Posted inଫୁରସତ

ବରିଷ୍ଠ ନାଗରିକଙ୍କୁ ସେବା ଯୋଗାଉଛି ବାଇକ୍‌ ଆମ୍ବୁଲାନ୍ସ୍‌…

ବରିଷ୍ଠ ନାଗରିକଙ୍କ ପାଇଁ ସରକାରଙ୍କ ପକ୍ଷରୁ ବିଭିନ୍ନ ସୁବିଧା ସୁଯୋଗ ଯୋଗାଇ ଦିଆଯାଉଛି। ଏହି ମର୍ମରେ ହାଇଦ୍ରାବାଦ୍‌ରେ ବରିଷ୍ଠ ନାଗରିକଙ୍କ ପାଇଁ ଜରୁରୀକାଳୀନ ସେବା ପ୍ରଦାନ ଲାଗି ସ୍ବେଛାସେବୀ ସଂଗଠନ ହ୍ୟୁମାନ ରାଇଟସ୍‌ ଅର୍ଗାନାଇଜେସନ୍‌ ଅଫ୍‌ ଗୁଡ୍‌ ସମାରିଟାନ୍ସ ଇଣ୍ଡିଆ ପକ୍ଷରୁ ବାଇକ୍‌ ଆମ୍ବୁଲାନ୍ସ୍‌ ସେବା ଆରମ୍ଭ କରାଯାଇଛି। ରାସ୍ତାକଡ଼ରେ ଶୋଇଥିବା ବେସାହାରା ବରିଷ୍ଠ ନାଗରିକଙ୍କୁ ଏହି ସଂସ୍ଥା ସେବା ଯୋଗାଇବା ସହିତ ସେମାନଙ୍କର ଯତ୍ନ ନେଉଛି। ବସ୍‌ଷ୍ଟାଣ୍ଡ୍‌, ରେଳଷ୍ଟେଶନ, ବସ୍ତି ଅଞ୍ଚଳରେ ରହୁଥିବା ବରିଷ୍ଠ ନାଗରିକଙ୍କୁ ଏହି ସଂସ୍ଥାର କର୍ମୀ ବାଇକ୍‌ ଆମ୍ବୁଲାନ୍ସ୍‌ ସହାୟତାରେ ଆବଶ୍ୟକୀୟ ସେବା ଯୋଗାଇ ଦେଉଛି। ଆଗାମୀ ଦିନରେ ଦେଶବ୍ୟାପି ଏହି ସେବା ପ୍ରଦାନ କରାଯିବା ପାଇଁ ସଂସ୍ଥା ପକ୍ଷରୁ ଯୋଜନା କରାଯାଇଛି। ବଡ଼ଗାଡ଼ି ପଶିପାରୁ ନ ଥିବା ଅଞ୍ଚଳରେ ବାଇକ୍‌ ଆମ୍ବୁଲାନ୍ସ୍‌ ଦ୍ୱାରା ଜରୁରୀ କାଳୀନ ସେବା ପ୍ରଦାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଚେକ୍‌ ରିପବ୍ଲିକ୍‌ ଦଳରେ ସ୍ଥାନ ପାଇଲେ ୧୭ ବର୍ଷୀୟ ଏହି ଖେଳାଳି, ଜାଣନ୍ତୁ…

ପ୍ରେଗ୍‌,୧ା୬: ବିଶ୍ୱକପ୍‌ ପାଇଁ ଚେକ୍‌ ରିପବ୍ଲିକ ଫୁଟ୍‌ବଲ ଦଳରେ ସ୍ପାର୍ଟା ପ୍ରେଗ୍‌ ୧୭ ବର୍ଷୀୟ ମିଡ୍‌ଫିଲ୍ଡର ହୁଗୋ ସୋଚୁରେକ୍‌ ସ୍ଥାନ ପାଇଛନ୍ତି। କୋସୋଭୋ ବିପକ୍ଷ ଏକ ଓ୍ବାର୍ମଅପ୍‌…

ବିଶ୍ୱକପ୍‌ ଫୁଟ୍‌ବଲ ସିଧା ପ୍ରସାରଣକୁ ନେଇ ଆସିଲା ବଡ଼ ଅପଡେଟ୍‌, ଭାରତୀୟ ପ୍ରଶଂସକ ଦେଖିବେ ଏହି ଚେନାଲରେ ଜାଣନ୍ତୁ…

ନୂଆଦିଲ୍ଲୀ,୧ା୬: ଜୀ ଏଣ୍ଟରଟେନ୍‌ମେଣ୍ଟ ଏଣ୍ଟରପ୍ରାଇଜେସ୍‌ ଲିମିଟେଡ (ଜୀଲ୍‌) ବିଶ୍ୱ ଫୁଟ୍‌ବଲ ପରିଚାଳନା ସଂସ୍ଥା ଫିଫା ସହ ଏକ ୮ବର୍ଷୀୟା ପାର୍ଟନରଶିପ୍‌ ଚୁକ୍ତି କରଥିବା ସୋମବାର ପ୍ରକାଶ କରିଛି।…

ଯୁବକଙ୍କ ହାତଗୋଡ଼ ବାନ୍ଧି ମରଣାନ୍ତକ ଆକ୍ରମଣ ପରେ ଅପହରଣ ଘଟଣା: ୫ ଦିନ ବିତିଲା, ପୋଲିସ ହାତ ଖାଲି

ଆଳି,୧।୬(ବନମାଳୀ ସେନାପତି)- କେନ୍ଦ୍ରାପଡ଼ା ଜିଲା ଆଳି ଥାନା ମହାଦେଇ ପାଟଣା ଗ୍ରାମର ଗୌରାଙ୍ଗ ସେଠୀଙ୍କୁ କିଛି ବ୍ୟକ୍ତି ହାତ ଗୋଡ଼ ବାନ୍ଧି ମାଡ଼ ମାରି ଅପହରଣ କରିବା…

ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ: ବ୍ଲକ ପରେ ଏବେ ପଞ୍ଚାୟତରେ ବି ଅଭିଯୋଗ ଶୁଣିବେ ଅଧିକାରୀ

ଦାରିଙ୍ଗବାଡି,୧।୬(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବୁଡ଼ାଗୁଡା ଗ୍ରାମପଞ୍ଚାୟତରେ ପ୍ରଥମଥର ପାଇଁ ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ…

ବଡ଼ ହଲଚଲ! ବୈଠକ ପରେ ଭାଜପାକୁ ବଡ଼ ଧମକ ଦେଲେ ମମତା, ‘ମୋ ସହ ଖେଳିଛନ୍ତି, ସମୟ ଆସିଲେ ମୁଁ….’

କୋଲକାତା,୧।୬: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଭାଜପା ଉପରେ ବଡ଼ ଅଭିଯୋଗ କରିଛନ୍ତି । ତାଙ୍କ ଦଳକୁ ବିଭାଜିତ କରିବାକୁ ଚେଷ୍ଟା କରୁଥିବା ନେଇ ଆରୋପ…

ଟ୍ରାକ୍ଟର ଉପରେ ଚଢି ଖେଳୁଥିଲେ ମନୁ: ହଠାତ୍‌ ଖସିଗଲା ଗୋଡ଼, ଆଉ ତା’ପରେ…

ଦାରିଙ୍ଗବାଡି, ୧।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଭ୍ରମରବାଡ଼ି ଅଞ୍ଚଳରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ଟ୍ରାକ୍ଟରରୁ ଖସି ଜଣେ ୪ ବର୍ଷ ଶିଶୁର…

୨୯ ଦିନରେ ପହଞ୍ଚିଲା ମା ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ପଟୁଆରରେ ସହର ପରିକ୍ରମା କଲେ ମା‘

ଛତ୍ରପୁର, ୧।୬ (ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟା ଦେବୀ ମା ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରାକୁ ନେଇ ସାରା ସହର ଉତ୍ସବମୁଖର ହୋଇଉଠିଛି। ସୋମବାର ଯାତ୍ରାର…

ବଡ଼ ଆକ୍ସନ ନେଲେ ମମତା ବାନାର୍ଜୀ: ନିର୍ବାଚନ ହାରିବା ପରେ…

କୋଲକାତା,୧।୬: ନିର୍ବାଚନ ହାରିବା ପରେ ବଡ଼ ଆକ୍ସନ ନେଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ବିଧାୟକ ରୀତାବ୍ରତ ବାନାର୍ଜୀ ଏବଂ ସନ୍ଦିପନ ସାହାଙ୍କୁ ତୃଣମୂଳ କଂଗ୍ରେସରୁ ବହିଷ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri