ବଲାଙ୍ଗୀର ଏମ୍‌ପି ସଙ୍ଗୀତା ସିଂଦେଓଙ୍କୁ ବିରୋଧ

ବଲାଙ୍ଗୀର ଅଫିସ, ୧୭।୮: ବଲାଙ୍ଗୀର ଏମ୍‌ପି ସଙ୍ଗୀତା କୁମାରୀ ସିଂଦେଓଙ୍କୁ ବଲାଙ୍ଗୀରରେ ସମାଜକର୍ମୀ ଲଳିତ କୁମାର ନାୟକ ଓ ତାଙ୍କ ସମର୍ଥକମାନେ ଶନିବାର ବିରୋଧ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବନ୍ୟା ସମୀକ୍ଷା ବୈଠକରେ ଯୋଗଦେବା ପାଇଁ ବଲାଙ୍ଗୀର ଏନଏଚ୍‌ଏମ ସମ୍ମିଳନୀ କକ୍ଷକୁ ଯାଉଥିବା ବେଳେ ଏହି ଘଟଣା ଘଟିଛି। ନାୟକଙ୍କ ସମର୍ଥକମାନେ ସଙ୍ଗୀତାଙ୍କ ବିରୋଧରେ ନାରାବାଜି ଦେଇଥିଲେ । ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ ଦିଲ୍ଲୀ ଯାଇଥିବା ବେଳେ ସମାଜକର୍ମୀ ନାୟକଙ୍କୁ ଅପମାନିତ କରିଥିବା ପ୍ରତିବାଦ ନେଇ ଏମ୍‌ପି ସଙ୍ଗୀତାଙ୍କୁ ଏଭଳି ବିରୋଧ କରାଯାଇଥିବା କୁହାଯାଉଛି । ଏହି କାରଣରୁ ସେଠାରେ ବିରୋଧକାରୀ, ପୋଲିସ ଓ ଭାଜପା କର୍ମୀଙ୍କ ମଧ୍ୟରେ କିଛି ସମୟ ଧରି ଧସ୍ତାଧସ୍ତି ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଶୁଭାରମ୍ଭ; ଜଳ କଳସଯାତ୍ରାରେ ସହସ୍ରାଧିକ ଶ୍ରଦ୍ଧାଳୁ ସାମିଲ, ସୋମବାରଠୁ ଶତରୁଦ୍ର ମହାଯଜ୍ଞ 

ଦିଗପହଣ୍ଡି,୨୪।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା  ଦିଗପହଣ୍ଡି ସହର ଉପକଣ୍ଠ  କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ ଶତରୁଦ୍ର…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri