ବର୍ଷା ଯୋଗୁ ବଲାଙ୍ଗୀର ଜିଲାର ସମସ୍ତ ସ୍କୁଲ, କଲେଜ ଛୁଟି

ବଲାଙ୍ଗୀର ଅଫିସ, ୧୩।୮: ବଲାଙ୍ଗୀର ସହର ସମେତ ଜିଲାର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଛି। ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ମଙ୍ଗଳବାର ଜିଲାର ସମସ୍ତ ସ୍କୁଲ, କଲେଜ ବନ୍ଦ ରଖିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି।
ଲଗାଣ ବର୍ଷା ଯୋଗୁ ବଲାଙ୍ଗୀର ସହରର ବିଭିନ୍ନ ସ୍ଥାନରେ ପାଣି ପ୍ରବାହିତ ହେଉଛି। ସହରର ପ୍ରାୟ ୯୦ ପ୍ରତିଶତ ଅଞ୍ଚଳ ଜଳମଗ୍ନ ହୋଇଥିବା ବେଳେ ବିଭିନ୍ନ ସ୍ଥାନକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ଗାଡ଼ି ଚଳଚଳ ବନ୍ଦ ରହିଛି। ତଳିଆ ଅଞ୍ଚଳ ଲୋକଙ୍କୁ ଉଦ୍ଧାର କରିବା କାର୍ଯ୍ୟରେ ଓଡ୍ରାଫ୍‌ ଟିମ୍‌ ଲାଗିପଡ଼ିଥିବା ବେଳେ ଜିଲାପାଳ ସ୍ଥିତି ତଦାରଖ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳ ହେବ ତ ଏମିତି: ବୌଦ୍ଧରେ ଧାନ ରୋଇଲେ, ଦାରିଙ୍ଗବାଡିରେ ଚର୍ଚ୍ଚା, ଦେଖନ୍ତୁ VIDEO

ଦାରିଙ୍ଗବାଡି,୨୧।୭(ଅରୁଣ ସାହୁ): ମାଟିର ପୁଅ ଯେତେବେଳେ କିଛି ଭଲ କାର୍ଯ୍ୟ କରି ଲୋକଲୋଚନକୁ ଆସେ, ସେତେବେଳେ କେବଳ ସେ ମାଟିର ସୁନା ପୁଅ ପାଇଁ ତାଙ୍କ ପରିବାର…

ସରକାରଙ୍କ ବଡ଼ ପଦକ୍ଷେପ: ବଦଳିଲା ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶାଳୟର ନାଁ

ଭୁବନେଶ୍ୱର,୨୧।୭: ରାଜ୍ୟ ସରକାର ଆଞ୍ଚଳିକ ଶିକ୍ଷା ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ କରିଛନ୍ତି। ରାଜ୍ୟ ସରକାର ସ୍କୁଲ ଓ ଗଣଶିକ୍ଷା ବିଭାଗ ଅଧୀନରେ କାର୍ଯ୍ୟରତ ‘ଆଞ୍ଚଳିକ ଶିକ୍ଷା…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ମେଧାବୀ ଛାତ୍ରୀଙ୍କୁ ସ୍କୁଟି ସହ ମିଳିବ ପେଟ୍ରୋଲ

ଲକ୍ଷ୍ନୌ,୨୧।୭: ଉତ୍ତର ପ୍ରଦେଶର ଯୋଗୀ ସରକାର ଖୁବ୍ ଶୀଘ୍ର ରାଜ୍ୟର ମେଧାବୀ ଛାତ୍ରୀମାନଙ୍କୁ ଏକ ବଡ଼ ଉପହାର ଦେବାକୁ ଯାଉଛନ୍ତି । ମେଧାବୀ ଛାତ୍ରୀମାନଙ୍କୁ ସ୍କୁଟି ଦେବା…

ଧର୍ମେନ୍ଦ୍ରଙ୍କ ଇସ୍ତଫା କାହିଁକି ନେଉନାହାନ୍ତି ମୋଦି ସରକାର? ଭିତିରି ରହସ୍ୟ ଖୋଲିଦେଲେ ଅଖିଲେଶ, ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ସିଜେପିର (CJP) ପ୍ରଦର୍ଶନ ସମୟରେ ହୋଇଥିବା ଲାଠିଚାର୍ଜ ଏବଂ ପୋଲିସ ହିଂସାରେ ଅନେକ ଛାତ୍ରୀଛାତ୍ର ଆହତ ହୋଇଥିଲେ। ଏହି ପ୍ରଦର୍ଶନକାରୀମାନେ NEET ପ୍ରଶ୍ନପତ୍ର ଲିକ୍‌…

ସରକାରଙ୍କ ଉପରେ ବଢ଼ିଲା ଚାପ, ଶେଷରେ ନେଲେ ଏହି ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୭: କକ୍ରୋଚ୍ ଜନତା ପାର୍ଟିର ପ୍ରତିବାଦ ସମୟରେ ଅନେକ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି । ଏହି ଘଟଣାରେ ଅନେକ ଯୁବକ ମଧ୍ୟ ଆହତ ହୋଇଥିଲେ। କେନ୍ଦ୍ରୀୟ…

ଜଣେ ଶିକ୍ଷକରେ ଚାଲିଛି ୧୪୫୮ ସ୍କୁଲ

ଭୁବନେଶ୍ୱର,୨୧।୭: କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ UDISE+(Unified District Information System for Education Plus (UDISE+) ରିପୋର୍ଟରେ ଏକ ସାଂଘାତିକ ତଥ୍ୟ ସାମ୍ନାକୁ ଆସିଛି। ତଥ୍ୟ ମୁତାବକ,…

ମହିଳା ସଶକ୍ତିକରଣ ଜରୁରୀ: ଶକ୍ତିଶ୍ରୀ ଯୋଜନା ମାଧ୍ୟମରେ…

ଭଞ୍ଜନଗର,୨୧।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଶକ୍ତିଶ୍ରୀ ଯୋଜନା ମାଧ୍ୟମରେ ମହିଳା ସୁରକ୍ଷା ଓ ସଶକ୍ତିକରଣ ଉପରେ ଏକ…

‘ହୁଏତ ଶିକ୍ଷାମନ୍ତ୍ରୀଙ୍କୁ ଲେଖି ଆସେନି…’; ଧର୍ମେନ୍ଦ୍ର ପ୍ରଧାନଙ୍କୁ କଟାକ୍ଷ କରି ମହୁଆ କହିଲେ…

ନୂଆଦିଲ୍ଲୀ,୨୧।୭: ନିଟ୍‌ (NEET) ପେପର ଲିକ୍‌ ମାମଲାକୁ ନେଇ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କ୍ରମାଗତ ଭାବରେ ଉଠୁଛି। ଏହି ପ୍ରସଙ୍ଗରେ କକ୍ରୋଚ ଜନତା ପାର୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri