ବଲାଙ୍ଗୀରରେ ପହଞ୍ଚିଲା ଶ୍ରମିକ ସ୍ପେଶାଲ ଟ୍ରେନ୍‌: ଓହ୍ଲାଇଲେ ୩ଶହରୁ ଊର୍ଦ୍ଧ୍ୱ ପ୍ରବାସୀ

ବଲାଙ୍ଗୀର ଅଫିସ, ୧୪।୫- ବଲାଙ୍ଗୀର ରେଳ ଷ୍ଟେଶନରେ ଗୁରୁବାର ଦିନ ପ୍ରାୟ ୧୨ଟା ୫୦ରେ ତାମିଲନାଡୁର ତିରୁପୁରରୁ ଆସୁଥିବା ଶ୍ରମିକ ସ୍ପେଶାଲ ଟ୍ରେନ୍‌ ପହଞ୍ଚିଛି। ଏହି ଟ୍ରେନ୍‌ରେ ୩ ଶହରୁ ଊଦ୍ଧର୍‌ବ ପ୍ରବାସୀ ଆସି ଓହ୍ଲାଇଛନ୍ତି। ସେମାନଙ୍କ ସୁବିଧାଜନକ ଆଗମନ ଓ ପ୍ରତ୍ୟାଗମନ ପାଇଁ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଜିଲାପାଳ ଅରିନ୍ଦମ ଡାକୁଆ ରେଳ ଷ୍ଟେଶନରେ ଉପସ୍ଥିତ ରହି ସମସ୍ତ ବ୍ୟବସ୍ଥା ତଦାରଖ କରୁଛନ୍ତି। ସହରର କେତେକ ନିର୍ଦ୍ଦିଷ୍ଟ ଅଞ୍ଚଳରେ ସକାଳ ୯ଟାରୁ ୬ଟା ପର୍ଯ୍ୟନ୍ତ କର୍ଫ୍ୟୁ ଲଗାଯାଇଥିଲା। ଅପରାହ୍ନରେ ଆନ୍ଧ୍ର ପ୍ରଦେଶର ଗୁଣ୍ଟୂରରୁ ଆଉ ଏକ ଶ୍ରମିକ ସ୍ପେଶାଲ ଟ୍ରେନ ଆସୁଥିବାରୁ କର୍ଫ୍ୟୁ ଅବଧିକୁ ସା ୬ରୁ ରାତି ୯ଟା ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା ଉଦ୍ୟମ ଘଟଣା: ବର୍ଷେ ପରେ ୨ ନାବାଳକ ଜେଜେବିରେ ହାଜର

ଦିଗପହଣ୍ଡି, ୭।୯ (ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ବେନୁ ସାହୁଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ପ୍ରାୟ ଏକ ବର୍ଷ…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ଦାଦାବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୭।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଦାଦାବଟି ମାଗି ଜଣେ ବ୍ୟକ୍ତିଙ୍କୁ ମାଡ଼ ମାରି ହତ୍ୟା ଉଦ୍ୟମ ଓ ଟଙ୍କା ଛଡ଼ାଇ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri