ବର୍ଷାଦିନିଆ ରୋଗକୁ ରୋକିବେ ପ୍ରଗତି ସାଥୀ

ଭୁବନେଶ୍ୱର, ୧୮ା୭(ବ୍ୟୁରୋ): ବର୍ଷାଦିନରେ ଜଳ ବାହିତ ରୋଗ ତଥା ପରିମଳ ଜନିତ ରୋଗରୁ ରାଜଧାନୀକୁ ରକ୍ଷା କରିବା ଲାଗି ‘ସୋସିଆଲି ସ୍ମାର୍ଟ ଭୁବନେଶ୍ୱର’ ଯୋଜନାରେ ‘ପ୍ରଗତି ସାଥୀ’ ନାମରେ ୬୦ ଜଣ ସ୍ବାସ୍ଥ୍ୟକର୍ମୀଙ୍କୁ ବିଶେଷ ଟ୍ରେନିଂ ଦିଆଯାଇଛି। ଏମାନେ ସହର ଭିତରେ ବିଭିନ୍ନ ବସ୍ତିଗୁଡିକ କିଭଳି ପରିଷ୍କାର ପରିଛନ୍ନ ରହିବ ତାକୁ ଦେଖିବେ ଓ ସାଧାରଣ ଲୋକଙ୍କୁ ସଚେତନ କରେଇବେ। ସଫା ସୁତୁରା ରହିବା ଦ୍ୱାରା ବର୍ଷା ଦିନିଆ ରୋଗ ସବୁରୁ ରକ୍ଷା ପାଇହେବ। ବିଶେଷ କରି ମ୍ୟାଲେରିଆ, ଡାଏରିଆ ଓ ଡେଙ୍ଗୁ ରୋଗକୁ ନଜରରେ ରଖି ଏହି କାର୍ଯ୍ୟକ୍ରମ କରାଯାଉଛି ବୋଲି ବିଏସ୍‌ସିଏଲ କର୍ତ୍ତୃପକ୍ଷ କହିଛନ୍ତି। ରୋଗ ବିଷୟରେ ପିପିଟି ମାଧ୍ୟମରେ ଜଣେଇବା ସହ ଲକ୍ଷଣଗୁଡିକ ବି ଜଣାଇ ଦିଆଯାଇଛି। ସେମାନେ ବସ୍ତି ବାସିନ୍ଦା ସଚେତନ କରେଇବେ ଯେ, ଲକ୍ଷଣ ଦେଖାଯିବା ମାତ୍ରେ ସଙ୍ଗେସଙ୍ଗେ ଡାକ୍ତରଖାନାକୁ ଯିବେ। ସତ୍ୟନଗର ଓ ଆଇଆରସି ଭିଲେଜ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ବୁଧବାର ୬୦ ଜଣ ପ୍ରଗତି ସାଥୀଙ୍କୁ ଟ୍ରେନିଂ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓସିଏସ୍‌ ପରୀକ୍ଷାରେ ଭବେଶଙ୍କୁ ୯୩ ର଼୍ୟାଙ୍କ

କର୍ଲାମୁଣ୍ଡା,୨୮ା୫(ପ୍ରଦୀପ କୁମାର ସାହୁ): ଓଡ଼ିଶା ଲୋକସେବା ଆୟୋଗ ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍‌) ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ…

ହଷ୍ଟେଲରେ ନ ଥିଲା ଲାଇନ୍‌: ନାଳକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ଛାତ୍ର

ଦେବଗଡ଼,୨୮ା୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ଗୋପପୁର ଗ୍ରାମର ଏକ ନାଳରେ ବୁଡି ଗୁରୁବାର ଜଣେ ନବମ ଶ୍ରେଣୀ ଛାତ୍ରଙ୍କର ମୃତ୍ୟୁ ଘଟିଛି।…

ଝଡବତାସରେ ଭାଙ୍ଗିଲା ଗଛ, ବିଦ୍ୟୁତ୍‌ ସେବା ବନ୍ଦ

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ଗୁରୁବାର କାଳବୈଶାଖୀ ପ୍ରଭାବରେ ଝଡ଼ବତାସ ଓ ବର୍ଷା ହୋଇଛି। ବର୍ଷା ଯୋଗୁ କ୍ଷେତ, ଖଳାରେ ରହିଥିବା ଅମଳ ଧାନ…

ଗାଁରେ ପଶି ଲୋକଙ୍କୁ କାମୁଡ଼ିଲା ପାଗଳା କୁକୁର

ଗୁଡ଼ାରି,୨୮।୫(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଅସଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ସିଲିମି ଗ୍ରାମରେ ଗୁରୁବାର ପାଗଳା କୁକୁର ଆତଙ୍କ ଦେଖିବାକୁ ମିଳିଥିଲା। କୁକୁର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୮।୫: ଓଡ଼ିଶାରେ ଭାଜପା ସରକାରକୁ ପୂରଣ ହୋଇଛି ୨ ବର୍ଷ। ଏହି ଅବସରରେ ଏକ ବଡ଼ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ABVP ଜାତୀୟ…

ଜିର୍ଣ୍ଣୋଦ୍ଧାର ମହୋତ୍ସବ ଉଦ୍‌ଯାପିତ

ଦିଗପହଣ୍ଡି,୨୮ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହର ଉପକଣ୍ଠ କୁଶପଡ଼ାଗ୍ରାମ ନିକଟ କମାପଡ଼ିଆ ସ୍ଥିତ ଶ୍ରୀନୀଳକଣ୍ଠେଶ୍ୱର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଗୁରୁବାର ଉଦ୍‌ଯାପିତ ହୋଇଛି। ୫ ଦିନ ବ୍ୟାପୀ…

CBSE ପ୍ରସଙ୍ଗକୁ ନେଇ ରାହୁଲ-ଧର୍ମେନ୍ଦ୍ର ମୁହାଁମୁହିଁ

ନୂଆଦିଲ୍ଲୀ,୨୮।୫: CBSE ର ମୂଲ୍ୟାୟନ ପ୍ରକ୍ରିୟା ସମ୍ପର୍କରେ ଛାତ୍ରମାନଙ୍କ ଦ୍ୱାରା ଉଠାଯାଉଥିବା ପ୍ରଶ୍ନ ମଧ୍ୟରେ, ଏହି ପ୍ରସଙ୍ଗକୁ ନେଇ ରାଜନୈତିକ ଉତ୍ତେଜନା ମଧ୍ୟ ତୀବ୍ର ହୋଇଛି। ଗୁରୁବାର,…

ସଚିନ ତେନ୍ଦୁଲକରଙ୍କ ଟୁଇଟ ଉପରେ ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରତିକ୍ରିୟା ଭାଇରାଲ, କହିଲେ ‘କ୍ରିକେଟର ଭଗବାନ’…

ନୂଆଦିଲ୍ଲୀ,୨୮।୫: ବୈଭବ ସୂର୍ଯ୍ୟବଂଶୀ ଇଣ୍ଡିଆନ ପ୍ରିମିୟର ଲିଗରେ ଚମକାଇ ଚାଲିଛନ୍ତି। ମାତ୍ର ୧୫ ବର୍ଷ ବୟସରେ ସେ ଗୋଟିଏ ପରେ ଗୋଟିଏ ରେକର୍ଡ ଭାଙ୍ଗି ଚାଲିଛନ୍ତି। ସନରାଇଜର୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri