Posted inଫୁରସତ

ବର୍ଷାଦିନେ ଆଗ୍ରା ବୁଲିବାକୁ ଯାଉଛନ୍ତି କି…ତାଜମହଲ ଦୃଶ୍ୟ ସହ ଏସବୁ ଜିନିଷର ମଜା ନିଅନ୍ତୁ..

ଭ୍ରମଣ କାହାକୁ ବା ପସନ୍ଦ ନୁହେଁ। କର୍ମବହୁଳ ଜୀବନରୁ ସମୟ ଟିକିଏ ମିଳିବା ମାତ୍ରେ ଅନେକେ ଦର୍ଶନୀୟ ସ୍ଥାନ ଭ୍ରମଣରେ ବାହାରିଥାନ୍ତି। ଏହିକ୍ରମରେ ରାଜଧାନୀ ଦିଲ୍ଲୀର ତାଜମହଲ ଭ୍ରମଣର ଅନୁଭୂତି ନିଆରା। ପ୍ରେମର ପ୍ରତୀକ ଭାବେ ପରିଚିତ ଏହି ସ୍ମୃତିସ୍ଥଳକୁ ବୁଲି ଦେଖିବା ଲାଗି କାହିଁ କେତେ ଦୂରରୁ ପର୍ଯ୍ୟଟକ ଧାଇଁ ଆସିଥାନ୍ତି। ତେବେ ଯଦି ତାଜମହଲ ବୁଲି ଦେଖିବାକୁ ଯାଉଥାନ୍ତି, ସେଠାରେ ଥିବା ଅନ୍ୟ କେତେକ ଜିନିଷର ମଜା ଉଠାଇବାକୁ ଭୁଲନ୍ତୁ ନାହିଁ..

ଆଗ୍ରା ଫର୍ଟ ବୁଲିବା ସମୟରେ ସେଠାକାର ଆଲୋକ ଦୃଶ୍ୟର ମଜା ନିଶ୍ଚେ ଉଠାନ୍ତୁ। ଏଠାରେ ବୁଲିବା ସମୟରେ ଫର୍ଟ ସମ୍ପର୍କିତ ଅନେ ଜିନିଷର ତଥ୍ୟ ଆପଣଙ୍କୁ ମିଳିଯିବ। ଏଠାରେ ବୁଲିବା ପାଇଁ ଆପଣଙ୍କୁ କେବଳ ୫୦ ଟଙ୍କା ଦେବାକୁ ପଡିବ।

ତାଜମହଲ ଓ ଆଗ୍ରାର ଫର୍ଟ ଦେଖିବା ସହିତ ଆପଣ ଫତ୍‌ପୁରଶିକ୍ରିର ମଜା ମଧ୍ୟ ନେଇ ପାରିବେ। ଆଗ୍ରାଠାରୁ ଏହା କେବଳ ୩୭ କିଲୋମିଟର ଦୂର। ଏଠାରେ ଦେଖିବା ପାଇଁ ବୁଲାଣ୍ଡ ଦରଓ୍ବାଜା, ପଞ୍ଚମହଲ ଓ ଯୋଦ୍ଧା ବାଇ ମହଲ ଦେଖିବାକୁ ମିଳିବ।

କଓ୍ବେଲାଦେଓ ଜାତୀୟ ଉଦ୍ୟାନ
ପରିବେଶ ପ୍ରେମୀମାନଙ୍କ ପାଇଁ ଏହି ଜାଗା ଅତି ମନୋରମ ହୋଇଥାଏ। ଏଠାରେ ଅନେକ ପ୍ରଜାତିର ପଶୁପକ୍ଷୀ ରହିଥାନ୍ତି। ଆଗ୍ରାଠାରୁ ଏହା ଏକ ଘଣ୍ଟା ଦୂର ରାସ୍ତା।

ଆଗ୍ରା ଯାଇ ଯଦି ସେଠାକାର ପିଠା ଖାଇବାକୁ ଭୁଲିଯାଇଛନ୍ତି ତେବେ ଜାଣନ୍ତୁ ଯାତ୍ରା ଅଧାରେ ରହିଯିବ। ତେବେ ସେଠାକାର ପିଠାର ମଜା ନେବାକୁ ଭୁଲନ୍ତୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ କର୍ତ୍ତବ୍ୟ ପଥ ପରେଡରେ ଭାଗ ନେଇ ଫେରିଲେ ରାଜ୍ୟର ଗୌରବ ରାକେଶ

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଏନ୍‌ସିସି ଆର୍ମି ୱିଂଗର କ୍ୟାଡେଟ ରାକେଶ ଭୂୟାଁଙ୍କୁ ମଙ୍ଗଳବାର କଲେଜ ପକ୍ଷରୁ ସମ୍ବର୍ଦ୍ଧନା…

ନେଦରଲାଣ୍ଡ୍ସ ୭ ଉଇକେଟରେ ବିଜୟୀ: ସୁପର-୮ ଆଶା ଉଜ୍ଜୀବିତ

ନୂଆଦିଲ୍ଲୀ, ୧୦ା୨: ଆଇସିସି ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ଗ୍ରୁପ୍‌ ‘ଏ’ ମ୍ୟାଚରେ ନେଦରଲାଣ୍ଡ୍ସ ୭ ଉଇକେଟରେ ନାମିବିୟାକୁ ହରାଇ ଦେଇଛି। ପ୍ରଥମ ମ୍ୟାଚରେ ପାକିସ୍ତାନଠାରୁ…

ଭାରତ ବନ୍ଦ ଡାକରା, ଓଡ଼ିଶାରେ ଏହି ୫ଟି ସେବାରେ ପଡିବ ବଡ ପ୍ରଭାବ!

ନୂଆଦିଲ୍ଲୀ,୧୦।୨: ବଡ ଖବର । ପୁଣି ଭାରତ ବନ୍ଦ ଡାକରା । ପୁଣି ଅଖ ଚକ ହେବ ଜାମ୍ । ଏ ନେଇ ବଡ ଖବର ସାମ୍ନାକୁ…

ସତ୍ୟବ୍ରତ ହତ୍ୟାକାଣ୍ଡ: ପ୍ରେମିକାଙ୍କୁ ଥାନାକୁ ନେଇ ଖଟାପାଣି ପିଆଇଥିଲା ପୋଲିସ

ଭୁବନେଶ୍ୱର,୧୦।୨: ଭୁବନେଶ୍ବର ଚନ୍ଦ୍ରଶେଖରପୁର ଟ୍ୟାକ୍ସି ଡ୍ରାଇଭର ହତ୍ୟା ଘଟଣା ଦିନକୁ ଦିନ ନୂଆ ମୋଡ ନେଇଛି। ଯାହା ଚାଞ୍ଚଲ୍ୟ ସୃଷ୍ଟ କରିଛି। ଏବେ ଯେଉଁ ଘଟଣା ସାମ୍ନାକୁ…

ଏମ୍‌କେସିଜିରେ ଭର୍ତ୍ତି ହେଲେ ବିକ୍ରମ: ହୋଇପାରେ ଅସ୍ତ୍ରୋପଚାର

ବ୍ରହ୍ମପୁର,୧୦ା୨(ସୁବାସ ଚନ୍ଦ୍ର ପାଢ଼ୀ): ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ବ୍ରହ୍ମପୁର ମଣ୍ଡଳ କାରାଗାରରେ ଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ମଙ୍ଗଳବାର ଏମ୍‌କେସିଜି ମେଡିକାଲରେ…

ସୁନା ୩ହଜାର ରୂପା ୯ହଜାର, ୧୦ଦିନରେ ଆହୁରି ଖସିବ…

ନୂଆଦିଲ୍ଲୀ,୧୦।୨: ୧ ଫେବୃଆରୀରୁ ୧୦ ଫେବୃଆରୀ, ୨୦୨୬ ପର୍ଯ୍ୟନ୍ତ ଗତ ୧୦ ଦିନ ମଧ୍ୟରେ ସୁନା ଏବଂ ରୂପା ମୂଲ୍ୟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଖାଦେଇଛି। ଜାନୁଆରୀ ଶେଷରେ…

ପାଞ୍ଜି, କ୍ୟାଲେଣ୍ଡରରେ ତଥ୍ୟ ନିର୍ଭୁଲ ରହିବ: ଭୁଲ ଛାପିଲେ ହେବ…

ପୁରୀ,୧୦।୨: ପୁରୀ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମଙ୍ଗଳବାର ପଞ୍ଜିକା ସମୀକରଣ ଦ୍ୱିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ଗଣମାଧ୍ୟମକୁ ଏକ୍‌…

ଅଚାନକ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ: କାଫେରେ ତାଲା ଝୁଲୁଥିବା ଦେଖି…

ଦାରିଙ୍ଗବାଡି, ୧୦।୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗସ୍ତରେ ଆସିଛନ୍ତି  ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସେ ପର୍ଯ୍ୟଟନସ୍ଥଳ ବୁଲି ଇଲୋ ରିଟ୍ରିଟ୍‌କୁ ଫେରିବା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri