Posted inଜାତୀୟ

ବଳାତ୍କାର ପୀଡ଼ିତା ନାବାଳିକାଙ୍କ ସହାୟତା କରନ୍ତୁ କେନ୍ଦ୍ର ସରକାର: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୨୫।୭: କେନ୍ଦ୍ର ସରକାର ବଳାତ୍କାର ପୀଡ଼ିତା ନାବାଳିକାଙ୍କ ସହାୟତା କରନ୍ତୁ ବୋଲି ସୁପ୍ରିମ୍‌କୋର୍ଟ ଗୁରୁବାର କହିଛନ୍ତି। ବାଳ ଯୌନ ଶୋଷଣ ମାମଲାର ବିଚାର କରି ସର୍ବୋଚ୍ଚ ନ୍ୟାୟାଳୟ ଏଭଳି ପରାମର୍ଶ ଦେଇଛନ୍ତି। ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ଦ୍ୱାରା ଗଠିତ ଖଣ୍ଡପୀଠ ଏଭଳି ମାମଲାର ଶୁଣାଣି ତଥା ବିଚାର ଶୀଘ୍ର କରାଯିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ଏହା ସହିତ ରାଜ୍ୟରେ କାହିଁକି ଶିଶୁଙ୍କୁ ଯୌନ ଶୋଷଣରୁ ସୁରକ୍ଷା ଦେଉଥିବା ଆଇନର ପ୍ରଣୟନ କରାଯାଇ ନାହିଁ ସେ ନେଇ ଉତ୍ତରପ୍ରଦେଶ ସରକାରଙ୍କୁ ସୁପ୍ରିମ୍‌କୋର୍ଟ ତାଗିଦ୍‌ କରିଛନ୍ତି। ସେହିପରି ସର୍ବୋଚ୍ଚ ନ୍ୟାୟାଳୟ କେନ୍ଦ୍ର ସରକାରଙ୍କୁ ମଧ୍ୟ ତାଗିଦ୍‌ କରି କହିଛନ୍ତି ଯେ, ଏହି ମାମଲାରେ କାହିଁକି ସୋଲିସିଟର ଜେନେରାଲ କୋର୍ଟରେ ଉପସ୍ଥିତ ହୋଇ ନାହାନ୍ତି। ଏଭଳି ମାମଲାକୁ ଗୁରୁତର ଭାବେ ବିଚାର କରାଯିବାର ଆବଶ୍ୟକତା ଥିବା କୋର୍ଟ ସୂଚିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri