ବରୀ ବ୍ଲକର ୪ କରୋନା ଆକ୍ରାନ୍ତ ସୁସ୍ଥ

ରତ୍ନଗିରି,୧୪।୫(ଡି.ଏନ୍‌.ଏ.)-ଯାଜପୁର ଜିଲାର ୧୫ କରୋନା ଆକ୍ରାନ୍ତ ଗୁରୁବାର ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୪ ଜଣ ବରୀ ବ୍ଲକର ରହିଛନ୍ତି। ସେମାନେ ତଲକାଇପଡା, ଉଦୟନାଥପୁର ଓ ବାଇଁଶିରିଆ ପଞ୍ଚାୟତର ବୋଲି ଯାଜପୁର ଜିଲାପାଳ ରଞ୍ଜନ କୁମାର ଦାଶ ସୂଚନା ଦେଇଛନ୍ତି। ସୁସ୍ଥ ହୋଇଥିବା ବ୍ୟକ୍ତି ଘରକୁ ଫେରିବା ପରେ ଆଉ କିଛିଦିନ ସଂଗରୋଧରେ ରହିବାକୁ ହସ୍ପିଟାଲର ଅଧୀକ୍ଷକ ସୁଧାଂଶୁ ଶେଖର ସୁତାର ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ ଆନ୍ଦୋଳନ: ଲାଇନ୍‌ରେ ଛିଡ଼ା ହୋଇଛନ୍ତି ରୋଗୀ

ଧର୍ମଶାଳା,୨୭।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତରମାନେ ବିଭିନ୍ନ ଦାବି ନେଇ ୧ ଘଣ୍ଟିଆ ଆନ୍ଦୋଳନ ଆରମ୍ଭ କରିଛନ୍ତି। ରାଜ୍ୟରେ ମଞ୍ଜୁରୀପ୍ରାପ୍ତ...

ଝାଡ଼ଖଣ୍ଡ, ପଶ୍ଚିମବଙ୍ଗରୁ ଆସୁଛି ଧାନ

ଯାଜପୁର,୨୬ା୧୨(ହର୍ଷବର୍ଦ୍ଧନ ବେହେରା): ଖରିଫ ଧାନ ସଂଗ୍ରହ କାର୍ଯ୍ୟକୁ ଆଉ ମାତ୍ର ୨ ସପ୍ତାହ ବାକି ରହିଥିବାବେଳେ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ନିକଟବର୍ତ୍ତୀ ଜିଲାଗୁଡ଼ିକରୁ ଯାଜପୁର ଜିଲାକୁ...

ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କ ପରଲୋକ, ୨୦୦୪ ରୁ ୨୦୦୯ ଯାଏଁ ଥିଲେ….

ଭୁବନେଶ୍ବର,୨୬।୧୨:  ପୂର୍ବତନ ବିଧାୟିକାଙ୍କ ପରଲୋକ । କୋରେଇର ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କର ଦେହାନ୍ତ ହୋଇଛି । ଭୁବନେଶ୍ବର ସ୍ଥିତ ବାସଭବନରେ ପରଲୋକ ହୋଇଥିବା ସୂଚନା...

ଯାଜପୁର ରୋଡ଼ ନୂତନ ଏସ୍‌ଡିପି ଶରତ ଚନ୍ଦ୍ର ପାତ୍ର

ଧର୍ମଶାଳା,୨୪।୧୨: ଯାଜପୁର ରୋଡ଼ ନୂତନ ଏସ୍‌ଡିପିଓ ଭାବେ ଶରତ ଚନ୍ଦ୍ର ପାତ୍ର ଯୋଗଦେବେ। ଏ ନେଇ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବରୁ ଯାଜପୁର ରୋଡ...

ଥିଲେ ଦିଅନ୍ତୁ ନଥିଲେ ନିଅନ୍ତୁ

ଯାଜପୁର,୨୩।୧୨: ଓଡିଶାର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ “ଜୟ ମହାକାଳ ଫାଉଣ୍ଡେସନ” ପକ୍ଷରୁ “ଥିଲେ ଦିଅନ୍ତୁ ନଥିଲେ ନିଅନ୍ତୁ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଯାଜପୁର ଜିଲ୍ଲା ଯାଜପୁର...

ଯାଜପୁରରେ ରୁଦ୍ଧଦ୍ୱାର ବୈଠକ ପରେ ମୁହଁ ଖୋଲିଲେ ମୋକିମ୍‌: କହିଲେ…

ଯାଜପୁର,୨୩।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ରସୁଲପୁର ବ୍ଲକ କୁଆଖିଆରେ ବନ୍ଧୁମିଳନ ପରେ ପ୍ରତିକ୍ରିୟା ରଖିଲେ ମୋକିମ। କହିଲେ, କଂଗ୍ରେସରେ ଅନେକ ନେତା ଓ କର୍ମୀ...

ମୋକିମଙ୍କ ରୁଦ୍ଧଦ୍ୱାର ବୈଠକ: ରାଜନୀତିରେ ହଲଚଲ, ଆସିପାରେ ନୂଆ…

ଧର୍ମଶାଳା,୨୩ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ରସୁଲପୁର ବ୍ଲକ କୁଆଖିଆ ସତ୍‌ସଙ୍ଗ ବିହାର ପରିସରରେ ଏକ ବନ୍ଧୁମିଳନ ଉତ୍ସବରେ କଟକ ବାରବାଟୀର ପୂର୍ବତନ ବିଧାୟକ ମହମ୍ମଦ...

୨୫ରୁ ଧର୍ମଶାଳା ମହୋତ୍ସବ: ବ୍ୟବସାୟ ପାଇଁ ରସିଦ୍‌ ଆଣିବାକୁ ବ୍ୟବସାୟୀଙ୍କ ଅସମ୍ଭାଳ ଭିଡ଼

ଧର୍ମଶାଳା,୨୨ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଐତିହ୍ୟ ପରମ୍ପରା, ଧର୍ମଶାଳା ମହୋତ୍ସବ ଆସନ୍ତା ୨୫ ତାରିଖରେ ଧର୍ମଶାଳା ମହୋତ୍ସବର ପଡ଼ିଆରେ ଆରମ୍ଭ ହୋଇ ଜାନୁଆରୀ ୭ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri