ବଲାଙ୍ଗୀରରେ ଟଣା ହେବନି ରଥ

ବଲାଙ୍ଗୀର ଅଫିସ,୧୬।୬: ମହାମାରୀ କରୋନା ଯୋଗୁ ଚଳିତ ବର୍ଷ ରଥଯାତ୍ରା ହେବକି ନାହିଁ ସେ ନେଇ ଦ୍ୱନ୍ଦ୍ୱ ଲାଗି ରହିଛି। ଏହି ପରିପ୍ରେକ୍ଷୀରେ ବଲାଙ୍ଗୀର ଜିଲା ପ୍ରଶାସନ ପକ୍ଷରୁ ମନ୍ଦିରରେ ରଥ ନିର୍ମାଣ ହେବ ନାହିଁ କି ରଥ ଟଣା ହେବ ନାହିଁ ବୋଲି ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। କେବଳ ନିରାଡମ୍ବର ଭାବେ ଗୁଣ୍ଡିଚା ଓ ବାହୁଡ଼ା ଯାତ୍ରା ବିଧିରକ୍ଷା ପୂର୍ବକ ଅନୁମତି ପ୍ରାପ୍ତ ମନ୍ଦିର ସେବାୟତଙ୍କୁ ନେଇ ସାମାଜିକ ଦୂରତା ରକ୍ଷା କରାଯାଇ ନୀତିକାନ୍ତି, ପୂଜାବିଧି କରାଯିବ ବୋଲି ଉପ ଜିଲାପାଳ ସଞ୍ଜୟ ମିଶ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବାକୁ ଯାଉଥିଲେ ବୈଭବ, ହେଲେ…

ନୂଆଦିଲ୍ଲୀ,୩୧।୮: ଦୁଲୀପ ଟ୍ରଫି ସେମିଫାଇନାଲରେ ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ପୁଣିଥରେ ଚର୍ଚ୍ଚା ସୃଷ୍ଟି କରିଛନ୍ତି। ଇଷ୍ଟ ଜୋନ ପକ୍ଷରୁ ସେଣ୍ଟ୍ରାଲ ଜୋନ ବିପକ୍ଷରେ…

ସ୍ତ୍ରୀଙ୍କୁ ଶାବଳରେ ପିଟି ହତ୍ୟା, ସ୍ୱାମୀଙ୍କୁ ଆଜୀବନ

ଵ୍ରହ୍ମପୁର,୩୧।୮(ସୁବାସ ଚନ୍ଦ୍ର ପାଢ଼ୀ): ୨୦୨୪ ମସିହାରେ ସଦର ଥାନା ଅନ୍ତର୍ଗତ ରୋହିଗାଁ’ରେ ନିଜ ସ୍ତ୍ରୀ’ଙ୍କୁ ତାଙ୍କ ସ୍ୱାମୀ ହତ୍ୟା କରିଥିଲେ । ଜିଲା ଦୌରା ଜଜ ଅଶାନ୍ତ…

ସରକାରୀ ବସ୍‌ରେ ଖୋଲାମେଲାରେ ଯାତାୟାତ କରୁଛନ୍ତି ଯାତ୍ରୀ: ଅଭିଯୋଗ ଆଣିଲେ ଯୁବ ସମାଜସେବୀ

ଦାରିଙ୍ଗବାଡି, ୩୧।୮(ଅରୁଣ ସାହୁ):ଗଞ୍ଜାମର ବ୍ରହ୍ମପୁରରୁ କନ୍ଧମାଳ ଜିଲା ବାଲିଗୁଡାକୁ ଦାରିଙ୍ଗବାଡି ଦେଇ ସରକାରୀ ବସ ଚଳାଚଳ କରୁଛି। ଏହି ଯାତ୍ରୀବାହୀ ବସର ଡୋର ଗ୍ଲାସଟି ଭାଙ୍ଗି ଯାଇଥିବାରୁ…

ଧୋନୀ ମାଗୁଛନ୍ତି ୨୫% ଅଂଶଧନ! ଏମିତି ଜବାବ ଦେଲା CSK

ନୂଆଦିଲ୍ଲୀ,୩୧।୮: ଏମଏସ ଧୋନୀ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ଥିବା ସମ୍ପର୍କକୁ ଆଇପିଏଲର ସବୁଠାରୁ ସ୍ବତନ୍ତ୍ର ସମ୍ପର୍କ ମଧ୍ୟରୁ ଗୋଟିଏ ବୋଲି ବିବେଚନା କରାଯାଏ। ଧୋନୀଙ୍କ…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନ: ସେପ୍ଟେମ୍ବର ପ୍ରଥମରୁ ଏହି ୩ ରାଶିଙ୍କ ସୁବର୍ଣ୍ଣ ଦିନ ଆରମ୍ଭ! ମନଚାହାଁ ଫଳ ମିଳିବ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ଗୋଚର ଏବଂ ନକ୍ଷତ୍ର ପରିବର୍ତ୍ତନକୁ ବେଶ ଗୁରୁତ୍ୱ ଦିଆଯାଏ। ଆସନ୍ତା ୨ ସେପ୍ଟେମ୍ବର ୨୦୨୬, ଦିନ ୧ଟା ୨୫ ମିନିଟରେ ମଙ୍ଗଳ ପୁନର୍ବସୁ…

ଟିଚ୍‌ କନ୍ଧମାଳ: ଲାଲ ବାହାଦୁର ବିଦ୍ୟାପୀଠରେ ପାଠ ପଢ଼ାଇଲେ ବିଡିଓ ପ୍ରୀତିରଞ୍ଜନ, ସିଆଙ୍ଗବାଲିରେ ଉପଜିଲାପାଳ

ଦାରିଙ୍ଗବାଡ଼ି, ୩୧/୮ (ଅରୁଣ ସାହୁ): କନ୍ଧମାଳ ଜିଲା ରେ ଶିକ୍ଷାର ବିକାଶ ଓ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଶିକ୍ଷା ପ୍ରତି ଆଗ୍ରହ ବୃଦ୍ଧି ଉଦ୍ଦେଶ୍ୟରେ ଜିଲାର ବିଭିନ୍ନ ବିଭାଗର…

ବୈଭବଙ୍କ ବଡ଼ କାରନାମା: ନାଁରେ କଲେ ଏମିତି ରେକର୍ଡ ଯାହା ଇତିହାସରେ କେହି କରିନଥିଲେ!

ନୂଆଦିଲ୍ଲୀ, ୩୧।୮: ମାତ୍ର ୧୫ ବର୍ଷ ବୟସରେ ଭାରତୀୟ କ୍ରିକେଟରେ ଲଗାତାର ରେକର୍ଡ କରି ଚାଲିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏବେ ଦୁଲୀପ ଟ୍ରଫି ୨୦୨୬ର ସେମିଫାଇନାଲରେ ଆଉ…

୫ ବର୍ଷ ପରେ ଟିମ୍‌ଇଣ୍ଡିଆକୁ ଫେରିପାରନ୍ତି ଏହି ୩୫ ବର୍ଷୀୟ ବୋଲର୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୯।୮: ଗତ ପାଞ୍ଚ ବର୍ଷ ଧରି ଭାରତୀୟ ଦଳରୁ ବାହାରେ ଥିବା କୃଣାଲ ପାଣ୍ଡ୍ୟା ପୁଣି ଦଳକୁ ଫେରିପାରନ୍ତି। ଦଳ ପରିଚାଳନା ନିୟମିତ ଭାବରେ ନୂତନ ଖେଳାଳିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri