Posted inଫୁରସତ

ବରଫରେ ସ୍ପୋର୍ଟସ କାର୍‌ ନିର୍ମାଣ କଲେ ଯୁବକ

ଶ୍ରୀନଗର, ୨୦।୧: ଜମ୍ମୁ-କଶ୍ମୀରରେ ପ୍ରବଳ ଥଣ୍ଡା ସାଙ୍ଗକୁ ବରଫପାତ ହେଉଛି। ଜୁବୈର ଅହମ୍ମଦ ନାମକ ଜଣେ ଯୁବକ ଏହି ବରଫରେ ଏକ ଅଦ୍ଭୁତ କଳା ପ୍ରଦର୍ଶନ କରିଛନ୍ତି। ସେ ବରଫରେ ଏକ ସ୍ପୋର୍ଟସ କାର୍‌ ନିର୍ମାଣ କରିଛନ୍ତି। ବଡଗାମର ରାସ୍ତା କଡରେ ନିର୍ମିତ ଏହି କାର୍‌କୁ ଦେଖିବା ପାଇଁ ପର୍ଯ୍ୟଟକଙ୍କ ଭିଡ ଜମିଛି। ପର୍ଯ୍ୟଟକମାନେ ସେଲଫି ନେବା ପାଇଁ କାର୍‌ ନିକଟରେ ଭିଡ ଜମାଇଛନ୍ତି। ଜୁବୈର୍‌ ଦୁଇ ଦିନରେ ଏହି କାର ନିର୍ମାଣ କରିଛନ୍ତି। ସୂଚନାଯୋଗ୍ୟ, ଜୁବୈର ଜଣେ ଆଇସ୍‌ ଆର୍ଟିଷ୍ଟ ଭାବେ ଜଣାଶୁଣା। ଏହାପୂର୍ବରୁ ସେ ବରଫରେ ହେଲିକପ୍ଟର, ଭାଲୁ, ବାଇକ୍‌ ଏବଂ ଟ୍ରେନ୍‌ ଭଳି କଳାକୃତି ନିର୍ମାଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୫ କାରଣ: ରୋହିତ ଶର୍ମାଙ୍କୁ ଅବସର ପାଇଁ କେହି କରିପାରିବେ ନାହିଁ ବାଧ୍ୟ! ଜାଣନ୍ତୁ କ’ଣ

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷ ଲଡର୍‌ସ ଦିନିକିଆରେ ୧୩୮ ରନର ଏକ ଚମତ୍କାର ଇନିଂସ ଖେଳିବା ପରେ ରୋହିତ ଶର୍ମାଙ୍କ ଅବସରକୁ ନେଇ ଚାଲିଥିବା ଚର୍ଚ୍ଚା ଏକ ନୂତନ…

ଏହି ଦଳରୁ ନିର୍ବାଚନ ଲଢିବେ CJP ମୁଖ୍ୟ ଅଭିଜିତ ଦୀପକେ? ଭାଜପା ନେତାଙ୍କ ବଡ଼ ଦାବି

ନୂଆଦିଲ୍ଲୀ,୨୧।୭: ଭାଜପା ନେତା ନିଶିକାନ୍ତ ଦୁବେ କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କ ସମ୍ପର୍କରେ ଏକ ବଡ଼ ଦାବି କରିଛନ୍ତି। ଦୁବେ ଉତ୍ତର ପ୍ରଦେଶ…

ବେଲଭଟା ଗ୍ରାମବାସୀଙ୍କୁ ଚୁଆପାଣି ଭରସା: ଅଚଳ ନଳକୂପ-ସୌରଚାଳିତ ପାଣିଟାଙ୍କି

ଲାଞ୍ଜିଗଡ଼,୨୧ା୭(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ୍‌ ବେଡ଼ାଗାଁ ପଞ୍ଚାୟତ ଅଧୀନ ଦେହେଡ଼ାର ବେଲଭଟା ଗାଁରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ନେଇଛି। ଗାଁରେ ୬ଟି…

