ରତ୍ନଗିରି,୨୪ା୫(ଡି.ଏନ୍.ଏ.): ରବିବାର ଯାଜପୁରରୁ ମୋଟ୍ ୧୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୨ ଜଣ ବରୀ ବ୍ଲକର ବୋଲି ସୂଚନା ମିଳିଛି। ଆଜି ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କୁ ମିଶାଇ ବରୀ ବ୍ଲକରେ ମୋଟ୍ ୬ ଜଣ ସୁସ୍ଥ ହୋଇଛନ୍ତି।
ରତ୍ନଗିରି,୨୪ା୫(ଡି.ଏନ୍.ଏ.): ରବିବାର ଯାଜପୁରରୁ ମୋଟ୍ ୧୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୨ ଜଣ ବରୀ ବ୍ଲକର ବୋଲି ସୂଚନା ମିଳିଛି। ଆଜି ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କୁ ମିଶାଇ ବରୀ ବ୍ଲକରେ ମୋଟ୍ ୬ ଜଣ ସୁସ୍ଥ ହୋଇଛନ୍ତି।
କୋକସରା,୨୩ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ବ୍ଲକ ଡଙ୍ଗରୀଗୁଡା ଛକଠାରୁ କାଦୋପଦର ଭାୟା କାଶିବାହାଲ ପର୍ଯ୍ୟନ୍ତ ରାସ୍ତା ଅତ୍ୟନ୍ତ ଶୋଚନୀୟ ହୋଇପଡିଛି।…
ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଉପରେ ପୋଲିସର ଦମନଲୀଳା ଏବଂ ଶୀର୍ଷ ନେତୃବୃନ୍ଦଙ୍କ ଗିରଫଦାରୀ ପ୍ରତିବାଦରେ ଗୁରୁବାର ସନ୍ଧ୍ୟାରେ ବରଗଡ଼ ଜିଲା…
ପାରଳାଖେମୁଣ୍ଡି, ୨୩ା୭(ଗିରିଧାରୀ ପରିଚ୍ଛା): ରାଜ୍ୟର ଖଣି, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଗୁରୁବାର ଗଜପତି ଜିଲା ଗସ୍ତରେ ଆସିଥିବା ବେଳେ ଐତିହ୍ୟବାହୀ ପାରଳାଖେମୁଣ୍ଡି…
ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ବ୍ରହ୍ମଚାରୀ ଓଭରବ୍ରିଜ୍ ନିକଟରେ ପୋଲିସ ପକ୍ଷରୁ ଏକ ଚଢ଼ାଉ କରାଯାଇ ବିପୁଳ ପରିମାଣର ବେଆଇନ କଫ୍ ସିରପ ଜବତ କରାଯାଇଛି। ଏହି…
ଭଞ୍ଜନଗର, ୨୩ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ସମ୍ମୁଖରେ ଥିବା ଏକ ବିଦ୍ୟୁତ୍ ଖୁଣ୍ଟରେ ଗୁରୁବାର ସନ୍ଧ୍ୟାରେ ହଠାତ୍ ନିଆଁ ଲାଗିଯାଇଥିବାରୁ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ…
ଦିଗପହଣ୍ଡି, ୨୩ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥ ଶ୍ରୀ ଗୁଣ୍ଡିଚା ମନ୍ଦିରରେ ଗୁରୁବାର ପବିତ୍ର ନବମୀ ସନ୍ଧ୍ୟା ଦର୍ଶନ ଅବସରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ…
ଭଞ୍ଜନଗର, ,୨୩ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥ ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ଗୁରୁବାର ‘ଶକ୍ତିଶ୍ରୀ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିସହ ଯୁକ୍ତ ୨ ପ୍ରଥମ ବର୍ଷର ନୂତନ…
ଦିଗପହଣ୍ଡି, ୨୩ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜବାଟି ପରିସରରେ ଥିବା ଶ୍ରୀ ଜଗନ୍ନାଥ ମନ୍ଦିରରୁ ଘଣ୍ଟ ଚୋରି ହୋଇଥିବା ମାମଲାରେ ପୋଲିସ ଜଣେ ଅଭିଯୁକ୍ତଙ୍କୁ…