ବସ୍ତାରୁ ମିଳିଲା ମହିଳାଙ୍କ ମୃତଦେହ, ପୋଲିସର ତଦନ୍ତ ଆରମ୍ଭ

ରାଜନଗର, ୨୮।୬(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଡେରା ପଞ୍ଚାୟତ କାଠୁଆଗଣ୍ଡ ଫରେଷ୍ଟ ବିଟ୍‌ ନିକଟରୁ ଏକ ବସ୍ତାରୁ ଜଣେ ମହିଳାଙ୍କ ମୃତଦେହ ଶନିବାର ଉଦ୍ଧାର ହୋଇଛି। ମୃତକଙ୍କ ପରିଚୟ ଜଣାପଡ଼ି ନାହିଁ।
ସ୍ଥାନୀୟ ଲୋକେ ଏକ ଉକ୍ତ ରାସ୍ତା ଦେଇ ଯାଉଥିବା ବେଳେ ଏକ ବସ୍ତାରେ ମୃତଦେହ ଥିବା ଦେଖିବାକୁ ପାଇଥିଲେ। ଏ ନେଇ ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପିଏମ୍‌ ସୂର୍ଯ୍ୟଘର ଯୋଜନା: ସବ୍‌ସିଡି ଅର୍ଥ ବ୍ୟାଙ୍କ ଖାତାକୁ ଆସିବା ପାଇଁ ମନ୍ତ୍ରୀଙ୍କୁ ଗୁହାରି

କଟକ ସଦର,୨୬ା୮(ସୁଶାନ୍ତ କୁମାର ଜେନା): କଟକ ସଦର ନିର୍ବାଚନ ମଣ୍ଡଳୀରେ ପିଏମ୍‌ ସୂର୍ଯ୍ୟଘର ଯୋଜନା ଆଖି ଦୃଶିଆ ଅଗ୍ରଗତି ହୋଇପାରୁ ନ ଥିବାରୁ ଉପମୁଖ୍ୟମନ୍ତ୍ରୀ ତଥା ବିଦ୍ୟୁତ୍‌…

ଜମିପଟ୍ଟା ପାଇଁ ତହସିଲ ଅଫିସ ଦୌଡୁଥିଲେ ମାଲିକ, ବିଧାୟକ ପହଞ୍ଚି ସମସ୍ତଙ୍କୁ…

ମହାକାଳପଡ଼ା,୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରାଠାରେ ଏକ ସ୍ବତନ୍ତ୍ର ଉତ୍ସବରେ ମଙ୍ଗଳବାର ବିଧାୟକ ଡ. ଦୁର୍ଗାପ୍ରସନ୍ନ ନାୟକ ଯୋଗଦେଇ କୂଳନାଞ୍ଜୁରା, ବିଲ ନାଞ୍ଜୁରା…

ବଢୁଛି ଶିଶୁ ଶ୍ରମିକ, ନାବାଳିକା ଯୌନ ନିର୍ଯାତନା: ସଚେତନତା ନେଇ…

ମହାକାଳପଡ଼ା, ୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ବଙ୍ଗ ଭାଷାଭାଷୀ ବହୁଳ ପଞ୍ଚାୟତମାନଙ୍କରେ ଶିଶୁ ଶ୍ରମିକ, ନାବାଳିକା ଶିଶୁଙ୍କୁ ଯୌନ ନିର୍ଯାତନା, ଶିଶୁ ଚାଲାଣ…

ଡଙ୍ଗା ଚଢୁଥିଲେ ପରେଶ୍ୱର,ଟାଣିନେଲା କୁମ୍ଭୀର: ଆଉ ତା’ପରେ ଘଟିଲା…

ରାଜକନିକା,୨୫।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ତ୍ରୈଲୋକ୍ୟପୁର ପଞ୍ଚାୟତ ଗଙ୍ଗାଧର ପ୍ରସାଦ ଡିଆ ଗାଁ ସନ୍ନିକଟ ଖରସ୍ରୋତା ନଦୀର ଭରାନଦୀରେ ମଙ୍ଗଳବାର ସକାଳେ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri