ବରିଷ୍ଠ ଅଧିକାରୀଙ୍କୁ କରୋନା: ଗଞ୍ଜାମ ସରକାରୀ ଅଫିସକୁ ଆସନ୍ତା ୧୦ ଦିନ ସର୍ବସାଧାରଣ ମନା

ଗଞ୍ଜାମ ଅଫିସ, ୨୪।୬: ଗଞ୍ଜାମରେ ଦ୍ରୁତଗତିରେ ବୃଦ୍ଧି ପାଇବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ବୁଧବାର ସୁଦ୍ଧା ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ୧୦୩୧ରେ ପହଞ୍ଚି ସାରିଥିବା ବେଳେ କରୋନା ଯୋଗୁ ୮ ଜଣଙ୍କ ମୃତ୍ୟୁ ମଧ୍ୟ ହୋଇ ସାରିଲାଣି। ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ି ଚାଲିଥିବା ବେଳେ ବହୁ ଉଚ୍ଚପଦସ୍ଥ ଅଧିକାରୀ, କରୋନା ଯୋଦ୍ଧା ମଧ୍ୟ ଏଥିରେ ଆକ୍ରାନ୍ତ ହେଉଛନ୍ତି। ଏବେ ଜିଲାର କିଛି ବରିଷ୍ଠ ସରକାରୀ ଅଧିକାରୀ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାଯାଇଛି। ଏ ନେଇ ଆସନ୍ତା ୧୦ ଦିନ ଯାଏ ଗଞ୍ଜାମର ସବୁ ସରକାରୀ ଅଫିସ୍‌କୁ ସର୍ବସାଧାରଣଙ୍କ ଯିବା ଉପରେ କଟକଣା ଲଗାଯାଇଛି। କରୋନା ସଂକ୍ରମଣ ରୋକିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଏଭଳି କଟକଣା ଜାରି କରାଯାଇଛି। ଏ ନେଇ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ୍‌କରି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟେକ୍ସଟାଇଲ ପାର୍କ ଆଶାରେ ବଲାଙ୍ଗୀର

ବଲାଙ୍ଗୀର,୧୮ା୨(ବୀରେନ୍ଦ୍ର କୁମାର ଝାଙ୍କର): ଦାଦନପ୍ରବଣ ତଥା ଶିଳ୍ପବିହୀନ ବଲାଙ୍ଗୀର ଜିଲାରେ ଟେକ୍ସଟାଇଲ ପାର୍କ(କ୍ଲଷ୍ଟର) ପ୍ରତିଷ୍ଠା ଘୋଷଣାରେ ଅଟକିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଓଡିଶା ଟେକ୍ସଟାଇଲ କନ୍‌କ୍ଲେଭ…

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri