ବଲାଙ୍ଗୀର ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର,୨୫।୪(ବ୍ୟୁରୋ): ସାରା ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ସୋମବାର ରାଜ୍ୟର ୨୭ ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି । ବଲାଙ୍ଗୀରରେ ୪୪ ଡିଗ୍ରୀ ତାପମାତ୍ରା ହେବା ସହ ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର ପାଲଟିଛି। ଟିଟିଲାଗଡ଼ରେ ୪୩.୮ ଡିଗ୍ରୀ, ଅନୁଗୁଳ ୪୩.୭, ସୋନପୁର ୪୩.୪, ବାରିପଦା ଓ ଝାରସୁଗୁଡ଼ାରେ ୪୩.୨, ତାଳଚେର ଓ ସମ୍ବଲପୁରରେ ୪୩ ଡିଗ୍ରୀ ତାପମାତ୍ରା ରହିଛି। ସେହିପରି ବାରିପଦାଓ ଝାରସୁଗୁଡ଼ାରେ ୪୩.୨, ତାଳଚେରରେ ୪୩, ହୀରକୁଦରେ ୪୨.୬, ସୁନ୍ଦରଗଡ଼ ଓ ଭବାନୀପାଟଣାରେ ୪୨.୫ ଡିଗ୍ରୀ, ବୌଦ୍ଧ, ଦେବଗଡ଼ ଏବଂ ଢେଙ୍କାନାଳରେ ତାପମାତ୍ରା ୪୨.୫ ଡିଗ୍ରୀ ରହିଥିବା ବେଳେ କେନ୍ଦ୍ରାପଡ଼ାରେ ୪୨.୨, ଖୋର୍ଦ୍ଧା ଓ ବରଗଡ଼ରେ ୪୨ ଡିଗ୍ରୀ, କଟକ ୪୦.୨ ଓ ଭୁବନେଶ୍ୱରରେ ୪୦.୮ ଡିଗ୍ରୀ ତାପମାତ୍ରା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

କାରରେ ଗଞ୍ଜେଇ ନେଇ ଜାଉଥିଲେ: ମାଡ଼ି ବସିଲା ପୋଲିସ

ନନ୍ଦପୁର,୮।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଏକ ଓଆର୦୨ ବିଜେଡ ୬୧୭୦ ନମ୍ବ ବିଶିଷ୍ଟ କାର ସମେତ ୨୧ କିଲୋ ଗଞ୍ଜେଇ ଜବତ କରିଛି।…

ବିଶ୍ବ ଜାଣିଲା ସତ! ଯୁଦ୍ଧବିରତି ନେଇ ନାଁ ଘୋଷଣା କଲେ ଟ୍ରମ୍ପ, ପ୍ରଥମ ପ୍ରତିକ୍ରିୟା ଦେଲା ଚାଇନା

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ହୋଇଥିବା ଯୁଦ୍ଧବିରତି ଚୁକ୍ତିକୁ ସ୍ୱାଗତ କରିଛି ଚାଇନା । କିନ୍ତୁ ଇରାନ ସହିତ କୌଣସି ସିଧାସଳଖ ଆଲୋଚନାକୁ ନିଶ୍ଚିତ କରିନାହିଁ ଯାହା…

ପୁଶିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ ନେଇ ପ୍ରଶାସନର କ୍ଷେତ୍ର ପରିଦର୍ଶନ

ନନ୍ଦପୁର,୮ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା କେ.କେ ରେଳପଥରେ ଏକ ପୁସିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ କରିବାକୁ ପ୍ରଶାସନ ପକ୍ଷରୁ ମଙ୍ଗଳବାର କ୍ଷେତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri