ବରିଷ୍ଠ ଆଦିବାସୀ ନେତା କୁମୁଟି ମାଝିଙ୍କ ପରଲୋକ

ଭବାନୀପାଟଣା, ୨୮।୩ (ଡି.ଏନ.ଏ.): ବରିଷ୍ଠ ଆଦିବାସୀ ନେତା ତଥା ନିୟମଗିରି ସୁରକ୍ଷା ସମିତିର ପୂର୍ବତନ ସଭାପତି କୁମୁଟି ମାଝିଙ୍କ ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର ୭୨ ବର୍ଷ ବୟସରେ ପରଲୋକ ହୋଇଯାଇଛି। ସେ ଦୀର୍ଘ ଦିନରୁ ନିୟମଗିରି ଆନ୍ଦୋଳନରେ ସାମିଲ ହୋଇ ଆଦିବାସୀ ଡଙ୍ଗରିଆ ଓ ଝରାଣିଆ କନ୍ଧମାନଙ୍କ ହକ୍‌ ପାଇଁ ଲଢ଼େଇ କରିବା ସହ ନିୟମଗିରି ପର୍ବତକୁ ବହୁ ରାଷ୍ଟ୍ରୀୟ କମ୍ପାନୀଠାରୁ ବଞ୍ଚାଇବାରେ ସଫଳ ହୋଇଥିଲେ । ତାଙ୍କ ବିୟୋଗରେ ନିୟମଗିରି ସୁରକ୍ଷା ସମିତିର ସଭାପତି ଲୋଡ ସିକ୍କା, ଆଦିବାସୀ ନେତା ଦଧି ପୁସିକା, ଲିଙ୍ଗରାଜ ଆଜାଦ, ସତ୍ୟ ମହାର, କୃଷକ ନେତା ଲିଙ୍ଗରାଜ, ବରିଷ୍ଠ କଂଗ୍ରେସ ନେତା ଭକ୍ତଚରଣ ଦାସ, ଗ୍ରୀନ କଳାହାଣ୍ଡିର ଅଧ୍ୟକ୍ଷ ସିଦ୍ଧାର୍ଥ ବେହେରା, ପରିବେଶବିତ ପ୍ରଫୁଲ୍ଲ ସମନ୍ତରା, ମେଧା ପାଟେକଙ୍କେ ସମେତ ବହୁ ପରିବେଶବିତ ଓ ସାମାଜିକ କର୍ମୀ ଦୁଃଖ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ପାଇଁ ପ୍ରଚାର କରୁଛନ୍ତି ସ୍ବାମୀ

କେସିଙ୍ଗା,୫।୫(ତୁମେଶ୍ୱର ସାହୁ): ନର୍ଲା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀନି ମନୋରମା ମହାନ୍ତିଙ୍କ ପାଇଁ ନର୍ଲା ବ୍ଳକ ଉପାଧ୍ୟକ୍ଷ ସ୍ବାମୀ ମୁନା ମହାନ୍ତି ପ୍ରଚାର ପାଇଁ...

ଅସହ୍ୟ ନିର୍ଯାତନା: ହାଇଦ୍ରାବାଦରୁ ଲୁଚିଆସିଲେ ୪ ଶ୍ରମିକ

ଭବାନୀପାଟଣା/ଜୁନାଗଡ଼,୪ା୫ (ଉତ୍ତମ କୁମାର ଦାଶ/ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଥମୁନି ଦାଦନ ଦୁଃଖ। ହାଇଦ୍ରାବାଦ କାମ କରିବାକୁ ଯାଇ ଜୁନାଗଡ ସହରର ୪ଜଣ ଶ୍ରମିକ...

ଗ୍ରୀଷ୍ମ ପ୍ରବାହକୁ ଖାତିର ନାହିଁ: ମାରାଥନ ପ୍ରଚାରରେ ପ୍ରାର୍ଥୀ

କେସିଙ୍ଗା,୩।୫(ତୁମେଶ୍ୱର ସାହୁ): ମେ’ ୧୩ରେ ଓଡ଼ିଶରେ ପ୍ରଥମ ପର୍ଯ୍ୟାୟ ଭୋଟ। ନିଜ ନିଜ ପସନ୍ଦର ପ୍ରାର୍ଥୀଙ୍କୁ ଭୋଟ ଦେବେ କଳାହାଣ୍ଡି ଲୋକସଭା ଏବଂ ବିଧାନସଭା ନିର୍ବାଚନ...

ଚର୍ଚ୍ଚାରେ କଳାହାଣ୍ଡି ଛାତ୍ର ଅନିରୁଦ୍ଧ

ଭବାନୀପାଟଣା,୩ା୫(ଉତ୍ତମ କୁମାର ଦାଶ):ଆୟର୍ଲାଣ୍ଡ ଡବଲିନ୍‌ ସିଟି ବିଶ୍ୱବିଦ୍ୟାଳୟରେ ଗତ ସପ୍ତାହରେ ଅନୁଷ୍ଠିତ ସପ୍ତମ ବାର୍ଷିକ ଦକ୍ଷିଣ ଏସିଆ ସମ୍ମିଳନୀରେ ନିଜ ଶୀର୍ଷକ ଉପସ୍ଥାପନ କରି ଚର୍ଚ୍ଚାକୁ...

ମାରାଥନ ପ୍ରଚାର କଲେ ବିଧାନସଭା ପ୍ରାର୍ଥିନୀ ଲଳିତା ନାଏକ

କେସିଙ୍ଗା,୨ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୩ଟି ପଞ୍ଚାୟତରେ ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଧାୟିକା ପ୍ରାର୍ଥିନୀ ଲଳିତା ନାଏକ ଗୁରୁବାର ମାରାଥନ ପ୍ରଚାର କରିଛନ୍ତି।...

ଦଳିତ ପରିବାରରେ କେନ୍ଦ୍ର ମନ୍ତ୍ରୀଙ୍କ ଭୋଜନ

ଭବାନୀପାଟଣା,୧।୫ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଉଦେଶୃଙ୍ଗ ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବରେ କେନ୍ଦ୍ର ମନ୍ତ୍ରୀ ଭୁପେନ୍ଦ୍ର ସିଂହ ଯାଦବ...

ରିପିଟ୍‌ ହେବେ ନା ପରିବର୍ତ୍ତନ ଆସିବ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ):ପ୍ରାର୍ଥୀ ଘୋଷଣା ପରେ ଉଷ୍ମ ହେଲାଣି କଳାହାଣ୍ଡି ରାଜନୀତି। ଭୋଟରଙ୍କୁ ନିଜ ଆଡ଼କୁ ଆକୃଷ୍ଟ କରିବା ପାଇଁ କସରତ ଆରମ୍ଭ କରିଦେଲେଣି ତିନି...

ଖରାକୁ ଖାତିର ନ କରି ବାଇକ୍‌ରେ ବୁଲି ପ୍ରଚାର କଲେ ପ୍ରାର୍ଥୀ

କେସିଙ୍ଗା,୩୦।୪(ତୁମେଶ୍ୱର ସାହୁ):କେସିଙ୍ଗା,୩୦।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଳକ ଅଧୀନ ବୋରିଆ, ପର୍ଥଲା, କିକିଆ ପଞ୍ଚାୟତର ବିଭିନ୍ନ ଗ୍ରାମରେ ପ୍ରଚାର କରିଛନ୍ତି ବିଜେଡିର ଉଭୟ ପ୍ରାର୍ଥୀ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri