ବଲୁଚିସ୍ତାନରେ ବୋମା ବିସ୍ଫୋରଣ: ୫ ମୃତ; ୩୮ ଆହତ

ଇସଲାମାବାଦ୍‌,୩୧।୭: ପାକିସ୍ତାନ ବଲୁଚିସ୍ତାନ ପ୍ରଦେଶରେ ବୋମା ବିସ୍ଫୋରଣରେ ୫ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ୩୮ରୁ ଅଧିକ ଲୋକ ଆହତ ହୋଇଥିବା କୁହାଯାଉଛି। ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରେ ୨ ଜଣ ସୁରକ୍ଷାକର୍ମୀ ଥିବା ପୋଲିସ କହିିଛି। କ୍ୱେଟା ପୋଲିସ ଷ୍ଟେଶନ ନିକଟରେ ଥିବା ବଚ୍ଚା ଖାଁ ଛକରେ ଏହି ବିସ୍ଫୋରଣ ଘଟିଥିବା ସ୍ଥାନୀୟ ପୋଲିସ ଉପମହାନିର୍ଦ୍ଦେଶକ ଅବଦୁଲ୍‌ ରଜାକ୍‌ ଚେମା ସୂଚନା ଦେଇଛନ୍ତି। ଏହାର ତଦନ୍ତ ଜାରି ରହିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତେଲଙ୍ଗାନାରେ ବର୍ବରତାର ସୀମାପାର୍, ଅଙ୍ଗନୱାଡି ଶିକ୍ଷୟିତ୍ରୀଙ୍କୁ ଗଛରେ ବାନ୍ଧି….

ହାଇଦ୍ରାବାଦ,୯।୪: ତେଲଙ୍ଗାନା ସଙ୍ଗାରେଡ୍ଡି ଜିଲାର କାଙ୍ଗଟି ମଣ୍ଡଳରେ ଅବସ୍ଥିତ ରାସୋଲ ଗାଁରୁ ଅମାନବୀୟ ଘଟଣା ସାମ୍ନାକୁ ଆସିଛି, ଯାହା ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି ।…

ସତ ହେଲା ଭାରତର କଥା: ଇରାନ ଯୁଦ୍ଧରେ ଦଲାଲ ବାହାରିଲା ପାକିସ୍ତାନ!

ଓ୍ବାଶିଂଟନ୍‌,୯।୪: ପାକିସ୍ତାନ ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ସମ୍ପର୍କରେ ନିଜକୁ ଏକ ଶାନ୍ତି ଦୂତ ଭାବରେ ଉପସ୍ଥାପନ କରୁଛି। ଏହା ଶାନ୍ତି ଆଲୋଚନା ଆୟୋଜନ କରିବା…

ବିବାହ ଭୋଜିରୁ ଫେରୁଥିବାବେଳେ ଅଘଟଣ: ଜଣେ ମୃତ,୨ ଗୁରୁତର

ମୁନିଗୁଡ଼ା,୯।୪ (ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ଲିଟିଗୁଡା ଛକ ନିକଟରେ ଗୁରୁବାର ଦୁଇ ବାଇକ ମୁହାମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ଜଣକର ମୃତ…

ବିଳମ୍ବିତ ରାତିରେ ପୂଜା ପାଆନ୍ତି ମା’ ରକ୍ଷାକାଳୀ, ୬୮ ବର୍ଷ ପୂର୍ବେ ଲୋକେ…

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ୧୯୪୯, ୫୦, ୫୧ ଓ ୫୨ ମସିହାଠାରୁ ଅନେକ ବଙ୍ଗୀୟ ଶରଣାର୍ଥୀ ପରିବାରଙ୍କୁ ଉଭୟ କେନ୍ଦ୍ର…

ପାକିସ୍ତାନର ଗୁମର ଖୋଲିଦେଲେ ଇସ୍ରାଏଲ ରାଷ୍ଟ୍ରଦୂତ: ଉଠାଇଲେ ପ୍ରଶ୍ନ

ନୂଆଦିଲ୍ଲୀ,୯।୪: ଦୁଇ ସପ୍ତାହର ଅସ୍ତ୍ରବିରତି ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଚୁକ୍ତି ହୋଇଛି। ପାକିସ୍ତାନ ସଂଘର୍ଷ ବନ୍ଦ କରିବାର ଶ୍ରେୟ ଦାବି କରୁଛି। ଏହି…

ଟଳିନି ବିପଦ: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ଜାହାଜଗୁଡିକୁ ବଡ଼ ଚେତାବନୀ ଦେଲା ଇରାନ

ତେହରାନ୍‌,୯।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ପରିବହନ କରୁଥିବା ଜାହାଜଗୁଡ଼ିକ ପାଇଁ ନୂତନ ନାଭିଗେଶନ ପରାମର୍ଶ ଜାରି କରିଛି, ଖଣି ବିପଦକୁ ଦୃଷ୍ଟିରେ ରଖି, ଜାହାଜଗୁଡ଼ିକୁ ବିକଳ୍ପ…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

ଆମେରିକା-ଇରାନ ମଧ୍ୟରେ କିପରି ଯୁଦ୍ଧବିରତି କରାଇଲା ଚାଇନା, ସାମ୍ନାକୁ ଆସିଲା ସେହି ୨୬ ଫୋନ କଲ୍‌ର ରହସ୍ୟ

ବେଜିଂ,୯।୪: ପାକିସ୍ତାନ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଯୁଦ୍ଧବିରତି ପାଇଁ ମଧ୍ୟସ୍ଥତା କରିବା ପାଇଁ ନିଜକୁ ପିଠି ଥାପୁଡ଼ାଉଛି, କିନ୍ତୁ ଏହାକୁ ହାସଲ କରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri