ବଲାଙ୍ଗୀର ବହିହାଟ: ବହୁଭାଷୀ କବିତା ଆସର

ବଲାଙ୍ଗୀର ଅଫିସ, ୧୩।୧:
ଜିଲା ଲେଖକ ପରିଷଦ ପକ୍ଷରୁ ଆୟୋଜିତ ବଲାଙ୍ଗୀର ବହିହାଟ ଚତୁର୍ଥ ଦିନ ଅପରାହ୍ନରୁ ବହୁଭାଷୀ କବିତା ଆସର ଅନୁଷ୍ଠିତ ହୋଇଥିଲା। ପରିଷଦ ସଭାପତି ମଳୟ ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ କବିତା ଆସରରେ ମୁଖ୍ୟଅତିଥି ଭାବେ କବି ଭାଗୀରଥି ମିଶ୍ର ଯୋଗ ଦେଇଥିଲେ ା କବିତାର ସ୍ବର ଓ ସମ୍ଭାବନାକୁ ନେଇ ସେ ମତବ୍ୟକ୍ତ କରିଥିଲେ। ପରିଷଦ ଯୁଗ୍ମ ସମ୍ପାଦକ ଅରବିନ୍ଦ ବାଗ ସ୍ବାଗତ ଭାଷଣ ଦେଇଥିଲେ। ପରେ ବହୁଭାଷୀ କବିତା ଆସର ଆରମ୍ଭ ହୋଇଥିଲା ା ଦିଲୀପ ମିଶ୍ର, ରାଜମାଣି ସାହୁ, ଚନ୍ଦ୍ରବତୀ ପାଣ୍ଡେ, କସ୍ତୁରୀ ରଥ, ସଞ୍ଜୁକ୍ତା ପରିଚ୍ଛା, ଅନୁପ୍ରିୟା ମିଶ୍ର, ସବିତା ମାହାର, ଲିଲି ପଟେଲଙ୍କ ସଂଯୋଜନାରେ ଶତାଧିକ କବିୟତ୍ରୀ, କବି କବିତା ପାଠ କରିଥିଲେ। କବିମାନେ କବିତାର ଭାଷା ଓ ଭାବ ଭିତରେ ଦୀର୍ଘ ସମୟ ଧରି ମଜ୍ଜି ଯାଇଥିଲେ। ବହୁ ଦୂରଦୂରାନ୍ତରରୁ ଆସିଥିବା କବୟିତ୍ରୀ, କବିମାନେ ନିଜସ୍ବ କବିତା ମାଧ୍ୟମରେ ଭାବବ୍ୟକ୍ତ କରିଥିଲେ। ସଭାପତିୟ ଭାଷଣରେ ମିଶ୍ର କବିତା ଏକ ଆନ୍ଦୋଳନ ବୋଲି କହିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରପାତରେ ଚାଲିଗଲା ୯ ଗୋରୁଙ୍କ ଜୀବନ

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ, ୭/୫ (ଅରୁଣ ସାହୁ /ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ଜନଜୀବନ ପ୍ରଭାବିତ ହୋଇଛି।...

ରୋଚକ ମୋଡ଼ରେ ପିପିଲି ରାଜନୀତି: ବିଜେଡି ପ୍ରାର୍ଥୀ ରୁଦ୍ର ମହାରଥୀଙ୍କ ବିରୋଧରେ ସ୍ବାଧୀନ ଭାବେ ଲଢ଼ିବେ ସ୍ତ୍ରୀ ଜାଗୃତି

ଭୁବନେଶ୍ୱର,୭।୫: ନିର୍ବାଚନ ମଇଦାନରେ ସ୍ବାମୀଙ୍କ ବିରୋଧରେ ଲଢ଼ିବେ ସ୍ତ୍ରୀ। ପିପିଲି ବିଧାନସଭା ଆସନରେ କିଛି ଏଭଳି ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଗୋଟିଏ ପଟେ...

ନିଟ୍‌ ପରୀକ୍ଷାରେ ଜାଲିଆତି ଘଟଣା: ୩ ଅଭିଯୁକ୍ତ ଗିରଫ

ଭଦ୍ରକ,୭।୫: ମେଡିକାଲ ପ୍ରବେଶିକା ପରୀକ୍ଷା ନିଟ୍‌ରେ ଜାଲିଆତି ଘଟଣାରେ ମଙ୍ଗଳବାର ୩ ଜଣ ଗିରଫ ହୋଇଛନ୍ତି। ଜଣେ ପରୀକ୍ଷାର୍ଥୀ ପାଇଁ ଅନ୍ୟ ଜଣେ ପରୀକ୍ଷା ଦେଉଥିଲେ...

ପାଗରେ ବଡ଼ ପରିବର୍ତ୍ତନ: କୋରାପୁଟରେ ୨୧୬.୫ମିମି ବର୍ଷା ରେକର୍ଡ

କୋରାପୁଟ,୭।୫(ଅମିତାଭ ବେହେରା): କାଳବୈଶାଖୀ ପ୍ରଭାବରେ ପାଗରେ ବଡ଼ ପରିବର୍ତ୍ତନ ଘଟିଛି। ମଙ୍ଗଳବାର କୋରାପୁଟ ଜିଲାରେ ୨୧୬.୫ ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ଜିଲାର ସେମିଳିଗୁଡା...

ଭବାନୀପାଟଣା ବିଧାନସଭା ଆସନ: ତ୍ରିମୁଖୀ ଲଢେଇରେ ସ୍ବାଧୀନ ପ୍ରାର୍ଥୀଙ୍କ ପ୍ରଚାର ଚର୍ଚ୍ଚାରେ

ଭବାନୀପାଟଣା, ୭।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ନିର୍ବାଚନ ମଣ୍ଡଳୀରେ ରାଜନୀତି ଉଷ୍ଣତା ବଢିବାରେ ଲାଗିଛି। ହାତରେ ଆହୁରି କମ୍‌ ସମୟ ଥିବାରୁ ଏଠାକାର...

କଳାହାଣ୍ଡି ସ୍ବାଧୀନ ଏମ୍‌ପି ପ୍ରାର୍ଥୀଙ୍କୁ ଆକ୍ରମଣ

ଭବାନୀପାଟଣା,୭।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଲୋକସଭା ସ୍ବାଧୀନ ପ୍ରାର୍ଥୀ ନରେଶ ହିଆଲଙ୍କୁ କେତେକ କେତେକ ଦୁର୍ବୃତ୍ତ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଆକ୍ରମଣରେ ନରେଶ...

୩ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡାଦେଶ

ବାରିପଦା,୭।୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଅତିରିକ୍ତ ଜିଲା ଓ ଦୌରା ଜଜ (୧) କୋର୍ଟରେ ମଙ୍ଗଳବାର ଏକ ନରହତ୍ୟା ମାମଲାର ରାୟ ପ୍ରକାଶ...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୨୦ ଘର

ବାରିପଦା,୭।୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ବ୍ଲକ କେନ୍ଦୁଡିହା ପଞ୍ଚାୟତ କୁଳିଅଣା ବିନ୍ଧାଣିସାହିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଯାଇଛି। ଏହି ଆକସ୍ମିକ ଅଗ୍ନିକାଣ୍ଡରେ ବିନ୍ଧାଣିବସ୍ତିର ୨୦ରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri