ବଳଦାରେ ହାତୀପଲ ଉପଦ୍ରବ: ଘର ଭାଙ୍ଗିଲେ, ଚାଉଳ ଖାଇଲେ

ଯୋଡା,୨୪ା୫,(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ବ୍ଲକ ଚମ୍ପୁଆ ରେଞ୍ଜ ଅନ୍ତର୍ଗତ ବଳଦା ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ହାତୀପଲ ଉପଦ୍ରବ କରିଛନ୍ତି। ବିଳମ୍ବିତ ରାତିରେ ହାତୀପଲ ଗୋବର୍ଦ୍ଧନ ଦେହୁରିଙ୍କ ଘର ଭାଙ୍ଗି ଦେବା ସହ ସେ ଘରେ ରଖିଥିବା ପ୍ରାୟ ୨ କୁଇଣ୍ଟାଲରୁ ଊର୍ଦ୍ଧ୍ୱ ଚାଉଳ ଖାଇ ଦେଇଥିଲେ। ଏହାସହ ଘରେ ଥିବା ବିଭିନ୍ନ ଆସବାବପତ୍ର ଭାଙ୍ଗି ନଷ୍ଟ କରିଦେଇଥିବା ଗୋବର୍ଦ୍ଧନ ଅଭିଯୋଗ କରିଛନ୍ତି। ପରେ ସ୍ଥାନୀୟ ଗ୍ରାମବାସୀ ବାଣ ଫୁଟାଇ ଲାଇଟ୍‌ ଦେଖାଇ ହାତୀପଲଙ୍କୁ ଘଉ ଡାଇଥିଲେ। ଗୋବର୍ଦ୍ଧନଙ୍କୁ କ୍ଷତିପୂରଣ ଯୋଗାଇ ଦେବାକୁ ଗ୍ରାମବାସୀ ବାମେବାରୀ ବନପାଳଙ୍କୁ ଲିଖିତ ଭାବେ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖେଳୁଖେଳୁ ପୋଖରୀରେ ପଡ଼ି ଚାଲିଗଲା ଶିଶୁକନ୍ୟାଙ୍କ ଜୀବନ

ପାଟଣା,୨୪ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଚୁଟିଆ ପଶୀ ଗ୍ରାମର ଶୁକ୍ରବାର ଅପରାହ୍ନରେ ଜଣେ ୪ବର୍ଷର ଶିଶୁକନ୍ୟାଙ୍କ ପାଣିରେ ବୁଡ଼ି ମୃତ୍ୟୁ ଘଟିଛି। ଘଟଣା…

ଚାଷଜମିକୁ ଯାଇଥିଲେ ଚାଷୀ, ଚୋଟ ମାରିଲା ସାପ, ଘରକୁ ଫେରିବା ପରେ…

ବଞ୍ଚୋ,୨୪ା୭(ପ୍ରଦୋଷ ବିଶ୍ୱାଳ): ଜଣେ ଚାଷୀ ଚାଷଜମିକୁ ଯାଇଥିବାବେଳେ ଏକ ବିଷାକ୍ତ ସାପ କାମୁଡ଼ିଥିବା ନେଇ ପରିବାର ଲୋକେ ସନ୍ଦେହ କରିଛନ୍ତି। ଆନନ୍ଦପୁର ଥାନା ବଞ୍ଚୋ ଗାଁର ଅନାମ…

ପିକଅପ୍‌ ଭ୍ୟାନ୍‌ ଧକ୍କାରେ ହାତୀ ଆହତ: ବନ ବିଭାଗ ଦ୍ୱାରା କରାଯାଉଛି ଚିକିତ୍ସା

କେନ୍ଦୁଝର,୨୪।୭ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ରେଞ୍ଜର ନରଣପୁର ସେକ୍ସନ ଅନ୍ତର୍ଗତ ବଡ଼ପଷି, ଗୋପୀନାଥପୁର ଗ୍ରାମ ନିକଟରେ ଆଜି ସକାଳେ ଏକ ୧୫ ବର୍ଷ ଅଣ୍ଡିରା…

ପାଠ୍ୟପୁସ୍ତକରେ ଗୁରୁତର ତ୍ରୁଟି: ମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲା ବିଜେଡି ଯୁବଛାତ୍ର

କେନ୍ଦୁଝର,୨୩ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟରେ ପାଠ୍ୟ ପୁସ୍ତକରେ ଗୁରୁତର ତ୍ରୁଟିକୁ ନେଇ ବିଜୁ ଜନତା ଦଳର ଯୁବ ଛାତ୍ର ଶାଖା ତରଫରୁ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛି।…

ମଣିଷ-ହାତୀ ସଂଘର୍ଷ ପ୍ରଶମନକୁ ସୁଦୃଢ଼ କରିବା ପାଇଁ ପ୍ରୟାସ

କେନ୍ଦୁଝର,୨୩ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବନଖଣ୍ଡରେ କେନ୍ଦୁଝରର ଡିଏଫ୍‌ଓ ଧନରାଜ ଏଚ୍‌ଡିଙ୍କ ଅଧ୍ୟକ୍ଷତାରେ ମଣିଷ-ହାତୀ ସଂଘର୍ଷ ପ୍ରଶମନ ଉପରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି…

ଜମିବାଡ଼ି ବିବାଦକୁ ନେଇ ଗୋଟିଏ ପରିବାର ଉପରେ ସଂଘବଦ୍ଧ ଆକ୍ରମଣ, ମେଡିକାଲରେ ଦମ୍ପତି

ହାଟଡିହୀ/ଛେନାପଦୀ,୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଧୀନ ମିଠିଗାଁ ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଗୋଟିଏ ପରିବାର ଉପରେ ସଂଘବଦ୍ଧ…

ଭଦ୍ରକରୁ ଆସି କେନ୍ଦୁଝରରେ ଚୋରି, ଆଗରପଡ଼ାରୁ ଧରାପଡ଼ିଲେ…

ହାଟଡିହୀ/ଛେନାପଦୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ପୋଲିସ ଆଗରପଡ଼ା ଥାନା ଅଞ୍ଚଳରୁ ମୋଟରସାଇକେଲ୍ ଚୋରି ଅଭିଯୋଗରେ ଜଣକୁ ଗିରଫ କରିଛି। ଆଗରପଡ଼ା…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri