ବଲାଙ୍ଗୀରରେ ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ କାର୍ଯ୍ୟକ୍ଷମ

ବଲାଙ୍ଗୀର ଅଫିସ, ୧୪।୪: ରାଜ୍ୟ ସରକାରଙ୍କ ପକ୍ଷରୁ ବଲାଙ୍ଗୀର କିସ୍‌ କ୍ୟାମ୍ପସରେ ପ୍ରତିଷ୍ଠା କରାଯାଇଥିବା ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ ମଙ୍ଗଳବାରଠାରୁ କାର୍ଯ୍ୟକ୍ଷମ ହୋଇଛି। ଏ ନେଇ ଜିଲାପାଳ ଅରିନ୍ଦମ ଡାକୁଆ ଗଣମାଧ୍ୟମ ପ୍ରତିନିଧିଙ୍କୁ ସୂଚନା ଦେଇଛନ୍ତି। ଏହି ହସ୍ପିଟାଲରେ ୧୦ ଶଯ୍ୟା ବିଶିଷ୍ଟ ଆଇସିୟୁ ଓ ୧୦ ଶଯ୍ୟା ବିଶିଷ୍ଟ ଏଚ୍‌ଡିୟୁ ସମେତ ୨ ଶହ ଶଯ୍ୟାର ବ୍ୟବସ୍ଥା ରହିଛି । ଏଥିରେ ଡାକ୍ତର ଓ ପାରା ମେଡିକାଲ ଷ୍ଟାଫ୍‌ ନିଯୁକ୍ତ ଅଉନ୍ତି। ଜିଲାର କୋଭିଡ ଆକ୍ରାନ୍ତ ରୋଗୀଙ୍କୁ ଏଠାରେ ଚିକିତ୍ସା କରାଯିବ
କିଛିଦିନ ପୂର୍ବରୁ କଳିଙ୍ଗ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସ (କିମ୍‌ସ), ଓଡ଼ିଶା ଖଣି ନିଗମ ଓ ବଲାଙ୍ଗୀର ଜିଲା ପ୍ରଶାସନ ମଧ୍ୟରେ ଏହି କୋଭିଡ ହସ୍ପିଟାଲ ପ୍ରତିଷ୍ଠା ପାଇଁ ତ୍ରିପାକ୍ଷିକ ରାଜିନାମା ସ୍ବାକ୍ଷରିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲାପାଳ ଅନନ୍ତ ନାରାୟଣ ସିଂ ଲାଗୁରୀ, ସିଡିଏମ୍‌ଓ ଡା. ନାରାୟଣ ଥନାପତି, ଡା. ଅବିନାଶ ନାୟକ, ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଜୟଦେବ ପାଣିଗ୍ରାହୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ମୁହାଁ ନିଆଁକୁ ଆୟତ୍ତ କଲେ କୁନିକୁନି ପିଲା

ପାଟଣା,୧ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଛି। ସେହି ଅନୁପାତରେ ପାଟଣା ରେଞ୍ଜରେ ପ୍ରତି ଦିନ ଜଙ୍ଗଲ ନିଆଁ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ ପଡି ବୃଦ୍ଧା ମୃତ

କୋରାପୁଟ,୧ା୫: (ଅମିତାଭ ବେହେରା ) ବୁଧବାର କୋରାପୁଟ ସହରର ହାଟ ପଦା ଅଂଚଳରେ ଏକ ଅଭାବନୀୟ ଘଟଣା ଘଟିଛି। କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ...

ପୋର୍ଟ ଭିତରୁ କୋଇଲା ଚାଲାଣ ଘଟଣା: ୫ ଜଣଙ୍କୁ ଗିରଫ କଲା ପୋଲିସ

ପାରାଦୀପ,୧ା୫(ଶରତ ରାଉତ): ପାରାଦୀପ ଆଦର୍ଶଥାନା ପୋଲିସ ୩ ଦିନର ତଦନ୍ତ ପରେ ବୁଧବାର ଚୋରା କୋଇଲା ଟ୍ରକ୍‌ ସମ୍ପର୍କରେ କାର୍ଯ୍ୟାନୁଷ୍ଠାନ ନେଇଛି। କେସ୍‌ ନଂ ୧୨୨/୨୪ରେ...

ବାଇକ୍‌ ସହ ପିଟିହେଲା ବାଇକ୍‌: ୨ ଜଣଙ୍କ ଜୀବନ ଗଲା, ୨ ଆହତ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍‌ ସହ ବାଇକ ଧକ୍କାରେ...

ଦଳିତ ପରିବାରରେ କେନ୍ଦ୍ର ମନ୍ତ୍ରୀଙ୍କ ଭୋଜନ

ଭବାନୀପାଟଣା,୧।୫ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଉଦେଶୃଙ୍ଗ ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବରେ କେନ୍ଦ୍ର ମନ୍ତ୍ରୀ ଭୁପେନ୍ଦ୍ର ସିଂହ ଯାଦବ...

ଭାଜପାରେ ଯୋଗଦେଲେ ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ

ସମ୍ବଲପୁର,୧ା୫: ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ‌ଙ୍କ ଉପସ୍ଥିତିରେ ଜିଲା ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri