ବଳାତ୍କାରୀଙ୍କୁ ୧୦ ବର୍ଷ ଜେଲ

ଫୁଲବାଣୀ ଅଫିସ,୬ା୧୧: ଏକ ବଳାତ୍କାର ମାମଲାର ବିଚାର କରି ଫୁଲବାଣୀ ସହକାରୀ ଦୌରାଜଜ୍‌ ସୌଭାଗ୍ୟ ରଞ୍ଜନ ସ୍ବାଇଁ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ୧୦ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୫ ହଜାର ଟଙ୍କା ଜରିମାନା ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହା ଅନାଦେୟ ଅଧିକ ଅଢ଼େଇ ବର୍ଷ ଜେଲ ଭୋଗିବାକୁ ରାୟରେ କୋର୍ଟ ଉଲ୍ଲେଖ କରିଛନ୍ତି। ଅଭିଯୁକ୍ତ ହେଲେ ଦାରିଙ୍ଗବାଡି ଥାନା ଅଞ୍ଚଳର ରାମସିଂ ପ୍ରଧାନ ା ୨୦୧୫ ମେ ୨୧ ତାରିଖରେ ଦାରିଙ୍ଗବାଡି ଥାନା ଅଞ୍ଚଳର ଜଣେ ବିଧବା ମହିଳା (୩୨) ଜଙ୍ଗଲକୁ କାଠ ଆଣିବାକୁ ଯାଇଥିଲେ ା ରାମସିଂ ସେଠାରେ ପହଞ୍ଚି ତାଙ୍କୁ ଛୁରି ଦେଖାଇ ପାଟିକଲେ ଜୀବନରେ ମାରିଦେବାକୁ ଧମକ ଦେଇ ବଳାତ୍କାର କରିଥିଲେ ା ରାମସିଂ ଏପରି ଭୟଭୀତ କରି ଆଉ ୨/୩ ଥର ବଳାତ୍କାର କରିଥିଲେ ମଧ୍ୟ ଭୟରେ ମହିଳା ଜଣକ କାହାରିକୁ ଏ ବିଷୟରେ କହି ନ ଥିଲେ ା ପରେ ସେ ଗର୍ଭବତୀ ହୋଇଥିବା ଜାଣିବାରୁ ୨୦୧୫ ଅକ୍ଟୋବର ୧୫ରେ ଦାରିଙ୍ଗବାଡି ଥାନାରେ ଏତଲା ଦେଇଥିଲେ ା ପୋଲିସ ନଂ.୧୧୫/୧୫ରେ ଏକ ମାମଲା ରୁଜୁ କରି ରାମସିଂଙ୍କୁ ଗିରଫ କରି କୋର୍ଟଚଲାଣ କରିଥିଲା ା ଉପଯୁକ୍ତ ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି ବିଚାରପତି ଉପରୋକ୍ତ ରାୟ ଶୁଣାଇଛନ୍ତି। ସରକାରଙ୍କ ପକ୍ଷରୁ ଅତିରିକ୍ତ ପିପି ପ୍ରତାପ କୁମାର ପାତ୍ର ମାମଲା ପରିଚାଳନା କରୁଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ବଳାତ୍କାର, ହତ୍ୟା ଅଭିଯୋଗରେ ଜଣଙ୍କୁ ପିଟି ମାରିଦେଲେ

ବାରୁଇପୁର(ପଶ୍ଚିମବଙ୍ଗ),୭।୭: ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଜିଲା ଅନ୍ତର୍ଗତ ବାରୁଇପୁର ଅଞ୍ଚଳରେ ଜଣେ ୧୧ ବର୍ଷୀୟା ବାଳିକାଙ୍କ ମୃତଦେହ ରବିବାର ମିଳିବା ପରେ ତାଙ୍କୁ ବଳାତ୍କାର ପରେ…

ଟ୍ରମ୍ପ-ମେଲୋନିଙ୍କ ଫଟୋ ଦେଖି ରାଗିଗଲା ଇଟାଲୀ! ‘ଲୋକ ଆସନ୍ତି ଆଉ …’

ରୋମ,୭।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନିଙ୍କ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇଟାଲୀ ଟ୍ରମ୍ପଙ୍କ ଏକ ନୂତନ ଆକ୍ରମଣର ଜବାବ…

ବେଳାଭୂମି ଅବକ୍ଷୟ ପ୍ରସଙ୍ଗ:ଜିଲାପାଳଙ୍କ ପ୍ରତିଶ୍ରୁତି ପରେ ଆନ୍ଦୋଳନ ସ୍ଥଗିତ

ଗଞ୍ଜାମ,୬।୭(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହେଉଛି ସମୁଦ୍ର l ସମୁଦ୍ରର ଉଚ୍ଚ ଜୁଆର ଯୋଗୁ ଗୋଖର କୁଦାଠାରୁ ପୋଡମ ପେଟା, ବଟେଶ୍ୱର ବେଳାଭୂମି ଦେଇ ପ୍ରାୟଗି…

ରୋନାଲ୍ଡୋଙ୍କ ବିଶ୍ୱକପ୍‌ ସ୍ବପ୍ନ ଶେଷ: ବିଶ୍ୱକପ୍‌ରୁ ବିଦା ହେଲା ପର୍ତ୍ତୁଗାଲ

ଆର୍ଲିଂଟନ,୭ା୭:ଇଞ୍ଜୁରି ଟାଇମ୍‌ରେ ମିକେଲ ମେରିନୋଙ୍କ ଗୋଲ ବଳରେ ସୋମବାର ରାତିରେ ଅନୁଷ୍ଠିତ ଚଳିତ ବିଶ୍ୱକପ୍‌ର ଏକ ପ୍ରି-କ୍ୱାର୍ଟର ଫାଇନାଲରେ ସ୍ପେନ ୧-୦ ଗୋଲରେ ପର୍ତ୍ତୁଗାଲକୁ ପରାସ୍ତ କରି…

ବନ ମହୋତ୍ସବରେ, ଚାରା ରୋପଣ କଲେ ବ୍ରହ୍ମପୁର ବନଖଣ୍ଡ ଅଧିକାରୀ

ଦିଗପହଣ୍ଡି,୭।୭(ଅଶେଷ ନାଥ ମିଶ୍ର):  ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଆନୁକୂଲ୍ୟରେ ୭୭ ତମ ବନ ମହୋତ୍ସବ ସପ୍ତାହ ପାଳନ ହୋଇଯାଇଛି । ସୋମବାର ଦିଗପହଣ୍ଡି…

‘ଏଲ୍‌ ନିନୋ’ ପ୍ରଭାବ: ଭାରତରେ ସୃଷ୍ଟି ହୋଇପାରେ ବଡ଼ ବିଦ୍ୟୁତ୍‌ ସଙ୍କଟ

ନୂଆଦିଲ୍ଲୀ,୭ା୭(ପି.ଟି.):ଚଳିତ ବର୍ଷ ବିଶ୍ୱ ପାଣିପାଗରେ ଦେଖାଦେଇଥିବା ‘ଏଲ୍‌ ନିନୋ’ର ସବୁଠାରୁ ମାରାତ୍ମକ ପ୍ରଭାବ ଭାରତର ଶକ୍ତି ବ୍ୟବସ୍ଥା ଉପରେ ପଡ଼ିବାକୁ ଯାଉଛି। ଅନ୍ତର୍ଜାତୀୟ ଗବେଷଣା ସଂସ୍ଥା ‘ସେଣ୍ଟର…

ପ୍ରବଳ ବର୍ଷାରେ ମୁମ୍ବାଇ ବେହାଲ;ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ, ୧୩ ମୃତ

ମୁମ୍ବାଇ,୭।୭: ମୁମ୍ବାଇ ଓ ଆଖପାଖ ଜିଲାରେ ୩/୪ ଦିନ ହେଲା ପ୍ରବଳ ବର୍ଷା ଲାଗିରହିଥିବାବେଳେ ଦେଶର ଆର୍ଥିକ ରାଜଧାନୀ ଏକପ୍ରକାର ଅଚଳ ହୋଇଯାଇଛି। ବର୍ଷାଜନିତ ଘଟଣାରେ ୧୩ଜଣଙ୍କ…

ଝାଡ଼ଖଣ୍ଡ ଉପରେ ଅବପାତ ସକ୍ରିୟ: ଆଜିଠୁ କମିବ ବର୍ଷା

ଭୁବନେଶ୍ୱର,୭।୭(ବନ୍ଦନା ସେଠୀ):ଦକ୍ଷିଣ ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଘଣ୍ଟାପ୍ରତି ପ୍ରାୟ ୨୫କି.ମି. ବେଗରେ ଗତି କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri