ବରୀ ବ୍ଲକ ଅଧ୍ୟକ୍ଷ ଉପନିର୍ବାଚନମୁଣ୍ଡ ପୂରାଇବ ନାହିଁ ବିଜେଡି: ବିଧାୟିକା

ବରୀ,୯।୮(ସ୍ବ.ପ୍ର): ବରୀ ବ୍ଲକ ଅଧ୍ୟକ୍ଷ ପଦବୀ ପାଇଁ ଆସନ୍ତା ୨୧ତାରିଖରେ ଉପନିର୍ବାଚନ ହେବାକୁ ଯାଉଥିବା କୁହାଯାଉଛି। ଏ ନେଇ ସରକାରୀ ଭାବେ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇ ନ ଥିଲେ ହେଁ ବରୀ ରାଜନୀତିରେ ଉଷ୍ମତା ଦେଖାଦେଇଛି। ଆସନ୍ତା ୧୩ତାରିଖରେ ସରକାରୀ ଭାବେ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ସମିତି କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି। ତେବେ ଏହି ଉପନିର୍ବାଚନରେ ବିଜେଡି ଅଂଶଗ୍ରହଣ କରିବ ନାହିଁ ବୋଲି ଗୁରୁବାର ବିଜେଡି ପକ୍ଷରୁ ବିଧାୟିକା ସୁନନ୍ଦା ଦାସ ସୂଚନା ଦେଇଛନ୍ତି। ବିଧାୟିକା କହିଛନ୍ତି ଯେ, ୨୦୧୯ ସାଧାରଣ ନିର୍ବାଚନରେ ବିଜେଡି ଦେବାଶିଷ ନାୟକଙ୍କୁ ଟିକେଟ ଦେଇ ନ ଥିଲା। ବିଜେଡିରୁ ଟିକେଟ ପାଇ ସେ ବିଧାୟିକାଭାବେ ନିର୍ବାଚିତ ହୋଇଛନ୍ତି। ଏନେଇ ବରୀର ବିକାଶ ପାଇଁ ୧୫ଟି କାର୍ଯ୍ୟସୂଚୀ ଉପରେ ବ୍ଲୁ ପ୍ରିଣ୍ଟ ସରିଛି। ବରୀର ବିକାଶ ଉପରେ ବିଜେଡି ସବୁବେଳେ ଗୁରୁତ୍ୱ ଦେଇଆସୁଛି। ଆସନ୍ତା ବ୍ଲକ ଅଧ୍ୟକ୍ଷ ଉପନିର୍ବାଚନରେ ବିଜେଡି ମୁଣ୍ଡ ପୂରାଇବ ନାହିଁ ବୋଲି ବିଧାୟିକା ଦାସ ପ୍ରେସ୍‌ ଇସ୍ତାହାର ମାଧ୍ୟମରେ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ସର୍ତ୍ତ ମାନିଲାନି ଇରାନ: ଇସଲାମାବାଦ୍‌ ଆଲୋଚନା ଫେଲ୍‌

ଓ୍ବାଶିଂଟନ୍‌,୧୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଅସ୍ତ୍ରବିରତି ଘୋଷଣା ପରେ ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଉଭୟ ଦେଶର ପ୍ରତିନିଧିମଣ୍ଡଳୀଙ୍କ ମଧ୍ୟରେ ଅନୁଷ୍ଠିତ ଶାନ୍ତି…

ଧାରଣାକୁ ମାସେ ବିତିଲା, ଶୁଣୁନି ପ୍ରଶାସନ: ଡାଲି, ଚାଉଳ ମାଗି ରୋଷେଇ କରୁଛନ୍ତି ଚାଷୀ

ବରଗଡ଼, ୧୨।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ଅନ୍ୟପକ୍ଷେ ଆଉ ପ୍ରାୟ ମାସକ ପରେ ଜିଲାରେ ରବି ଧାନ ସଂଗ୍ରହ…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ନିଯୁକ୍ତି ପାଇବେ ୪୫ ହଜାର ଶିକ୍ଷକ, ଏହାସହ…

କେନ୍ଦୁଝର,୧୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର):ଶିକ୍ଷକମାନେ କେବଳ ପାଠ ପଢ଼ାନ୍ତି ତାହା ନୁହେଁ, ସେମାନେ ଛାତ୍ରୀଛାତ୍ରଙ୍କ ଚରିତ୍ର ଗଢ଼ନ୍ତି ଓ ଠିକ୍‌ ଜୀବନମାର୍ଗ ଦେଖାନ୍ତି। କେନ୍ଦୁଝର ଜିଲା ବୋଦାପଳାସାସ୍ଥିତ…

ଇରାନର ନିଦ ହଜିଲାଣି: ହର୍ମୁଜକୁ ନେଇ ବଢୁଛି ଚିନ୍ତା, ଏବେ ହେବ କ’ଣ

ନ୍ୟୁୟର୍କ,୧୨ା୪(ଏନ୍‌ଓ୍ବାଇଟି):ଇରାନ୍‌ ଏବେ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌କୁ ନିଜସ୍ବ ସମସ୍ୟା ଯୋଗୁ ସମ୍ପୂର୍ଣ୍ଣ ରୂପେ ଖୋଲିପାରୁ ନାହିଁ। କାରଣ ଆମେରିକା ଓ ଇସ୍ରାଏଲ୍‌ ସହ ଯୁଦ୍ଧବେଳେ ଏହି ସାମୁଦ୍ରିକ…

ସରିଲା ବାହାର ରତ୍ନଭଣ୍ଡାର ଗଣତି: ଜାଣନ୍ତୁ କେତେ କ’ଣ ଅଛି

ପୁରୀ,୧୨ା୪ (ଅଜିତ୍‌ କୁମାର ମହାନ୍ତି):ପୁରୀ ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାର ଅଳଙ୍କାର ଗଣତି ଶନିବାର ଦ୍ୱିତୀୟ ପର୍ଯ୍ୟାୟର ୪ର୍ଥ ଦିନରେ ଶେଷହୋଇଛି । ୧୯୭୮ ମସିହା ତାଲିକା ଅନୁସାରେ…

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri