Posted inଜାତୀୟ

‘ବଳାତ୍କାରୀଙ୍କୁ ୬ ମାସରେ ଫାଶୀ ଲାଗି ଆଇନ ହେଉ’

ନୂଆଦିଲ୍ଲୀ,୪ା୧୨: ହାଇଦ୍ରାବାଦରେ ମହିଳା ଡାକ୍ତରଙ୍କୁ ଗଣବଳାତ୍କାର ପରେ ପୋଡ଼ି ମାରିଦେବା ଘଟଣାକୁ ନେଇ ଦେଶବ୍ୟାପୀ ପ୍ରତିବାଦ କରାଯାଉଥିବାବେଳେ ଦିଲ୍ଲୀ ମହିଳା ଆୟୋଗର ଅଧ୍ୟକ୍ଷା ସ୍ବାତି ମାଲିଓ୍ବାଲ ୬ ମାସ ମଧ୍ୟରେ ବଳାତ୍କାରୀଙ୍କୁ ଫାଶୀ ଦେବା ଲାଗି ସରକାର ଆଇନ ଆଣିବାକୁ ଦାବି କରିଛନ୍ତି। ସେ ଟୁଇଟ କରି ଏହା କହିବା ପରେ ଆମରଣ ଅନଶନ ଲାଗି ଧମକ ଦେଇଛନ୍ତି। ୪ରୁ ଜନ୍ତରମନ୍ତରଠାରେ ଆମରଣ ଅନଶନ କରାଯିବ ବୋଲି ସେ ଘୋଷଣା କରି ମହିଳାଙ୍କ ସୁରକ୍ଷା ଗ୍ୟାରେଣ୍ଟି ନିହାତି ଆବଶ୍ୟକ ଥିବା ସ୍ବାତି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମର୍ମନ୍ତୁଦ ଦୁର୍ଘଟଣା: ବସ୍‌-ଟ୍ରକ୍‌ ଧକ୍କାରେ ୧୧ ମୃତ

ଦକ୍ଷିଣ ବ୍ରାଜିଲ, ୩।୧: ଶୁକ୍ରବାର ଦକ୍ଷିଣ ବ୍ରାଜିଲରେ ଏକ ଯାତ୍ରୀବାହୀ ବସ୍‌ ଏବଂ ବାଲି ବୋଝେଇ ଟ୍ରକ୍‌ ମଧ୍ୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।...

ଯୌନ ନିର୍ଯାତନା ଦେଉଥିଲେ ସାର୍‌, ସାମ୍ନାକୁ ଆସିଲା ଛାତ୍ରୀଙ୍କ ମୃତ୍ୟୁ ପୂର୍ବର ଭିଡିଓ, ପ୍ରଫେସରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ

ଧର୍ମଶାଳା,୩ା୧: ହିମାଚଳପ୍ରଦେଶର ଧର୍ମଶାଳାରେ ଥିବା ଏକ କଲେଜର ଦ୍ୱିତୀୟ ବର୍ଷର ଛାତ୍ରୀଙ୍କୁ ର଼୍ୟାଗିଂ ଏବଂ ଯୌନ ନିର୍ଯାତନା ଫଳରେ ତାଙ୍କର ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି।...

କୋହଲିଙ୍କ ପରେ ଏବେ ଶୁବମନ ଗିଲଙ୍କ ପ୍ରଶଂସକଙ୍କୁ ବଡ଼ ଝଟକା: BCCI ନେଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୩।୧: ଡିସେମ୍ବର ୨୪ ତାରିଖରେ ବିଜୟ ହଜାରେ ଟ୍ରଫିରେ ଦିଲ୍ଲୀ ପାଇଁ ପଡ଼ିଆକୁ ଓହ୍ଲାଇବା ସମୟରେ, ପ୍ରଶଂସକମାନେ ବହୁତ ଆଶା ରଖିଥିଲେ। ପ୍ରଶଂସକମାନେ କୋହଲିଙ୍କୁ ଦେଖିବାକୁ...

ଚଢା ଦରରେ ବିକ୍ରି ହେଉଛି ବିଦେଶୀ ମଦ: ବୋତଲ ପିଛା…

ନୂଆପଡ଼ା/କୋମନା,୩ା୧(ମକାରୁ ବେମାଲ/ମହେଶ ବାଗ):ଇଂରାଜୀ ନବବର୍ଷକୁ ସ୍ବାଗତ ଜଣାଇ ଚାରିଆଡେ ଉତ୍ସାହର ମାହୋଲ ଦେଖାଦେଇଥିଲା। ଏହାର ସୁଯୋଗ ନେଇ କୋମନାଠାରେ ଥିବା ବିଦେଶୀ ମଦ ଦୋକାନ ଚଢାଦରରେ...

ଆଜିଠାରୁ ମାଘ ମେଳା ଆରମ୍ଭ: ପୁଣ୍ୟ ପାଇବା ସହ ସମସ୍ୟା ଦୂର କରିବାକୁ ଚାହୁଁଥିଲେ ଘରେ କରନ୍ତୁ ଏହି ୩ ଉପାୟ…

ମାଘ ମେଳାକୁ ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଏବଂ ଗୁରୁତ୍ୱପୂର୍ଣ୍ଣ ଘଟଣା ମଧ୍ୟରୁ ଗୋଟିଏ ଭାବରେ ବିବେଚନା କରାଯାଏ, ଯାହା ପ୍ରତିବର୍ଷ ଉତ୍ତର ପ୍ରଦେଶର ପ୍ରୟାଗରାଜରେ...

ଧନୁଯାତ୍ରା ସମୟରେ ବରଗଡ଼ରେ ଚାଞ୍ଚଲ୍ୟ: ଗଳାକାଟି ଯୁବକଙ୍କୁ ହତ୍ୟା କଲେ…

ମଥୁରାନଗରୀ,୩।୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ବରଗଡ଼ ସହର ଉତ୍ସବମୁଖର ହୋଇ ପଡିଥିବାବେଳେ ଶୁକ୍ରବାର ବିଳମ୍ବିତ ରାତିରେ ନିକଟସ୍ଥ ଘୁଲିପାଲିରେ ଜଣେ...

ଡ୍ୟୁଟି ସାରି ବାଇକରେ ଘରକୁ ଫେରୁଥିଲେ ହୋମଗାର୍ଡ, ବାଟରେ ଘଟିଲା…

ବଲାଙ୍ଗୀର, ୩।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସୋନପୁର ୫୭ ନମ୍ବର ଜାତୀୟ ରାଜପଥର ମଲମଣ୍ଡା-ରଣ୍ଡା ଗାଁ ମଝିରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଦୁର୍ଘଟଣା ଘଟିଛି।...

ପାରିବାରିକ ଉତ୍ତରଦାୟିତ୍ୱ

ମାନବର ଅତ୍ୟଧିକ ମାଦକ ଦ୍ରବ୍ୟ ସେବନ ଏବଂ ଅମାନବୀୟ ଚାରିତ୍ରିକ ସ୍ଖଳନ ସମାଜର ମେରୁଦଣ୍ଡକୁ ଭାଙ୍ଗିବାକୁ ବସିଛି। କିଛି ପରିବାରରେ ଏହା ଆଭିଜାତ୍ୟର ରୂପ ନେଇସାରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri