ବରୀ ବ୍ଲକର ୪ କରୋନା ଆକ୍ରାନ୍ତ ସୁସ୍ଥ

ରତ୍ନଗିରି,୧୪।୫(ଡି.ଏନ୍‌.ଏ.)-ଯାଜପୁର ଜିଲାର ୧୫ କରୋନା ଆକ୍ରାନ୍ତ ଗୁରୁବାର ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୪ ଜଣ ବରୀ ବ୍ଲକର ରହିଛନ୍ତି। ସେମାନେ ତଲକାଇପଡା, ଉଦୟନାଥପୁର ଓ ବାଇଁଶିରିଆ ପଞ୍ଚାୟତର ବୋଲି ଯାଜପୁର ଜିଲାପାଳ ରଞ୍ଜନ କୁମାର ଦାଶ ସୂଚନା ଦେଇଛନ୍ତି। ସୁସ୍ଥ ହୋଇଥିବା ବ୍ୟକ୍ତି ଘରକୁ ଫେରିବା ପରେ ଆଉ କିଛିଦିନ ସଂଗରୋଧରେ ରହିବାକୁ ହସ୍ପିଟାଲର ଅଧୀକ୍ଷକ ସୁଧାଂଶୁ ଶେଖର ସୁତାର ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା ବିରଜାଙ୍କ ପୀଠରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ: ରାଜ୍ୟ ବାହାରୁ ଆସୁଛନ୍ତି ଶ୍ରଦ୍ଧାଳୁ

କଳିଙ୍ଗନଗର, ୨୭।୯ (ଶୁଭାଶିଷ ରାଉତ): ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ପୀଠରେ ରବିବାରଠାରୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ ଆରମ୍ଭ ହୋଇଛି। ପ୍ରତିପଦାଠାରୁ ମହାଳୟା ପର୍ଯ୍ୟନ୍ତ ଦୀର୍ଘ…

ନୁଆମାହରା ଘାଇ ପୁଣି ଭାଙ୍ଗିଲା, ୧୦ ଗ୍ରାମବାସୀ ଜଳବନ୍ଦୀ

ସିଂହପୁର,୨୬।୯: ଅନଙ୍ଗ ଉଦୟ ବେଉରିଆ ଖରସ୍ରୋତା ନଦୀରେ ପୁଣି ବନ୍ୟା ଆସିବାରୁ ବିଂଝାରପୁର ବ୍ଲକ ଅନ୍ତର୍ଗତ ଜରି ପଞ୍ଚାୟତ ନାଉବାଙ୍କ ଗ୍ରାମ ନିକଟ ନୁଆମାହାରଠାରେ ପୁଣି ଘାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?