ବର୍ଷାଦିନେ ପ୍ରଫେସନାଲ ଏବଂ ଷ୍ଟାଇଲିଶ ଲୁକ୍‌ ପାଇବା ପାଇଁ ଆପଣାନ୍ତୁ କିଛି ଫ୍ୟାଶନ ଟିପ୍ସ…

ବର୍ଷାଦିନେ ନୀଳ, ଲାଲ୍‌, କମଳା ରଙ୍ଗର କପଡ଼ା ପିନ୍ଧନ୍ତୁ। ଧଳାରଙ୍ଗର ଡ୍ରେସ୍‌ ପିନ୍ଧନ୍ତୁ ନାହିଁ। ବର୍ଷାରେ ଏହା ଖୁବ୍‌ ଶୀଘ୍ର ନଷ୍ଟହେବା ସମ୍ଭାବନା ଥାଏ।
ଲମ୍ବା ପ୍ୟାଣ୍ଟ୍‌ ଏହିଦିନେ ପିନ୍ଧନ୍ତୁ ନାହିଁ। ଯଦି ପିନ୍ଧୁଛନ୍ତି ତେବେ ଆପଣ ଚାହିଁଲେ ଏହାକୁ ଆପଣଙ୍କ ସୁବିଧା ଅନୁସାରେ ତଳୁ ମୋଡ଼ିପାରିବେ। ଏହିଦିନେ ସ୍ମାର୍ଟ ଫର୍ମାଲ ସ୍କର୍ଟ ବି ଆପଣେଇପାରିବେ।
ଓ୍ବେଷ୍ଟର୍ନ ଗେଟ୍‌ଅପ୍‌ରେ ଆପଣ ବର୍ଷାଦିନିଆ କୋଟ୍‌ ବା ଜ୍ୟାକେଟ୍‌ ପିନ୍ଧିପାରିବେ।
ଯଦି ବର୍ଷାଦିନେ ପାରମ୍ପରିକ ଭାରତୀୟ ପରିଧାନକୁ ପ୍ରାଥମିକତା ଦେଉଛନ୍ତି ତେବେ ସାଲଓ୍ବାର ଏବଂ ପଟିଆଲା ବଦଳରେ ସର୍ଟ କୁର୍ତ୍ତି ସହ ଲେଗିଙ୍ଗ୍‌ସ ବା ଚୁଡିଦାର ପିନ୍ଧିପାରିବେ। ଏହିଦିନେ ବଡ଼ ଦୁପଟା ବଦଳରେ ସ୍କାର୍ଫ ବା ଷ୍ଟଲ୍‌ ବ୍ୟବହାର କରନ୍ତୁ। ରଙ୍ଗ ଛାଡୁଥିବା ଡ୍ରେସ୍‌କୁ ଏହିଦିନେ ଆଦୌ ପିନ୍ଧନ୍ତୁ ନାହିଁ, ନଚେତ୍‌ ବର୍ଷାରେ ଭିଜିଲେ ଏଥିରୁ ରଙ୍ଗ ଛାଡ଼ିବ।
ଚମଡ଼ା ଜୋତା ବା ସାଣ୍ଡାଲ ପିନ୍ଧନ୍ତୁ ନାହିଁ। କାରଣ ଏହା ଶୀଘ୍ର ଖରାପ ହୋଇଯାଏ ଏବଂ ଶୁଖିବାକୁ ଅଧିକ ସମୟ ଲାଗିଥାଏ। ଜେଲି ସୁଜ୍‌, ବିନା ହିଲ୍‌ ଥିବା ଚପଲ ବା ଜୋତା ପିନ୍ଧନ୍ତୁ।
ଓ୍ବାଟରପ୍ରୁଫ୍‌ କାଜଲ ଏବଂ ଆଇ ଲାଇନର ଲଗାନ୍ତୁ। ଏହିଦିନେ ଫାଉଣ୍ଡେଶନ ବ୍ୟବହାର କରନ୍ତୁ ନାହିଁ। ଯଦି ଅତି ଜରୁରୀ ତେବେ ହାଲ୍‌କା ଫାଉଣ୍ଡେଶନ ଲଗାନ୍ତୁ।
କଶକୁ ଖୋଲା ନ ରଖି ଖୋସା କରନ୍ତୁ।
ବର୍ଷାଦିନେ ଡେନିମ୍‌କୁ ସମ୍ପୂର୍ଣ୍ଣ ଭୁଲିଯାଆନ୍ତୁ। କାରଣ ଏହା ଓଦାହେଲେ ଶୁଖିବାକୁ ଅଧିକ ସମୟ ଲାଗିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି…

ବାଇକ୍‌କୁ ପିଟିଲା ବାଇକ୍‌: ୨ ଛାତ୍ରଙ୍କ ସମେତ ୪ ଗୁରୁତର

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଗୁଣିଆ ସନ୍ଦେହରେ ବାନ୍ଧିକି ରଖିଲେ, ଭିଡିଓ ଭାଇରାଲ

ପାତ୍ରପୁର,୧୨।୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବି ନୂଆଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି l ଗ୍ରାମର କେଉଟ…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

ଜୀବନ ସଂଘର୍ଷରେ ହାରିଗଲେ ଚାଷୀ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?