ବଲାଙ୍ଗୀର ବନ୍ୟା ପୀଡ଼ିତଙ୍କ ଲାଗି ହଜାରେ କୋଟିର ସ୍ବତନ୍ତ୍ର ଆର୍ଥିକ ପ୍ୟାକେଜ ଦାବି: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ବଲାଙ୍ଗୀର ଅଫିସ,୨୨।୧୦: ବଲାଙ୍ଗୀର ଜିଲା ବନ୍ୟା ପୀଡ଼ିତଙ୍କ ଲାଗି ହଜାରେ କୋଟିର ସ୍ବତନ୍ତ୍ର ଆର୍ଥିକ ପ୍ୟାକେଜ ଦାବିରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ କଂଗ୍ରେସ ପକ୍ଷରୁ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।
ସ୍ଥାନୀୟ ବିଧାୟକ ନରସିଂହ ମିଶ୍ର, କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜା, ଯୁବନେତା ସମରେନ୍ଦ୍ର ମିଶ୍ର, ଜିଲା ସଭାପତି ଦିଲୀପ ବେହେରା ଏହି ବିକ୍ଷୋଭ ସମାବେଶରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବଲାଙ୍ଗୀର ପ୍ରତି ଥିବା ବୈମାତୃକ ମନୋଭାବକୁ ଘୋର ନିନ୍ଦା କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଓ ରାଜ୍ୟ ସରକାରଙ୍କ ପାଖରେ ବିଧାୟକ ମିଶ୍ର ହଜାରେ କୋଟି ଦାବି କରିଥିଲେ, ମାତ୍ର ୩୫ କୋଟି ଆସିଥିଲା। ଏହାକୁ ନେଇ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ଚୁକ୍ତି ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଦାବି, ଇରାନ ସମସ୍ତ ସର୍ତ୍ତ ଗ୍ରହଣ…

ଓ୍ବାଶିଂଟନ,୩ା୭: ଆମେରିକା ଏବଂ ଇରାନ ମଧ୍ୟରେ ଏକ ସମ୍ଭାବ୍ୟ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ପରେ, ଗୁରୁବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଦାବି କରିଛନ୍ତି…

ଶାନ୍ତି ଆଲୋଚନା ପାଇଁ ପାକିସ୍ତାନ ଆସିଥିବା ଆରାଘଚିଙ୍କ ସହ ଗାଲିବାଫଙ୍କୁ ହତ୍ୟା କରିବାକୁ ଚାହୁଁଛି ଇସ୍ରାଏଲ! ହତ୍ୟା ଷଡ଼ଯନ୍ତ୍ରର…

ଜେରୁଜେଲମ,୩।୭: ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଉତ୍ତେଜନା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଦାବି ସାମ୍ନାକୁ ଆସିଛି। ଆମେରିକୀୟ ଖବରକାଗଜ ନ୍ୟୁୟର୍କ ଟାଇମ୍ସର ଏକ ରିପୋର୍ଟ ଅନୁଯାୟୀ, ଯେତେବେଳେ…

ପୋଡମପେଟା ସମୁଦ୍ର କୂଳ ଲଂଘିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୩।୭(ଅନାଥ ତରାଇ):  ବିଶ୍ୱତାପନ ଓ ବଙ୍ଗୋପସାଗରରେ କ୍ରମାଗତ ଜଳସ୍ତର ବୃଦ୍ଧି ଯୋଗୁଁ ଗଞ୍ଜାମ ଜିଲା ଉପକୂଳରେ ସ୍ଥିତି ଗମ୍ଭୀର ରହିଛି । ଏହାର ସ୍ଥାୟୀ ସମାଧାନ ପାଇଁ ସ୍ଥାନୀୟ…

ଘରୁ ଉଭାନ୍‌ ହୋଇଗଲେ ଅଷ୍ଟମ ଶ୍ରେଣୀ ଛାତ୍ରୀ: ବାପା କହିଲେ…

ଭବାନୀପାଟଣା,୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହର ସ୍ଥିତ ଭୈରବନଗର ପଡ଼ାରେ ରହୁଥିବା ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀ ଅପହରଣ ହୋଇଥିବା ନେଇ ଅଭିଯୋଗ ଆସିଛି।…

ଅଙ୍ଗନଦୀ ସେତୁରୁ ଉଠିଗଲା କଂକ୍ରିଟ: ଦୁର୍ଘଟଣା ଆଶଙ୍କା

ଲୋଇସିଂହା,୩।୭ (ସୁଶାନ୍ତ ବାରିକ):ବଲାଙ୍ଗୀର-ବରଗଡ୨୬ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ସାଲେଭଟା ଅଙ୍ଗନଦୀ ସେତୁ ମଝି ଅଂଶ ଶୋଚନୀୟ ହୋଇ ପଡିଥିବା ସ୍ଥାନକୁ ଗତ ମଙ୍ଗଳବାର ମରାମତି କରାଯାଇଥିଲା।…

ରାଜ୍ୟ ପାଇଁ ଗୌରବ ଆଣିଲେ ଖୁସିରାମ: ଜାତୀୟ ଜୁନିୟର ପେନ୍‌ଚାକ୍‌ ସିଲାଟ୍‌ ଚାମ୍ପିୟନଶିପ୍‌ରେ…

ବଲାଙ୍ଗୀର,୩ା୭(ବୀରେନ୍ଦ୍ର କୁମାର ଝାଙ୍କର):ମହାରାଷ୍ଟ୍ରର ନାସିକଠାରେ ଗତ ୨୫ରୁ ୨୮ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ୧୪ତମ ସିଙ୍ଗା, ମାକାନ, ପ୍ରି-ଟିନ୍‌, ପ୍ରି-ଜୁନିୟର ଓ ଜାତୀୟ ଜୁନିୟର ପେନ୍‌ଚାକ୍‌ ସିଲାଟ୍‌…

ଓଡ଼ିଶା ସମେତ ୧୬ ରାଜ୍ୟକୁ ହାଇ ଆଲର୍ଟ; IMD ର ବଡ଼ ଚେତାବନୀ

ନୂଆଦିଲ୍ଲୀ,୩।୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁସାରେ, ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେଉଛି। ଉତ୍ତର ଓଡ଼ିଶା ଉପକୂଳ ନିକଟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri