ବସ୍ତି ଉଚ୍ଛେଦକୁ ବିରୋଧ: ଜିଲାପାଳଙ୍କୁ ଦାବିପତ୍ର

ରାୟଗଡ଼ା,୪।୧୦: ବସ୍ତି ଉଚ୍ଛେଦକୁ ବିରୋଧ କରି ରାୟଗଡ଼ା ଜିଲା ଝୁପୁଡ଼ି ବସ୍ତିବାସିନ୍ଦା ଶୁକ୍ରବାର ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଏ ନେଇ ଏକ ବିରାଟ ଶୋଭାଯାତ୍ରା କୋରାପୁଟ ଛକରୁ ବାହାରି ବ୍ଲକ ଅଫିସ ଦେଇ ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲା। ବସ୍ତିବାସିନ୍ଦାଙ୍କୁ ପଟ୍ଟା ପ୍ରଦାନ, ବସ୍ତି ଉଚ୍ଛେଦ ବନ୍ଦ, ସରକାରୀ ଯୋଜନାନୁସାରେ ଥଇଥାନ ନେଇ ଉକ୍ତ ଦାବିପତ୍ରରେ ଉଲ୍ଲେଖ ରହିଛି। ଜିଲାପାଳଙ୍କ ଅନୁପସ୍ଥିତିରେ ଏଡିଏମ୍‌ ସୁଧାକର ଶବରଙ୍କୁ ଏହି ଦାବିପତ୍ର ପ୍ରଦାନ କରାଯାଇଥିଲା। ଦୁର୍ଗାପୂଜା ପରେ ଜିଲାପାଳଙ୍କ ସହ ଏ ବିଷୟରେ ଆଲୋଚନା କରି ତୁରନ୍ତ ସମାଧାନ କରାଯିବ ବୋଲି ଏଡିଏମ୍‌ ଶବର କହିଛନ୍ତି। ଏଥିରେ ୪୬ଟି ବସ୍ତିବାସିନ୍ଦାର ନରେନ୍ଦ୍ର ନାୟକ, ଧନୁରାମ ନାୟକ, ରାମଦାସ ନାୟକ, ବିଶୁ ଖୋସଲା, ପିଲିମୋହନ ଖୁରା, ବୃନ୍ଦାବନ ନାୟକ ପ୍ରମୁଖ ସାମିଲ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସୁଶାସନରେ ସମସ୍ୟା

ଅନେକ ସମୟରେ ଶାସନରେ ସୁଫଳ ପାଇବା କଷ୍ଟକର ହେଲେ ବିଫଳତାକୁ ସ୍ବୀକାରକରିବା ପରିବର୍ତ୍ତେ ରାଜନୈତିକ କୌଶଳ ବା ଦୃଷ୍ଟିକୋଣ ଉପରେ ନିର୍ଭର କରାଯାଇପାରେ, ଯାହା ଏକ...

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri