ବରିଷ୍ଠ ଆଦିବାସୀ ନେତା କୁମୁଟି ମାଝିଙ୍କ ପରଲୋକ

ଭବାନୀପାଟଣା, ୨୮।୩ (ଡି.ଏନ.ଏ.): ବରିଷ୍ଠ ଆଦିବାସୀ ନେତା ତଥା ନିୟମଗିରି ସୁରକ୍ଷା ସମିତିର ପୂର୍ବତନ ସଭାପତି କୁମୁଟି ମାଝିଙ୍କ ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର ୭୨ ବର୍ଷ ବୟସରେ ପରଲୋକ ହୋଇଯାଇଛି। ସେ ଦୀର୍ଘ ଦିନରୁ ନିୟମଗିରି ଆନ୍ଦୋଳନରେ ସାମିଲ ହୋଇ ଆଦିବାସୀ ଡଙ୍ଗରିଆ ଓ ଝରାଣିଆ କନ୍ଧମାନଙ୍କ ହକ୍‌ ପାଇଁ ଲଢ଼େଇ କରିବା ସହ ନିୟମଗିରି ପର୍ବତକୁ ବହୁ ରାଷ୍ଟ୍ରୀୟ କମ୍ପାନୀଠାରୁ ବଞ୍ଚାଇବାରେ ସଫଳ ହୋଇଥିଲେ । ତାଙ୍କ ବିୟୋଗରେ ନିୟମଗିରି ସୁରକ୍ଷା ସମିତିର ସଭାପତି ଲୋଡ ସିକ୍କା, ଆଦିବାସୀ ନେତା ଦଧି ପୁସିକା, ଲିଙ୍ଗରାଜ ଆଜାଦ, ସତ୍ୟ ମହାର, କୃଷକ ନେତା ଲିଙ୍ଗରାଜ, ବରିଷ୍ଠ କଂଗ୍ରେସ ନେତା ଭକ୍ତଚରଣ ଦାସ, ଗ୍ରୀନ କଳାହାଣ୍ଡିର ଅଧ୍ୟକ୍ଷ ସିଦ୍ଧାର୍ଥ ବେହେରା, ପରିବେଶବିତ ପ୍ରଫୁଲ୍ଲ ସମନ୍ତରା, ମେଧା ପାଟେକଙ୍କେ ସମେତ ବହୁ ପରିବେଶବିତ ଓ ସାମାଜିକ କର୍ମୀ ଦୁଃଖ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …

ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ…

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri