ବସ୍ ଓଲଟି ୨ ମୃତ:ଚାପିହୋଇ ରହିଛନ୍ତି ଅନେକ ଯାତ୍ରୀ

ବିଷମକଟକ,୧୬ା୧୧: କୋରାପୁଟ ଜିଲା ଲକ୍ଷ୍ମୀପୁରରୁ କଟକ ଯାଉଥତ୍ବା ଫର୍ଚୁନର ବସ୍ ସୋମବାର ରାତି ପ୍ରାୟ ୧୦.୩୦ରେ ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍ ହଜାରିଡାଙ୍ଗ ବୁଲାଣିରେ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟିପଡ଼ିଛି ବସ୍ତଳେ ଚାପିହୋଇ ଡ୍ରାଇଭରଙ୍କ ସମେତ ୨ଜଣଙ୍କ ମୃତୁ୍ୟ ହୋଇଛି ଅନେକ ଯାତ୍ରୀ ବସ୍ତଳେ ଚାପିହୋଇ ରହିଥତ୍ବାବେଳେ ମୃତୁ୍ୟ ସଂଖ୍ୟା ବଢ଼ିବା ଅାଶଙ୍କା ରହିଛି ଘଟଣାସ୍ଥଳରେ ଅଗ୍ନିଶମ କର୍ମଚାରୀ ଏବଂ ସ୍ଥାନୀୟ ଲୋକେ ପହଞ୍ଚି ଉଦ୍ଧାର କାଯର୍ୟ ଜାରି ରଖିଛନ୍ତି ୧୦ରୁ ଊର୍ଦ୍ଧ୍ୱ ଅାମ୍ବୁଲାନ୍ସ ପହଞ୍ଚି ଗୁରୁତରଙ୍କୁ ବିଷମକଟକ ସରକାରୀ ଡାକ୍ତରଖାନା ଏବଂ ଖ୍ରୀଷ୍ଟିୟାନ ହସ୍ପିଟାଲକୁ ନେଇଥତ୍ବା ସୂଚନା ମିଳିଛି


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଭାରତ-ପାକିସ୍ତାନ ସାମ୍ନାସାମ୍ନି: ଦୀପାବଳିରେ ହେବ ହାଇଭୋଲ୍ଟେଜ ମ୍ୟାଚ

ନୂଆଦିଲ୍ଲୀ,୯।୧୦: କ୍ରିକେଟ ପ୍ରେମୀଙ୍କ ପାଇଁ ବଡ଼ ଖବର। ଏସିଆନ କ୍ରିକେଟ କାଉନସିଲ (ACC) ପକ୍ଷରୁ ଅଣ୍ଡର-୧୯ ଏସିଆ କପ ୨୦୨୬ର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଏଥର ନଭେମ୍ବର…

ଦାରିଙ୍ଗବାଡ଼ିରେ ଶୀତର ଆଗମନ: ବଢ଼ୁଛି ପର୍ଯ୍ୟଟକଙ୍କ ସଂଖ୍ୟା

ଦାରିଙ୍ଗବାଡ଼ି,୯।୧୦(ଅରୁଣ ସାହୁ): କନ୍ଧମାଳ ଜିଲାର ପର୍ଯ୍ୟଟନସ୍ଥଳୀ ଦାରିଙ୍ଗବାଡ଼ି ଅଞ୍ଚଳରେ ଧୀରେ ଧୀରେ ଶୀତର ଆଗମନ ଅନୁଭୂତ ହେବାରେ ଲାଗିଛି। ଗତ କିଛି ଦିନ ହେଲା ଅଞ୍ଚଳରେ ହାଲୁକା…

ସୁନ୍ଦରଗଡ଼ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ବାସଭବନରେ ଭିଜିଲାନ୍ସ ରେଡ୍‌

ସୁନ୍ଦରଗଡ,୯।୧୦(ଜୟ ନାରାୟଣ ମେଣ୍ଡୁଳି): ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ର ଜଳ ବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରକଳ୍ପ ନିର୍ଦ୍ଦେଶକ ପ୍ରସନ୍ନ କୁମାର…

ଭାରତର ନୂଆ କ୍ରିକେଟ୍‌ ବିସ୍ମୟ ତନ୍ମୟ: ଗୋଟିଏ ଟେଷ୍ଟରେ ୧୪ ଉଇକେଟ ନେଇ ରଚିଲେ ଇତିହାସ

ଅହମ୍ମଦାବାଦ,୯।୧୦: କ୍ରିକେଟ ପଡ଼ିଆରେ ଭାରତୀୟ ଯୁବ ସ୍ପିନର ତନ୍ମୟ ବଲୋଦାଙ୍କ କମାଲ। ଅଷ୍ଟ୍ରେଲିଆର ଅଣ୍ଡର-୧୯ ଦଳ ବିପକ୍ଷରେ ଦ୍ୱିତୀୟ ଅନୌପଚାରିକ ଟେଷ୍ଟ ମ୍ୟାଚ୍‌ରେ ନିଜର ଘାତକ ବୋଲିଂରେ…

ଇତିହାସ ବଦଳାଇବେ ଅଭିଷେକ ଶର୍ମା: କରିବେ ଏହି ବଡ଼ ବିଶ୍ୱ ରେକର୍ଡ

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଟି-୨୦ ସିରିଜ୍‌ର ଦ୍ୱିତୀୟ ମ୍ୟାଚ ଆଜି ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଖେଳାଯିବ। ଏହି ମ୍ୟାଚ୍‌ରେ ଭାରତୀୟ ଦଳର ବିସ୍ଫୋରକ…

ମନ୍ତ୍ରୀ କରିଡର ଖାଁ ଖାଁ: ତୃତୀୟ ମହଲା ଚଳଚଞ୍ଚଳ

ଭୁବନେଶ୍ୱର, ୯ା୧୦(ରବିନାରାୟଣ ଜେନା):ଇଣ୍ଡିଆ ବ୍ଲକ୍‌ ପକ୍ଷରୁ ଆହୂତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ବେଳେ ପୂର୍ବାହ୍ନରେ ଲୋକସେବା ଭବନରେ ତୃତୀୟ ମହଲା ଚଳଚଞ୍ଚଳ ରହିିଥିଲା। ମାତ୍ର ଖାରବେଳ…

ସାହିତ୍ୟ ପାଇଁ କାନାଡା କବି ଆନେ କାର୍ସନଙ୍କୁ ନୋବେଲ ପୁରସ୍କାର

ଷ୍ଟକ୍‌ହୋମ,୯।୧୦(ଏ.ପି.): କାନାଡାର ପ୍ରସିଦ୍ଧ କବି ତଥା ପ୍ରାବନ୍ଧିକା ଆନେ କାର୍ସନଙ୍କୁ ୨୦୨୬ ମସିହାର ସାହିତ୍ୟ (ଲିଟରେଚର) ନୋବେଲ ପୁରସ୍କାର ପ୍ରଦାନ କରାଯିବ। ପ୍ରାଚୀନ ପରମ୍ପରା ସହ ସମକାଳୀନ…

IPL 2027 ପୂର୍ବରୁ ରିଷଭ ପନ୍ତଙ୍କୁ ବଡ଼ ଝଟ୍‌କା, ଦିଲ୍ଲୀ କ୍ୟାପିଟାଲ୍ସରେ ମିଳିବନି ଏହି ଦାୟିତ୍ୱ!

ନୂଆଦିଲ୍ଲୀ,୯।୧୦: ଦିଲ୍ଲୀ କ୍ୟାପିଟାଲ୍ସକୁ ଫେରିବା ପରେ ରିଷଭ ପନ୍ତଙ୍କ ବ୍ୟାଟିଂ ପୋଜିସନକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। IPL 2027ରେ ପନ୍ତଙ୍କୁ ଟପ୍ ଅର୍ଡରରେ ବ୍ୟାଟିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?