ସୋନମ ୱାଙ୍ଗଚୁକଙ୍କ ପତ୍ନୀ ଗୀତାଞ୍ଜଳି ଜେ. ଆଙ୍ଗମୋ କିଏ? କରାଟେରେ ପାଇଛନ୍ତି ବ୍ଲାକ ବେଲ୍ଟ, ଓଡ଼ିଶା ସହ ରହିଛି…

ନୂଆଦିଲ୍ଲୀ,୨୧।୭: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ସମ୍ପ୍ରତି ତାଙ୍କ ଆନ୍ଦୋଳନ ଏବଂ ଅନଶନ ଯୋଗୁ ଚର୍ଚ୍ଚାରେ ଅଛନ୍ତି। ଇତିମଧ୍ୟରେ, ତାଙ୍କ ପତ୍ନୀ ଗୀତାଞ୍ଜଳି ଜେ. ଆଙ୍ଗମୋ ମଧ୍ୟ…

ପ୍ଲାଷ୍ଟିକ୍‌ ଦଉଡ଼ି ଟାଣି ଚାଲିଛି ଚଣ୍ଡିଆପଲ୍ଲୀ ଫେରିଘାଟ: ବିପଦରେ ଯାତ୍ରୀ

ମହାକାଳପଡ଼ା,୨୧ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା, ବ୍ଲକ୍‌, ତହସିଲ ଓ କଲେଜ ଏବଂ ମେଡିକାଲକୁ ଲୋକେ ବିଭିନ୍ନ ସମୟରେ ଯାତାୟାତ କରିଥାନ୍ତି। କିନ୍ତୁ ସେଠାକୁ ଯିବାକୁ…

ହାଇ ଭୋଲଟେଜ ତାର ସଂସ୍ପର୍ଶରେ ଆସିଲା ଜଗନ୍ନାଥଙ୍କ ରଥ, ୨ ଛାତ୍ର ମୃତ, ୭ ଗୁରୁତର

ରାଞ୍ଚି,୨୧।୭: ଝାଡ଼ଖଣ୍ଡ ଟୋରପା ଥାନା ଅଞ୍ଚଳର କୋଟେଙ୍ଗସେରାର ‘ମାଉସି ବାରି’ ନିକଟରେ ପ୍ରଭୁ ଜଗନ୍ନାଥଙ୍କ ରଥ ୧୧,୦୦୦ ଭୋଲ୍ଟର ହାଇ-ଟେନସନ ବିଦ୍ୟୁତ ତାର ସଂସ୍ପର୍ଶରେ ଆସିବାରୁ ଦୁଇଜଣ…

ମହାକାଶରେ ମିଳିଲା ଶର୍କରା: ଖୋଲିବ ଜୀବନ ଉତ୍ପତ୍ତିର ରହସ୍ୟ

ନୂଆଦିଲ୍ଲୀ,୨୧।୭(ପି.ଟି): ମାନବ ଜୀବନର ଉତ୍ପତ୍ତିକୁ ନେଇ ଏବେ ମଧ୍ୟ ଗବେଷଣା ବନ୍ଦ ହୋଇନାହିଁ। ଜ୍ଞାନ ବିଜ୍ଞାନର କ୍ରମୋନ୍ନତି ସାଙ୍ଗକୁ ଏହି ଜୀବନ ଉତ୍ପତ୍ତିର ଗୂଢ଼ ରହସ୍ୟ ଖୋଲିବାକୁ…

‘ସେ ଦେଶ ପାଇଁ ନିଜ ଜୀବନ ଦେବେ’ – ରୋହିତ ଶର୍ମାଙ୍କ ପାଇଁ ମହମ୍ମଦ କୈଫଙ୍କ ଭାବପ୍ରବଣ Video

ନୂଆଦିଲ୍ଲୀ,୨୧।୭: ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ପ୍ରାୟତଃ ପ୍ରଶ୍ନ ଉଠିଛି। ସମ୍ପ୍ରତି ଗୁଜବ ଜୋର ଧରିଛି ଯେ ରୋହିତ ଲର୍ଡସରେ ତାଙ୍କର ଶେଷ ମ୍ୟାଚ ଖେଳିପାରନ୍ତି। ତଥାପି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri