ବର୍ଷାଦିନେ ତ୍ୱଚାର ଯତ୍ନ

ବର୍ଷାଦିନେ ତ୍ୱଚାରେ ବିଭିନ୍ନ ସମସ୍ୟା ଦେଖାଯାଏ, ଯାହାର ସମାଧାନ ନିହାତି ଜରୁରୀ। ଜାଣନ୍ତୁ ଏ ନେଇ କିଛି ଟିପ୍ସ…

ଏହିଦିନେ ଅଧିକ ମେକ୍‌ ଅପ୍‌ ନିଅନ୍ତୁ ନାହିଁ। କାରଣ ବର୍ଷାରେ ଭିଜିଲେ ମେକ୍‌ଅପ୍‌ ଖରାପ ହେବା ସମ୍ଭାବନା ରହିଛି।
ଯଦି ଆପଣଙ୍କ ତ୍ୱଚା ଅଧିକ ଶୁଷ୍କ, ତେବେ ଅନ୍ତତଃ ଥରେ ମଶ୍ଚରାଇଜର ଲଗାଇବାକୁ ଭୁଲନ୍ତୁ ନାହିଁ। ରାତିରେ ଏହାକୁ ଲଗାଇଲେ ତ୍ୱଚା ନମନୀୟ ରହିଥାଏ।
ଅଏଲି ସ୍କିନ୍‌ ପ୍ରଡକ୍ଟ ଲଗାନ୍ତୁ ନାହିଁ। ତ୍ୱଚାରେ ଅଧିକ ମଶ୍ଚରାଇଜର, କ୍ରିମ୍‌ ବେସ୍‌ ଫାଉଣ୍ଡେଶନ କିମ୍ବା କନ୍‌ସିଲର ବ୍ୟବହାର କରନ୍ତୁ ନାହିଁ। ଆପଣ ଚାହିଁଲେ ମେକ୍‌ ଅପ୍‌ ନେବା ପୂର୍ବରୁ କାଲାମାଇନ୍‌ ଲୋଶନ ଲଗାଇପାରିବେ, ଯାହାକି ତ୍ୱଚାକୁ ଅଧିକ ଅଏଲି କରିବ ନାହିଁ।
ଟୋନର ତ୍ୱଚାକୁ ପରିଷ୍କାର ଓ ନମନୀୟ ରଖିଥାଏ। ମୁହଁ ଧୋଇବା ପୂର୍ବରୁ ପ୍ରତିଦିନ ଟୋନର ବ୍ୟବହାର କରନ୍ତୁ। ଏହା ତ୍ୱଚାର ରନ୍ଧ୍ରକୁ ବନ୍ଦ କରିଥାଏ।
ଏହିଦିନେ ଷ୍ଟ୍ରବେରି, ଆମ୍ବ, ପିଚ୍‌ ଏବଂ ଅମୃତଭଣ୍ଡା ଆଦି ଫ୍ରୁଟ୍‌ର ଫେସ୍‌ ପ୍ୟାକ୍‌ ବ୍ୟବହାର ତ୍ୱଚା ପାଇଁ ଭଲ। ଦିନକୁ ୨ ଥର ଏହି ପ୍ୟାକ୍‌ ଲଗାନ୍ତୁ ।
ଏହା ତ୍ୱଚାର ରନ୍ଧ୍ରକୁ ବନ୍ଦ କରିଥାଏ।
ଦିନକୁ ୮-୧୦ ଗ୍ଲାସ୍‌ ପାଣି ପିଅନ୍ତୁ। ଏହାଦ୍ୱାରା ତ୍ୱଚା ହାଇଡ୍ରେଟ୍‌ ରହିବା ସହ ଚମକ ବି ଆସିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପ, କପିଳଯୋରରେ ମାଛ ମଡକ:  ପଚାମାଛ ଗନ୍ଧରେ ସହର…

ପାରାଦୀପ ୧୨।୪(ଶରତ ରାଉତ): ବନ୍ଦର ସହର ପାରାଦୀପ ମଧ୍ୟସ୍ଥଳରେ ଥିବା କପିଳଯୋରରେ ରବିବାର ମାଛ ମଡକ ହୋଇଛି। ସହରର ବଡପଡିଆ ପରିବା ମାର୍କେଟଠାରୁ ଜଗନ୍ନାଥ ମନ୍ଦିର ପର୍ଯ୍ୟନ୍ତ…

ସଇତାନ ସାଜିଲେ ମା’: ୨ ଶିଶୁଙ୍କୁ ପନିକିରେ ହାଣିବା ପରେ ନିଜେ…

ଝାରସୁଗୁଡା, ୧୨।୪(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବିମାନ ବନ୍ଦର ଥାନା ଓରାମପଡାଠାରେ ଶନିବାର ବିଳମ୍ବିତ ରାତ୍ରିରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ମା’…

ହନୁମାନ ଦେଖି ଭୟରେ ଦୌଡ଼ୁଥିଲେ ଶୁଭଙ୍କର: ବିଦ୍ୟୁତ ସବ୍‌ଷ୍ଟେଶନରେ ଘଟିଲା ଅଘଟଣ

କୃଷ୍ଣପ୍ରସାଦ,୧୨।୪(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଭାବିନିପୁର ଗ୍ରାମରେ ଯାତ୍ରା ଦେଖିବାବେଳେ ଘଟିଛି ଏକ ଅଭାବନୀୟ ଘଟଣା। ଯାତ୍ରାର ହନୁମାନକୁ ଦେଖି ପାରଳା ଗ୍ରାମର…

ଶ୍ରୀମନ୍ଦିର ଖଣ୍ଡୋଲାଇଟ୍‌ ପଥରକୁ ନେଇ ସାଂଘାତିକ କଥା କହିଲେ ବବିଙ୍ଗ ଦାଦା: ଚର୍ଚ୍ଚାରେ..

ଯାଜପୁର ଟାଉନ,୧୨।୪(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ବାହାବଳପୁରରେ ନିର୍ମାଣ ହୋଇଥିବା ପୂର୍ବତନ ବିଧାୟକ ତଥା ବିଜେଡି ନେତା ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ଘର ଏବେ ଚର୍ଚ୍ଚାରେ। ଉକ୍ତ…

ଏଇ ଭାରତରେ

ଭାରତୀୟ ସ୍ଥଳସେନାରେ ୨୧ ବର୍ଷ ସେବା କରି କଲୋନେଲ ସୁବାସ ଦେଶଓ୍ବାଲ ଅବସର ନେବା ପରେ ଜଣେ ଚାଷୀ ଭାବେ ଜୀବନ କାଟୁଛନ୍ତି। ସେ ଗାଜର ଚାଷ…

ଆର୍ଟେମିସ୍‌-୨ ମିଶନ ସ୍ପେଶାଲିଷ୍ଟ

ମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡ୍‌ମିନିଷ୍ଟ୍ରେଶନ (ନାସା)ର ଆର୍ଟେମିସ୍‌-୨ ମିଶନରେ ଚନ୍ଦ୍ର ଅଭିଯାନରେ ଯାଇଥିବା ୪ ମହାକାଶଚାରୀ ୧୦ ଏପ୍ରିଲରେ ପ୍ରତ୍ୟାବର୍ତ୍ତନ କରିଛନ୍ତି। ପୃଥବୀର ଏକମାତ୍ର…

ସୃଷ୍ଟି-ସୂତ୍ରଧର ହିଁ ‘ଭଗବାନ’

ବାଇବେଲ ଗ୍ରନ୍ଥ ଅନ୍ତର୍ଗତ ‘ଜେନେସିସ୍‌ ୧’ର ଶ୍ଲୋକ ୨୬ରେ ଅଛି ”ଭଗବାନ ତାଙ୍କ ରୂପରେ ମଣିଷ ସୃଷ୍ଟି କରିଛନ୍ତି“, ଶ୍ଲୋକ ୨୭ ପୁନରାବୃତ୍ତି କରି କହିଛି, ”ଭଗବାନ…

ରାସ୍ତା ମଝିରେ ବିପଦସଙ୍କୁଳ ବିଦ୍ୟୁତ୍‌ ଖୁଣ୍ଟ: ଯାତାୟତରେ ବାଧା

ଅତାବିରା, ୧୨।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ବ୍ଲକ ଚକୁଳିଫାର୍ମ -ଗଡମୁଣ୍ଡା କେନାଲ ରାସ୍ତାର ପ୍ରଶସ୍ତୀକରଣ କରାଯାଉଥିବାବେଳେ ରାସ୍ତା ମଝିରେ ଥିବା ବିଦ୍ୟୁତ୍‌ ଖୁଣ୍ଟ ହଟୁନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri