ବଲାଙ୍ଗୀର ଲୋକନୃତ୍ୟରେ ଝୁମିଲେ ଦର୍ଶକ

ରାଇକିଆ ୧୦।୨(ଡି.ଏନ୍‌.ଏ.)-କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ରାଇକିଆ ମହୋତ୍ସବ-୨୦୨୦ ଉଦ୍‌ଘାଟିତ ହୋଇଯାଇଛି। ଗୁନ୍ଧାଣୀ ଛକ ଠାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା, ଉପଦେଷ୍ଟା ଅନୁସୂଚିତ ଜାତି, ଜନଜାତି, ସଂଖ୍ୟାଲଘୁ ଓ ପଛୁଆ ବର୍ଗ ବିଭାଗ ମୁନ୍ନା ଖଁା, ପୂର୍ବତନ ମନ୍ତ୍ରୀ ବିଷ୍ଣୁପ୍ରିୟା ବେହେରା, ଜିଲା ପରିଷଦ ସଭାନେତ୍ରୀ ଆକାଂକ୍ଷା ପ୍ରଧାନ, ଜି. ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ, ଫୁଲବାଣୀ ବିଧାୟକ ଅଙ୍ଗଦ କହଁର, ସ୍ବତନ୍ତ୍ର ବିକାଶ ପରିଷଦ ଅଧ୍ୟକ୍ଷ ରୋଦନ ମଳିକ, ବିଡିଓ ପ୍ରବୀଣ କୁମାର ବାଣୁଆ, ଅତିରିକ୍ତ ତହସିଲଦାର ଶୁଭ ଦତ୍ତତ୍ରେୟ ବାହିନୀ ପତି, ବିଭିନ୍ନ ପଞ୍ଚାୟତର ସରପଞ୍ଚ, ସମିତି ସଭ୍ୟ ଯୋଗ ଦେଇଥିଲେ। ଏହି ଅବସରରେ ରାଇକିଆ ମହୋତ୍ସବ ସ୍ମରଣିକାକୁ ଉନ୍ମୋଚିତ କରାଯାଇଥିଲା। ଶନିବାର ସନ୍ଧ୍ୟାର ମୁଖ୍ୟ ଆକର୍ଷଣ ଥିଲା ବଲାଙ୍ଗୀରରୁ ଆସିଥିବା ଲୋକ ନୃତ୍ୟ। ଏଥିସହ ସ୍ଥାନୀୟ କଳାକାରମାନଙ୍କୁ ନେଇ ସାଂସ୍କୃତିକ କାର୍ଯ୍ୟକ୍ରମରେ ଝୁମିଥିଲେ ଦର୍ଶକ। ଦିନତମାମ ପଲିଶ୍ରୀ ମେଳାର ମଧ୍ୟ ମଜା ଉଠାଇ ଥିଲେ ସ୍ଥାନୀୟ ଲୋକେ।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ପରିବାର ପକ୍ଷରୁ କ୍ଷତିପୂରଣ ଦାବି କରି…

ପାରଳାଖେମୁଣ୍ଡି,୬ା୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସବ୍‌ଜେଲ୍‌ରେ ଜଣେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ଚର୍ଚ୍ଚା ଜୋର ଧରିଛି। ମୃତକ ହେଲେ ରାୟଗଡ଼ ବ୍ଲକ ଜିରାଙ୍ଗ…

ଭାଜପାରେ ଯୋଗଦେଲେ ଅନେକ କର୍ମୀ, ପ୍ରଧାନମନ୍ତ୍ରୀଙ୍କ ଶାସନରେ…

ରିଷିଡ଼ା,୬ା୯(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହାସ୍ଥିତ ସୁବିଧା କେନ୍ଦ୍ରଠାରେ ଭାଜପାର ମାସିକ ବୈଠକ ଓ ମିଶ୍ରଣ ପର୍ବ ଶନିବାର ଭାଜପାର କର୍ଲାମୁଣ୍ଡା ମଣ୍ଡଳ ସଭାପତି ଡୋଳାମଣି…

ଗାଜଲବାଡ଼ି ଘାଟିରେ ଦୁର୍ଘଟଣା: ଗୁଗୁଲ୍‌ ମ୍ୟାପ୍‌’ ଦେଖି ଫସିଲା ଟ୍ରକ୍‌, ଅଟକି ରହିଛି ଶହ ଶହ…

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାରେ ରହିଥିବା ଗାଜଲବାଡ଼ି ଘାଟିରେ ଏକ ୧୬ ଚକିଆ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା…

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

ଶିକ୍ଷୟିତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହ୍ୱଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ଶନିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

ଚାଲାଣ କରୁଥିଲେ କଫ୍ ସିରପ୍, ମାଡ଼ି ବସିଲା ପୋଲିସ

ଭେଡେନ, ୬/୯ (ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଋଷୁଡ଼ା ଫାଣ୍ଡି ପୋଲିସ ଶନିବାର ବିପୁଳ ପରିମାଣର କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri