ବସ ରୋକି ଯାତ୍ରୀଙ୍କୁ ଗୁଳି କରି ହତ୍ୟା କଲେ ଅଜଣା ବ୍ୟକ୍ତି

ଇସଲାମାବାଦ୍‌,୧୮।୪: ପାକିସ୍ତାନରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ବାଲୁଚିସ୍ତାନ ରାଜମାର୍ଗରେ ୫-୬ ଯାତ୍ରୀବାହୀ ବସ୍‌କୁ କେତେକ ଅଜଣା ବ୍ୟକ୍ତି ଅଟକାଇଥିଲେ। ଯାତ୍ରୀମାନଙ୍କୁ ବାହାରକୁ ଆଣି ଆଖିବୁଜା ଗୁଳି ଚଳାଇଥିଲେ। ଏଥିରେ ୧୪ ଜଣଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ଅନେକ ଲୋକ ଆହତ ହୋଇଥିବା କୁହାଯାଉଛି। ମୃତକଙ୍କ ସଂଖ୍ୟା ବଢ଼ିବାର ଆଶଙ୍କା ରହିଛି ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ହୋର୍ମୁଜ ଷ୍ଟ୍ରେଟ୍‌’ରେ ଭାରତର ଦବଦବା! ଇରାନ ରାଷ୍ଟ୍ରଦୂତ ଦେଲେ ବଡ଼ ସଂକେତ, କିଛି ସମୟରେ ବଡ଼ ଘୋଷଣା…  

ନୂଆଦିଲ୍ଲୀ,୧୩।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ବଢୁଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ଭାରତ ପାଇଁ ଏକ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ପାରସ୍ୟ ଉପସାଗରରେ ଜାରି…

ଆମେରିକାର ବଡ଼ ଦାବି: ଇରାନର ନୂଆ ସର୍ବୋଚ୍ଚ ନେତା ମୋଜତାବା ଗୁରୁତର ଆହତ

ୱାଶିଂଟନ୍‌,୧୩।୩: ଆମେରିକାର ପ୍ରତିରକ୍ଷା ସଚିବ ପିଟ୍‌ ହେଗସେଠ୍‌ ଏକ ବଡ଼ ଦାବି କରିଛନ୍ତି। ଇରାନର ନୂଆ ସୁପ୍ରିମ ଲିଡର ମୋଜତାବା ଖାମନେଇ ଗୁରୁତର ଆହତ ହୋଇଥିବା ଏକ…

ଆତ୍ମସମର୍ପଣ କରିବ ଇରାନ: ରାଷ୍ଟ୍ରପତି ଟ୍ରମ୍ପଙ୍କ ସାହସିକ ଦାବି

ଓ୍ବାଶିଂଟନ୍‌,୧୩।୩:ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ G7 ନେତାଙ୍କ ସହ ଏକ ଭର୍ଚୁଆଲ ବୈଠକ କରିଛନ୍ତି। ଏହି ବୈଠକ ସମୟରେ ଇରାନ ଏବେ ଆତ୍ମସମର୍ପଣ କରିବାକୁ ଯାଉଛି। ଇରାନର…

ବଡ଼ ଯୁଦ୍ଧ ପାଇଁ ପ୍ରସ୍ତୁତ ହେଉଛି ଚାଇନା? ସାଟେଲାଇଟରୁ ଆସିଲା ସାଂଘାତିକ ଫଟୋ…

ବେଜିଂ,୧୩।୩: ଚାଇନା ଏବେ ଏସିଆରେ ଏକ ବଡ଼ ଯୁଦ୍ଧ ପାଇଁ ପ୍ରସ୍ତୁତ ହେଉଛି। ଏହି ସୂଚନା ପୂର୍ୱ ଚୀନ ସାଗରର ଏକ ସାଟେଲାଇଟ ଚିତ୍ରରୁ ଆସିଛି। ଏହି…

ଇରାନ ବିରୋଧରେ ପାକିସ୍ତାନ? ସାଉଦି ଆରବକୁ ପୂର୍ଣ୍ଣ ସମର୍ଥନ ଦେଇ କ୍ରାଉନ ପ୍ରିନ୍ସଙ୍କୁ ଭେଟିବାକୁ ପହଞ୍ଚିଲେ ଶେହବାଜ ସରିଫ

ରିୟାଦ,୧୩।୩: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ସାଉଦି ଯୁବରାଜ ମହମ୍ମଦ ବିନ ସଲମାନଙ୍କ ସହ ଏକ ସ୍ବତନ୍ତ୍ର ସାକ୍ଷାତ କରିଥିଲେ। ଏହି ସାକ୍ଷାତ ଜେଦ୍ଦାରେ ହୋଇଥିଲା। ଆଲୋଚନା…

ବଡ଼ ଧମକ ଦେଲାଣି ଇରାନ! ବୋମା ପକାଇ ଉଡାଇ ଦେବ ଗ୍ୟାସ ସହ ତେଲ ଡିପୋ, ଆମେରିକାକୁ କହିଲା…

ତେହରାନ୍‌,୧୩।୩: ଇରାନ ଆମେରିକାକୁ ଏକ ଚେତାବନୀ ଦେଇଛି, ଯେଉଁଥିରେ କୁହାଯାଇଛି ଯେ ଏହା ଆମେରିକାକୁ ତା’ର କାର୍ଯ୍ୟ ପାଇଁ ପଶ୍ଚାତାପ କରିବାକୁ ବାଧ୍ୟ କରିବ। ଇରାନ ଘୋଷଣା…

୧୪ ଦିନରେ ଯୁଦ୍ଧ, କାହାର ସାମରିକ ରଣନୀତି ପ୍ରଭାବଶାଳୀ ଜାଣନ୍ତୁ…

ତେହରାନ,୧୩।୩: ଆମେରିକା ଫେବୃଆରୀ ୨୮ରେ ଇରାନ ବିରୋଧରେ ଅପରେଶନ ଏପିକ୍‌ ଫ୍ୟୁରି ଆରମ୍ଭ କରିଥିଲା। ଏଥିରେ ଇରାନ ପ୍ରତିରକ୍ଷା ମନ୍ତ୍ରୀଙ୍କ ସମେତ ଅନେକ ଶୀର୍ଷ ଜେନେରାଲଙ୍କୁ ହତ୍ୟା…

ଯୁଦ୍ଧର ଘଡ଼ିସନ୍ଧି ମୁହୂର୍ତ୍ତରେ ଭାରତର ସାହାଯ୍ୟ ମାଗିଲା ଇରାନ, ବଡ଼ ପ୍ରତିଶ୍ରୁତି ଦେଇ ଜୟଶଙ୍କର କହିଲେ ଆମେ…

ନୂଆଦିଲ୍ଲୀ/ତେହରାନ,୧୩ା୩: ଯୁଦ୍ଧର ଘଡ଼ିସନ୍ଧି ମୁହୂର୍ତ୍ତରେ ଭାରତର ସାହାଯ୍ୟ ମାଗିଛି ଇରାନ।  ବର୍ତ୍ତମାନର ଆଞ୍ଚଳିକ ଏବଂ ଅନ୍ତର୍ଜାତୀୟ ପରିସ୍ଥିତି ଉପରେ ଇରାନ ଏବଂ ଭାରତ ଉଚ୍ଚସ୍ତରୀୟ ଆଲୋଚନା କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri