Posted inଜାତୀୟ

ବସିର୍‌ହାଟ ହିଂସା: ଭାଜପା ପାଳନ କଲା କଳା ଦିବସ

କୋଲକତା, ୧୦।୬: ପଶ୍ଚିମବଙ୍ଗ ଉତ୍ତର ୨୪ ପ୍ରଗଣା ଜିଲା ବସିରହାଟ୍‌ର ସନ୍ଦେଶଖାଲିସ୍ଥିତ ନଜତ୍‌ ଅଞ୍ଚଳରେ ଦଳୀୟ ପତାକାକୁ କେନ୍ଦ୍ର କରି ଭାଜପା କର୍ମୀଙ୍କୁ ଗୁଳି କରି ହତ୍ୟା କରାଯିବା ପରେ ଏଠାରେ ସୋମବାର କଳାଦିବସ ପାଳନ କରାଯାଇଛି। ରାଜ୍ୟରେ କଶ୍ମୀର ଭଳି ସ୍ଥିତି ସୃଷ୍ଟି ହୋଇଥିବା ଭାଜପା ଅଧ୍ୟକ୍ଷ ଦିଲ୍ଲୀପ ଘୋଷ କହିଛନ୍ତି। ଅପରାଧୀମାନେ ଆଇନକୁ ଖାତିର ନ କରି ଏଭଳି କରୁଥିବା ସେ ଅଭିଯୋଗ କରିଛନ୍ତି। ରାଜ୍ୟରେ ସ୍ଥିତି ନିୟନ୍ତ୍ରଣରେ ରହିଥିବା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ଅବଗତ କରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ପଟେ ଯୁଦ୍ଧକୁ ନେଇ ଆମେରିକା ଶାନ୍ତି ଆଲୋଚନା କରୁଥିବା ବେଳେ, ଅନ୍ୟପଟେ ଗୋଟିଏ ଟେବୁଲରେ ବସିବାକୁ ପ୍ରସ୍ତୁତ ଭାରତ-ଆମେରିକା, ଜାଣନ୍ତ ବଡ଼ କାରଣ

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ମଧ୍ୟରେ, ଭାରତ ଏବଂ ଆମେରିକା ସୋମବାର (ଏପ୍ରିଲ ୨୦) ୱାଶିଂଟନରେ ଏକ ନୂତନ ପର୍ଯ୍ୟାୟ ବାଣିଜ୍ୟ ଆଲୋଚନା ଆରମ୍ଭ କରିବାକୁ ଯାଉଛନ୍ତି।…

ଓଲଟିଲା ଯାତ୍ରୀବାହୀ ବସ, ୧୫ ମୃତ

ଉଧମପୁର,୨୦।୪: ଜମ୍ମୁ କଶ୍ମୀରର ଉଧମପୁରରେ ଏକ ବଡ଼ ଦୁଃଖଦ ଘଟଣା ଘଟିଛି। ଉଧମପୁର ରାମନଗରର କାଗୋଟ ଅଞ୍ଚଳରେ ଏକ ଯାତ୍ରୀବାହୀ ବସ ଓଲଟି ପଡ଼ିଛି ଏବଂ ରିପୋର୍ଟ…

ନୀତୀଶଙ୍କ ପରେ ସମ୍ରାଟ ସରକାରଙ୍କ ବଡ଼ ନିଷ୍ପତ୍ତି, ମାଲାମାଲ ହେବେ ମହିଳା

ପାଟନା,୨୦।୪: ମହିଳାମାନଙ୍କୁ ଆତ୍ମନିର୍ଭରଶୀଳ କରିବା ଲକ୍ଷ୍ୟରେ ବିହାରରେ ଚାଲିଥିବା ମୁଖ୍ୟମନ୍ତ୍ରୀ ମହିଳା ନିଯୁକ୍ତି ଯୋଜନା ଏବେ ଗ୍ରାଉଣ୍ଡରେ ସ୍ପଷ୍ଟ ଫଳାଫଳ ଦେଖାଇବା ଆରମ୍ଭ କରିଛି। ବହୁ ସଂଖ୍ୟକ…

ବନ୍ଧୁ ନୁହେଁ

ଇରାନ୍‌ର ହର୍ମୁଜ ଜଳପଥ ଖୋଲାଯିବାର ଦିନକ ପରେ ପୁଣି ଏହାକୁ ବନ୍ଦ କରିଦିଆଗଲା। ଏପରିକି ଭାରତର ଦୁଇଟି ଜାହାଜ ଉପରେ ଇରାନ୍‌ ନୌସେନାର ଗୁଳିବର୍ଷଣ ଭାରତ ସରକାରଙ୍କୁ…

ଆୟାତୋଲ୍ଲା ଖାମେନେଇଙ୍କୁ ଏଯାଏ କବର ଦିଆଯାଇନାହିଁ

ବିରୁଧୁନଗର,୨୦ା୪: ଗତ ଫେବୃଆରୀ ୨୮ରେ ଆମେରିକା ଏବଂ ଇସ୍ରାଏଲୀ ସେନାର ମିଳିତ ଆକ୍ରମଣରେ ଇରାନର ତତ୍କାଳୀନ ସୁପ୍ରିମ ଲିଡର ୮୬ ବର୍ଷୀୟ ଆୟାତୋଲ୍ଲା ଅଲି ଖାମେନେଇଙ୍କ ମୃତ୍ୟୁ…

୧୨ କଲରାପତରିଆ ‘ନରଖାଦକ’ ଅଭିଯୋଗମୁକ୍ତ

ଡେରାଡୁନ୍‌,୨୦ା୪: ଉତ୍ତରାଖଣ୍ଡ ବନ ବିଭାଗ ୧୨ କଲରାପତରିଆ ବାଘଙ୍କୁ ‘ନରଖାଦକ’ ଅଭିଯୋଗରୁ ମୁକ୍ତ କରିଛି। ମଣିଷ ମାରି ଖାଇଥିବା ଅଭିଯୋଗ ପରେ ବାଘଗୁଡ଼ିକୁ ବର୍ଷେ ହେଲା ପିଞ୍ଜରାରେ…

୨ ଯାଆଁଳା ଝିଅଙ୍କୁ ଗଳାକାଟି ହତ୍ୟା, ଧରାଦେଲେ ବାପା

କାନପୁର,୨୦ା୪: ଉତ୍ତରପ୍ରଦେଶର କାନପୁରରେ ଜଣେ ୪୮ ବର୍ଷୀୟ ବ୍ୟକ୍ତି ତାଙ୍କ ୧୧ ବର୍ଷର ୨ ଯମଜ ଝିଅଙ୍କ ଗଳାକାଟି ହତ୍ୟା କରିବା ପରେ ପୋଲିସ ନିକଟରେ ଆତ୍ମସମର୍ପଣ…

ହର୍ମୁଜ୍‌ରେ ଅଚଳାବସ୍ଥା, ପାକ୍‌ରେ ଶାନ୍ତି ପ୍ରସ୍ତୁତି

ଦୁବାଇ/ଓ୍ବାଶିଂଟନ୍‌/ଇସ୍‌ଲାମାବାଦ,୨୦ା୪(ଏ.ପି./ରଏଟର୍ସ): ଆମେରିକା-ଇରାନ୍‌ ଅସ୍ତ୍ରବିରତି ଅବଧି ଶେଷ ହେବାକୁ ବସିଲାଣି। ତେଣୁ ଇସ୍‌ଲାମାବାଦରେ ଦ୍ୱିତୀୟ ପର୍ଯ୍ୟାୟ ଶାନ୍ତି ଆଲୋଚନା ପାଇଁ ପାକିସ୍ତାନ ପକ୍ଷରୁ ପ୍ରସ୍ତୁତି ଚାଲିଛି। ଆଲୋଚନା କେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri