା…

ଟ୍ରମ୍ପଙ୍କ ଭର୍ତ୍ସନା ପରେ ପଛକୁ ହଟିଗଲେ ନେତାନ୍ୟାହୁ!

ଓ୍ବାଶିଂଟନ,୨।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଫୋନ କଲ ସମୟରେ ‘ଭର୍ତ୍ସନା’ ପରେ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଲେବାନନ ସମ୍ପର୍କରେ ତାଙ୍କର ମତ ନରମ…

ରାଜ୍ୟ ସଭା ଉପନିର୍ବାଚନ ପାଇଁ ୪ ସେଟ୍‌ ଫର୍ମ କିଣିଲେ ଉପାସନା: ଆରମ୍ଭ ହୋଇଗଲାଣି ଚର୍ଚ୍ଚା

ଭୁବନେଶ୍ୱର,୨।୬(ରବିନାରାୟଣ ଜେନା):ଓଡ଼ିଶାରେ ଖାଲି ପଡ଼ିଥିବା ଗୋଟିଏ ରାଜ୍ୟ ସଭାର ଆସନର ଉପନିର୍ବାଚନ ପାଇଁ ସୋମବାର ବିଜ୍ଞପ୍ତି ଜାରି ହେବାର ପ୍ରଥମ ଦିନରେ ୪-ସେଟ୍‌ ଫର୍ମ ବିକ୍ରି ହୋଇଛି।…

ଖଣି ଓ ଇସ୍ପାତ ମନ୍ତ୍ରୀଙ୍କ ଦ୍ୱାରା ଛତ୍ରପୁର ମହୋତ୍ସବ ଉଦଘାଟିତ, ମନ ମୋହିଲା ଅନ୍ତରା-ଅନୁରାଗଙ୍କ ଗୀତ

ଛତ୍ରପୁର,୨ା୬(ଦିଲ୍ଲୀପ ସାମଲ) : ଛତ୍ରପୁରର ଅଧିଷ୍ଠାତ୍ରୀ ଦେବୀ ମା’ ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରା ପାଇଁ ଉଠୁଛି ପଡୁଛି ଛତ୍ରପୁର ସହର । ଜନ ଗହଳି ସାଙ୍ଗକୁ ଆଲୋକ…

ଭାରତ ସହ କଲେ ଫ୍ରି ଟ୍ରେଡ ଡିଲ, ହେଲେ ପାକିସ୍ତାନକୁ କଲେ ପ୍ରଶଂସା, କାହିଁକି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨।୬: ଭାରତ ସହିତ ମୁକ୍ତ ବାଣିଜ୍ୟ ଚୁକ୍ତି ସମାପ୍ତ ହେବା ପରେ, ୟୁରୋପୀୟ ସଂଘ (EU)ର ବୈଦେଶିକ ବ୍ୟାପାର ପ୍ରତିନିଧି କାଜା କାଲାସ ପଡ଼ୋଶୀ ପାକିସ୍ତାନ ସମ୍ପର୍କରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri