Posted inଜାତୀୟ

ବରିଷ୍ଠ ନେତାଙ୍କ ଉପରେ ବର୍ଷିଲେ ରାହୁଲ: କହିଲେ, ପୁଅ ମୋହ ଯୋଗୁ ଆଜି ଦଳର ଏଭଳି ଅବସ୍ଥା

ନୂଆଦିଲ୍ଲୀ: କ୍ରମାଗତ ଦୁଇ ଦୁଇଟା ସାଧାରଣ ନିର୍ବାଚନରେ ଶୋଚନୀୟ ପରାଜୟ ପରେ କଂଗ୍ରେସ ପାର୍ଟି ଶନିବାର ଏକ ମାରାଥନ କାର୍ଯ୍ୟକାରିଣୀ କମିଟି (ସିଡବ୍ଲ୍ୟୁସି) ବୈଠକରେ ଆତ୍ମଚିନ୍ତନ କରିଛି। ଦେଶବ୍ୟାପୀ କଂଗ୍ରେସର ପ୍ରମୁଖ ନେତାମାନେ ଏହି ବୈଠକରେ ଯୋଗ ଦେଇ ପରାଜୟର କାରଣ ସମୀକ୍ଷା କରିଛନ୍ତି। କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ନେତୃବରେ ପୁନଃ ତୃଣମୂଳସ୍ତରରରୁ ଦଳର ପୁନର୍ଗଠନ କରିବାକୁ ବୈଠକରେ ସର୍ବସମ୍ମତି କ୍ରମେ ଏକ ସଂକଳ୍ପନାମା ଗୃହୀତ ହୋଇଛି। ଏଥର ସାଧାରଣ ନିର୍ବାଚନରେ କଂଗ୍ରେସର ବିପର୍ଯ୍ୟୟ ପାଇଁ ନିଜକୁ ଦାୟୀ କରି ରାହୁଲ ଗାନ୍ଧୀ ଦଳର ତିନି ବରିଷ୍ଠ ନେତାଙ୍କ ଉପରେ ଖୋଲାଖୋଲି ଅସନ୍ତୋଷ ଜାହିର କରିଛନ୍ତି।
କଂଗ୍ରେସର ପରାଜୟ ପରେ ବିବ୍ରତ ହୋଇପଡିଥିବା ରାହୁଲ କହିଛନ୍ତି, ଯେଉଁ ରାଜ୍ୟ ଗୁଡିକରେ କଂଗ୍ରେସ କ୍ଷମତାରେ ଅଛି, ଦଳ ସେଠାରେ ବହୁତ ଖରାପ ପ୍ରଦର୍ଶନ କରିଛି। ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଳନାଥ ଏବଂ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ପି ଚିଦାମ୍ବରମ ସେମାନଙ୍କ ପୁଅଙ୍କୁ ଟିକେଟ ଦେବା ପାଇଁ ଅଡି ବସିଥିଲେ। ମୁଁ ସେମାନଙ୍କ ଦାବି ସପକ୍ଷରେ ନ ଥିଲି ବୋଲି ସେ କହିଥିଲେ। ଦଳ କେମିତି ନିର୍ବାଚନରେ ଭଲ ପ୍ରଦର୍ଶନ କରିବ ସେନେଇ କାହାର ଚିନ୍ତା ନ ଥିଲା। କେମିତି ପୁଅମାନେ ଟିକେଟ ପାଇବେ ସେନେଇ ନେତାଙ୍କ ମଧ୍ୟରେ ତତ୍ପରତା ପ୍ରକାଶ ପାଇଥିଲା ବୋଲି ରାହୁଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri