ବରିଷ୍ଠ କଂଗ୍ରେସ ନେତା ଅରୁଣ ରାଉତ ଦଳରୁ ବହିଷ୍କୃତ

ରାଜନଗର, ୬।୧(ଡି.ଏନ.ଏ): କେନ୍ଦ୍ରାପଡା ଜିଲା ରାଜନଗର ବ୍ଲକ କଂଗ୍ରେସ କମିଟିର ବରିଷ୍ଠ ନେତା ତଥା ପୂର୍ବତନ ଜିଲା ପରିଷଦ ସଭ୍ୟ ଅରୁଣ କୁମାର ରାଉତଙ୍କୁ ଦଳରୁ ବହିଷ୍କୃତ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟରେ ସମ୍ପୃକ୍ତ ଥିବାରୁ ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକ ତାଙ୍କୁ ଦଳରୁ ବହିଷ୍କାର କରିଛନ୍ତି। ଗତ ବିଧାନସଭା ନିର୍ବାଚନରେ ଅରୁଣ ଦଳ ବିରୋଧୀ କାର୍ଯ୍ୟରେ ଲିପ୍ତ ଥିବା ଅଭିଯୋଗ କରିଥିଲେ ପୂର୍ବତନ କଂଗ୍ରେସ ବିଧାୟକ ଅଂଶୁମାନ ମହାନ୍ତି। ଏହାକୁ ଆଧାର କରି ପିସିସି ସଭାପତି ଏଭଳି ପଦକ୍ଷେପ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାସନ୍ତୀକ ନବରାତ୍ର ପୂଜା: ସ୍କନ୍ଧମାତା ବେଶରେ ମା’ ସମଲେଶ୍ବରୀ

ବରଗଡ଼,୨୩।୩,(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି। ପଞ୍ଚମ ଦିବସ ସୋମବାରରେ ଦେବୀ ସ୍କନ୍ଧମାତା ବେଶରେ ଦର୍ଶନ ଦେଇଛନ୍ତି ।…

ମଣ୍ଡଳ କାରାଗାରରେ ପୋଲିସର ବଡ଼ ଧରଣର ଚଢ଼ାଉ: ଆପତ୍ତିଜନକ…

ସମ୍ବଲପୁର,୨୩।୩(ପ୍ରମୋଦ ବହିଦାର): ସମ୍ବଲପୁର ମଣ୍ଡଳ କାରାଗାରରେ ସୋମବାର ଭୋର ସମୟରେ ଉପଜିଲାପାଳ ଡା. ପୁଷ୍ପାଞ୍ଜଳି ପଣ୍ଡାଙ୍କ ଉପସ୍ତିତିରେ ଏକ ଅତର୍କିତ ଚଢ଼ାଉ କରାଯାଇଛି। ସକାଳ ପ୍ରାୟ ୫ଟା…

ମାଂସ ଭାଗବଣ୍ଟାକୁ କେନ୍ଦ୍ରକରି ଗଣ୍ଡଗୋଳ: ଛୁରୀ ମାଡ଼ରେ ଯୁବକ ଗୁରୁତର

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର):ଜଙ୍ଗଲ ପୂଜା ସମୟରେ ମାଂସ ଭାଗବଣ୍ଟାକୁ କେନ୍ଦ୍ରକରି ବାରକୋଟ ଥାନାଅଞ୍ଚଳର ଜଣେ ଯୁବକଙ୍କୁ ସେହି ଗ୍ରାମର ଅନ୍ୟ ଜଣେ ଯୁବକ ଛୁରୀ ଭୁଷି ହତ୍ୟା…

ବିଧାୟକଙ୍କ ସ୍ବୀକାର, ସରକାର ନିର୍ବିକାର: ବିକ୍ରି ହୋଇପାରିନି ପଞ୍ଜୀକରଣରୁ ବାଦ୍‌ ପଡ଼ିଥିବା ଚାଷୀଙ୍କ ଧାନ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଆଉ ମାସକ ପରେ ରବିଧାନ ଅମଳ ହେବ। ଫଳରେ ରବି ଧାନବିକ୍ରି ପାଇଁ ବର୍ତ୍ତମାନ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଛି। କିନ୍ତୁ ଗତ…

ଦେଶୀ ବନ୍ଧୁକ ଜବତ, ଜଣେ ଗିରଫ

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ପୋଲିସ ରବିବାର ଉକ୍ତ ଥାନା ଅନ୍ତର୍ଗତ ଧଉରାଖମଣ ଗ୍ରାମର କେଶବ ହେମ୍ରମ (୩୦)…

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri