ବର୍ଷାଦିନରେ କେଶର ଯତ୍ନ

ବର୍ଷାଦିନରେ ବଢ଼ୁଥିବା କେଶ ସମସ୍ୟା ଚିନ୍ତାର କାରଣ ହୋଇପାରେ। ଏଥିଲାଗି ଆପଣଙ୍କୁ କେତୋଟି ଉପାୟ ଦିଆଯାଉଛି ଯାହାକୁ ଆପଣାଇ ହେବେ ଟେନସନ୍‌ ଫ୍ରି । ଜାଣନ୍ତୁ ଏ ସମ୍ପର୍କରେ …

ମନ୍‌ସୁନ୍ ରେ  ସ୍କାଲ୍ପକୁ ଡ୍ରାଏ ରଖନ୍ତୁ ।
ଯଦି  ବର୍ଷାରେ କେଶ ଓଦା ହୋଇଯାଇଛି ତେବେ ତାକୁ ଶୁଖାଇ ଦିଅନ୍ତୁ। ଓଦା କେଶକୁ ବାନ୍ଧନ୍ତୁ ନାହିଁ। ଏହାଦ୍ୱାରା ଫଙ୍ଗାଲ ଇନ୍‌ଫେକ୍‌ସନ୍‌ ହେବାର ଆଶଙ୍କା ରହିଛି।
ଭଲ ହେବ ଯଦି କେଶ ଓଦା ହୋଇଛି ତେବେ କେଶକୁ ନଖ ଉଷୁମ ପାଣିରେ ଧୋଇ ଦିଅନ୍ତୁ। କାହିଁକି ନା ବର୍ଷାପାଣିରେ ଏସିଡିକ୍‌ ଥାଏ। ଯାହା କେଶକୁ ଖରାପ୍‌ କରିପାରେ।
ସପ୍ତାହରେ  ଦୁଇ ତିନିଥର ନିଶ୍ଚିତ ମୁଣ୍ଡ ଧୁଅନ୍ତୁ।
ମୁଣ୍ଡ  ସଫା କରିବା ପୂର୍ବରୁ ତେଲ ନିଶ୍ଚିତ ଭାବେ ଲଗାନ୍ତୁ।
ନଖ ଉଷୁମ ତେଲରେ ମୁଣ୍ଡକୁ ମସାଜ୍‌ କରନ୍ତୁ।
କେଶକୁ  ନାଚୁରାଲ ଉପାୟରେ ଶୁଖାଇବାକୁ ଚେଷ୍ଟା କରନ୍ତୁ। ହେୟାର ଡ୍ରାୟର ବ୍ୟବହାର କରନ୍ତୁ ନାହିଁ।
ଅଧିକ କେମିକାଲ ଯୁକ୍ତ ପ୍ରଡକ୍ଟ ବ୍ୟବହାର କରନ୍ତୁ ନାହିଁ।
ଓଦା  କେଶକୁ କୁଣ୍ଡାନ୍ତୁ ନାହିଁ।
ବଡ଼  ଦାନ୍ତ ଥିବା ପାନିଆ ବ୍ୟବହାର କରନ୍ତୁ। ଏହାଦ୍ୱାରା କେଶ ଛିଡ଼ିବ ନାହିଁ। ହେୟାର ବ୍ରଶ ସବୁବେଳେ ଭଲ କ୍ୱାଲିଟିର ହେବା ଦରକାର। ମଝିରେ ମଝିରେ ଏହାକୁ ସଫା କରିବାକୁ ଚେଷ୍ଟା କରନ୍ତୁ।
ବହୁତ ଜୋର୍‌ରେ ରଗଡ଼ି ରଗଡ଼ି କେଶକୁ ପୋଛନ୍ତୁ ନାହିଁ।
ହେୟାର  ଷ୍ଟାଇଲ୍‌ ସିମ୍ପଲ ଓ ଶର୍ଟ ରଖନ୍ତୁ।
ଭିଟାମିନ୍ ଇ ଯୁକ୍ତ ଖାଦ୍ୟ ଖାଆନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଥାନା ପରିସରରେ ଗଣଧାରଣା: ସୁରକ୍ଷା ଦାବି କଲେ ୨ ପଞ୍ଚାୟତର ଅଧିବାସୀ

ତିହିଡ଼ି,୧୧ା୬(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ବାରସର ଓ ଗୋବିନ୍ଦପୁର ପଞ୍ଚାୟତର ଶତାଧିକ ଅଧିବାସୀ ଗୁରୁବାର ପୀରହାଟ ଥାନା ସାମ୍ନାରେ ଗଣଧାରଣା…

ହିଲୁଙ୍ଗ ମଣ୍ଡିରୁ ଉଠୁନି ଧାନ, ରାସ୍ତାରୋକୋ କରି ପ୍ରତିବାଦ କଲେ ଚାଷୀ

ଅମରପାଲି,୧୧।୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ହିଲୁଙ୍ଗ ମଣ୍ଡିରୁ ଧାନ ଉଠୁ ନଥିବାରୁ ପ୍ରତିବାଦ କରି ରାସ୍ତାରୋକ ଯାଇଛନ୍ତି ଚାଷୀ। ଚାଷୀମାନେ ଧାନ ବିକ୍ରି…

ମମତାଙ୍କ ଦଳରେ ବିଦ୍ରୋହର ସ୍ବର: TMC ଛାଡ଼ିଲେ ଆଉ ଜଣେ ଏମ୍‌ପି, ଏବେ ମାତ୍ର…

କୋଲକାତା,୧୧।୬: ତୃଣମୂଳ କଂଗ୍ରେସ (TMC)ର ସୁପ୍ରିମୋ ମମତା ବାନାର୍ଜୀଙ୍କୁ ଆଉ ଏକ ଝଟ୍‌କା। ଦଳର ଏମ୍‌ପିମାନେ ଏକାଠି ହୋଇ ଜଣଙ୍କ ପରେ ଜଣେ ମମତାଙ୍କ ହାତ ଛାଡୁଛନ୍ତି।…

ପ୍ରି-ୱେଡିଂ ସୁଟ୍ ହେଲା କାଳ! ଗଭୀର ପାଣିରେ ଖସିପଡ଼ିଲେ ଯୁବକ, ବାନ୍ଧବୀ ସାମ୍ନାରେ ହେଲା ମୃତ୍ୟୁ

ଜୟପୁର,୧୧।୬: ରାଜସ୍ଥାନର ରାଜସମନ୍ଦ ଜିଲାର ଡିଭେରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ବିବାହ ପୂର୍ବ ଫଟୋସୁଟ୍ ସମୟରେ ଜଣେ ଯୁବକ ପାଣିରେ ବୁଡ଼ି ମୃତ୍ୟୁବରଣ…

ଜୁନ୍ ୧୩ରୁ ଏହି ରାଶିର ବଦଳିବ ଭାଗ୍ୟ, ମିଳିବ ପ୍ରଚୁର ଟଙ୍କା!

ଜ୍ୟୋତିଷ ଶାସ୍ତ୍ରରେ, ଗ୍ରହମାନଙ୍କର ଗତି ଏବଂ ସେମାନଙ୍କର ନିର୍ଦ୍ଦିଷ୍ଟ ସଂଯୋଜନକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏହି ପ୍ରକୃତିର ଏକ ବିଶେଷ ଗ୍ରହ ସଂଯୋଜନ ୧୩…

Term Insurance ପାଇଁ ୫୫ ନା ୮୦ ବର୍ଷର କଭର୍‌ ଶ୍ରେଷ୍ଠ? ଜାଣନ୍ତୁ କେଉଁଥିରେ ଅଛି ଆପଣଙ୍କ ଫାଇଦା

ନୂଆଦିଲ୍ଲୀ,୧୧।୬: ନିଜ ପରିବାରର ଭବିଷ୍ୟତକୁ ସୁରକ୍ଷିତ କରିବା ପାଇଁ ଟର୍ମ ଇନସ୍ୟୁରାନ୍ସ ବା ଟର୍ମ ପ୍ଲାନ ନେବା ହେଉଛି ସବୁଠାରୁ ପ୍ରଥମ ଏବଂ ବୁଦ୍ଧିମାନ ପଦକ୍ଷେପ। କିନ୍ତୁ…

ବଡ ଭୁଲ୍‌ କରିଦେଲେ ବୈଭବ ସୂର୍ଯ୍ୟବଂଶୀ: ଅଳ୍ପକେ…

ନୂଆଦିଲ୍ଲୀ,୧୧।୬: ଆଫଗାନିସ୍ତାନ ଏ ବିପକ୍ଷ ମ୍ୟାଚ୍‌ରେ ଇତିହାସ ରଚିବାରୁ ବୈଭବ ସୂର୍ଯ୍ୟବଂଶୀ ବଞ୍ଚିତ ହୋଇଥିଲେ। ଗୁରୁବାର ଭାରତ ଏ ଏବଂ ଆଫଗାନିସ୍ତାନ ଏ ମଧ୍ୟରେ ଟ୍ରାଏ-ସିରିଜ ମୁକାବିଲାରେ,…

ସାଙ୍ଗଙ୍କୁ ଘରୁ ଡାକିନେଇ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ରାଜନଗର,୧୧ା୬(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ପଟାମୁଣ୍ଡାଇ ବ୍ଲକ ଗ୍ରାମାଞ୍ଚଳ ଥାନା ଅଧିନସ୍ଥ କଜଳବନ୍ଧ ଗ୍ରାମରେ ବୁଧବାର ରାତିରେ ଏକ ଦୁଖଃଦ ତଥା ଅଭାବନୀୟ ଘଟଣା ଘଟିଯାଇଛି। ରାତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri