ବରୀରୁ ୧୦୦ ସ୍ବାବ୍‌ ସଂଗ୍ରହ କଲା ଜିଲା ସ୍ବାସ୍ଥ୍ୟ ବିଭାଗ

ରତ୍ନଗିରି,୧୯ା୫(ଡି.ଏନ.ଏ.)-ବରୀ ବ୍ଲକରୁ ମଙ୍ଗଳବାର ୧୦୦ ଜଣ ପ୍ରବାସୀ ଓଡିଆଙ୍କ ସ୍ବାବ୍‌ ଜିଲା ସ୍ବାସ୍ଥ୍ୟ ବିଭାଗ ସଂଗ୍ରହ କରିଛି। ସ୍ବାସ୍ଥ୍ୟ ବିଭାଗର ଏକ ଟିମ୍‌ ବରୀ ଗ୍ରସ୍ତରେ ଆସି ବାଳିଆପାଳ ସ୍ଥିତ ବିଧାନ ଚନ୍ଦ୍ର ଏକଡେମୀଠାରେ ପହଞ୍ଚି ସ୍ବାବ୍‌ ସଂଗ୍ରହ କରିଥିଲେ। ବରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଡ. କୌଶିକ ପାତ୍ର, ସ୍ବାସ୍ଥ୍ୟକର୍ମୀ ଦୋଳଗୋବିନ୍ଦ ପଣ୍ଡା, ଆଦିତ୍ୟ ଦାସ, ମାନଗୋବିନ୍ଦ ସାମଲ, ଜ୍ୟୋତିଶଙ୍କର ମହାପାତ୍ର, ଉମେଶ ଶଙ୍କର ସାହୁ, ରତିକାନ୍ତ ମିଶ୍ର ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁର ୯ ଦିନ ପରେ ମାଟି ତଳୁ ଖୋଳି ବାହାର କରାଗଲା ଅଢ଼େଇ ବର୍ଷର ଶିଶୁର ଶବ, କାରଣ ଜାଣିଲେ ହୋଇଯିବେ ତାଜୁବ

ଧର୍ମଶାଳା,୧୮।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ନୋସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବକୁ ମିଳିଛି । ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ ହେବାର…

ଧରମ ଝିଅକୁ ୫ମାସର ଗର୍ଭବତୀ କରି ୨୦ବର୍ଷ ଜେଲ ଗଲେ ଦିବ୍ୟାଙ୍ଗ ବାପା।

କଳିଙ୍ଗନଗର, ୧୬।୫ (ଶୁଭାଶିଷ ରାଉତ): ଯାଜପୁର ଜିଲା ଧର୍ମଶାଳା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ଦଣ୍ଡାଦେଶ ହୋଇଛି।…

୨ଘଣ୍ଟାରୁ ଅଧିକ ସମୟ ବିଦ୍ୟୁତ ସେବା ଠପ୍‌, ଅସନ୍ତୋଷ ପ୍ରକାଶ କଲେ ଲୋକେ, ଏସଡିଓ କହିଲେ…

ଧର୍ମଶାଳା,୧୫।୫(ଶିବ ପ୍ରସାଦ ମହାନ୍ତି ): ଯାଜପୁର ଜିଲା ଜାରକା ବିଦ୍ୟୁତ୍‌ ବିଭାଗ କର୍ମଚାରୀଙ୍କ ମନମୁଖୀ କାର୍ଯ୍ୟ ପାଇଁ ଗ୍ରାହକମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଖରା ଦିନ…

ଏକାବେଳେ ଦୁଇ ଭଉଣୀଙ୍କୁ କରିଦେଲେ ଗର୍ଭବତୀ

କଳିଙ୍ଗନଗର,୧୦।୫(ଶୁଭାଶିଷ ରାଉତ):  ଯାଜପୁର ଜିଲା କଳିଙ୍ଗନଗର ଥାନା ଅଞ୍ଚଳର ୨ ନାବାଳିକା ଭଉଣୀଙ୍କୁ ଦୁଇ ସାଙ୍ଗ ବିବାହ ପ୍ରଲୋଭନ ଦେଖାଇ ଗର୍ଭବତୀ କରିଥିବା ଅଭିଯୋଗ ପରେ ପୋଲିସ…

ବାହାଘର ଭୋଜିରୁ ଫେରିବାବେଳେ ମର୍ମନ୍ତୁଦ ଦୁର୍ଘଟଣା: ବୋଲେରୋ-ହାଇଓ୍ବା ଧକ୍କା, ଚାଲିଗଲା ୫ ଜୀବନ

ଧର୍ମଶାଳା,୪ା୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଜେନାପୁର ଥାନା ଅନ୍ତର୍ଗତ ବରଡ଼ା ଛକ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବୋଲେରୋ ସହିତ ହାଇଓ୍ବା…

ବାଇକ୍‌ରେ ଯାଉଥିବା ବେଳେ ଉପରେ ପଡ଼ିଲା ତାଳ ଗଛ: ଚାଲିଗଲା ଯୁବକଙ୍କ ଜୀବନ,ଖବର ପାଇ ବିଷ ପିଇଦେଲେ ସ୍ତ୍ରୀ

ଯାଜପୁର,୨।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚିଛି। ଏହାର ପ୍ରଭାବରେ ବଡଚଣା ବଡ଼ବାଲିକିୁଦା ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି।  ତାଳଗଛ…

ଅହେତୁକ ବିଦ୍ୟୁତକାଟ ପ୍ରତିବାଦରେ ଏସଡିଓ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା, ପ୍ରତିଶ୍ରୁତି ମିଳିବା ପରେ…

ଧର୍ମଶାଳା,୨୮।୪(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା କୁଆଖିଆ ଅଞ୍ଚଳରେ ଅହେତୁକ ବିଦ୍ୟୁତକାଟ ପ୍ରତିବାଦରେ ସ୍ଥାନୀୟ ବିଦ୍ୟୁତ ଏସଡିଓ କାର୍ଯ୍ୟାଳୟ ସମ୍ମୁଖରେ ସ୍ଥାନୀୟ ଉପଭୋକ୍ତାମାନେ ଗଣଧାରଣା ଦେଇଛନ୍ତି। ବର୍ତ୍ତମାନ…

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri