ବଳାତ୍କାର ଅଭିଯୋଗ:ନେପାଳ ବାଚସ୍ପତିଙ୍କ ଇସ୍ତଫା

କାଠମାଣ୍ଡୁ,୨ା୧୦(ପି.ଟି.): ଜଣେ ମହିଳା କର୍ମଚାରୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ନେପାଳ ପାର୍ଲାମେଣ୍ଟର ବାଚସ୍ପତି କ୍ରିଷ୍ଣ ବାହାଦୁର ମହାରା ମଙ୍ଗଳବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ଉପବାଚସ୍ପତି ଶିବମୟ ତୁମ୍ବହାମ୍ଫେଙ୍କୁ ପ୍ରଦାନ କରିଛନ୍ତି। ଅଭିଯୋଗର ସତ୍ୟତା ନାହିଁ ଓ ନିରପେକ୍ଷ ତଦନ୍ତ ଲାଗି ନିଜ ପଦରୁ ଇସ୍ତଫା ଦେଇଥିବା ମହାରା ପ୍ରକାଶ କରିଛନ୍ତି। ଅନ୍ୟପକ୍ଷରେ ହମ୍‌ରୋ କୁରା ନିମ୍ନୀ ମହିଳା କର୍ମଚାରୀ ଅଭିଯୋଗ ଆଣି କହିଛନ୍ତି, ଗତ ୨୩ ତାରିଖରେ ସେ ଘରେ ଏକୁଟିଆ ଥିବାବେଳେ ମହାରା ଆସି ବଳାତ୍କାର କରିଥିଲେ। ଏଭଳି ଅଭିଯୋଗ ପରେ ନେପାଳ କମ୍ୟୁନିଷ୍ଟ ପାର୍ଟି ସେକ୍ରେଟାରିଏଟ୍‌ ବାଚସ୍ପତିଙ୍କ ଇସ୍ତଫା ଦାବି କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍କନ୍‌ର ଅଦିନିଆ ରଥଯାତ୍ରା: ରାଷ୍ଟ୍ରପତିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି ମହାରାଜା

ଭୁବନେଶ୍ୱର, ୬ା୬ (ବନ୍ଦନା ସେଠୀ):ବାରମ୍ବାର ବାରଣ ଏବଂ ଅନୁରୋଧ କରିବା ପରେ ବି ନିଜ ଜିଦ୍‌ରେ ଅଟଳ ରହିଛି ଇସ୍କନ୍‌। ବିଦେଶରେ ବର୍ଷର ବିଭିନ୍ନ ସମୟରେ ରଥଯାତ୍ରା…

ପଶ୍ଚିମବଙ୍ଗରେ ଟିଏମସି ସଂକଟ ବଢ଼ିଲା, କଂଗ୍ରେସ ଶିବିରରେ ଖୁସିର ଲହରୀ,ଜାଣନ୍ତୁ କାହିଁକି

କୋଲକାତା,୬।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପରାଜୟ ପରେ, ଟିଏମସି ଭାଙ୍ଗିଯାଇଛି। ମମତା ବାନାର୍ଜୀଙ୍କ ସମ୍ମୁଖରେ ଦଳକୁ ଏକ ରଖିବାର ଚ୍ୟାଲେଞ୍ଜ ରହିଛି, ଯେତେବେଳେ ନେତାମାନେ ଦଳ ଛାଡି…

ଭାରତ ପାଇଁ ଖୁସିଖବର: ରୁଷିଆ ଯୋଗାଇବ…

ସେଣ୍ଟ ପିଟର୍ସବର୍ଗ,୬ା୬ (ପି.ଟି.): ଭାରତକୁ ୫ମ ପିଢ଼ି ଯୁଦ୍ଧବିମାନ ସୁଖୋଇ ଏସ୍‌ୟୁ-୫୭ ଯୋଗାଇଦେବା ପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ପ୍ରସ୍ତାବ ଦେଇଛନ୍ତି। ଏହି ଯୁଦ୍ଧବିମାନ ଭାରତରେ…

ନୂଆ ରାଜନୈତିକ ଆନ୍ଦୋଳନ ଆରମ୍ଭକଲେ ଆନ୍ନାମଲାଇ

ଚେନ୍ନାଇ,୬ା୬: ତାମିଲନାଡୁ ଭାଜପାର ପୂର୍ବତନ ସଭାପତି କେ. ଆନ୍ନାମଲାଇଙ୍କ ଇସ୍ତଫାପତ୍ରକୁ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଗ୍ରହଣ କରିବା ପରେ ସେ ‘ଓ୍ବି ଦି ଲିଡର୍ସ’…

ବରିଷ୍ଠ ଶିଶୁ ବିଶେଷଜ୍ଞ ପଲଉ ପ୍ରଧାନଙ୍କ ପରଲୋକ: ଅନେକଙ୍କ ପାଇଁ ଥିଲେ ଆଶାର ଆଲୋକ

ଭବାନୀପାଟଣା,୬।୬(ଉତ୍ତମ କୁମାର ଦାଶ):ବରିଷ୍ଠ ଶିଶୁ ବିଶେଷଜ୍ଞ ତଥା ଅବସରପ୍ରାପ୍ତ ଡାକ୍ତର ପଲଉ ପ୍ରଧାନ (୭୦)ଙ୍କ ଶନିବାର ସକାଳେ ପରଲୋକ ହୋଇଯାଇଛି। ତାମିଲନାଡୁର କୋଏମ୍ବାଟୁରର ଏକ ହୋଟେଲରେ ହୃଦଘାତ…

ଆଗ ଥଇଥାନ, ପରେ ଉଚ୍ଛେଦ କର: ସୁଇପର କଲୋନୀବାସୀ ଜିଲାପାଳଙ୍କୁ ଫେରାଦ

ବରଗଡ଼,୬।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ପୌରାଞ୍ଚଳରେ ଉଚ୍ଛେଦ ଅଭିଯାନ ଜାରି ରହିଛି। ପର୍ଯ୍ୟାୟକ୍ରମେ ଏହି ପୌରାଞ୍ଚଳର ଗୋଟିଏ ୱାର୍ଡରୁ ଅନ୍ୟ ୱାର୍ଡ଼ରେ ଉଚ୍ଛେଦ ପ୍ରକ୍ରିୟା ଚାଲିଛି। ତେବେ ଉଚ୍ଛେଦ ପୂର୍ବରୁ…

ଧାନ ଶୀଘ୍ର ନ ଉଠିଲେ ଆନ୍ଦୋଳନ: ଚାଷୀଙ୍କ ଚେତାବନୀ

ବରଗଡ଼,୬।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ମାତ୍ର ୪ଦିନ ପରେ ଏହି ପ୍ରକ୍ରିୟାକୁ ମାସେ ପୂରିବ। ହେଲେ ଏପର୍ଯ୍ୟନ୍ତ ଧାନ ବିକ୍ରିବଟା…

ଶୌଚ ପାଇଁ ଯାଇଥିଲେ ଜମୁନା, ହଠାତ୍‌ ମାଡ଼ିଆସିଲା ହାତୀ: ଆଉ ତା’ପରେ ଯାହା ଘଟିଲା…

ବଣାଇଁ,୬।୬(ପ୍ରଦୀପ ତ୍ରିପାଠୀ):ସୁନ୍ଦରଗଡ ଜିଲା ବଣାଇଁ ଉପଖଣ୍ଡ ତଥା ରାଉରକେଲା ବନଖଣ୍ଡର ବାଙ୍କି ବନାଞ୍ଚଳରେ ଏକ ଛଅ ଟିକିଆ ହାତୀପଲ ଘୁରି ବୁଲୁଥିବାବେଳେ ବନ ବିଭାଗ ତାଙ୍କୁ ଘଡାଇଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri