ବସ୍ତିମୁକ୍ତ ଭୁବନେଶ୍ୱର, ଉଚ୍ଛେଦ ହେବ ୪ ବସ୍ତି

ଭୁବନେଶ୍ୱର,୧।୧୧(ବ୍ୟୁରୋ): ମିଳିତ ଏନ୍‌ଫୋର୍ସମେଣ୍ଟ ଦଳ ଦ୍ୱାରା ନଭେମ୍ବର ପ୍ରଥମ ସପ୍ତାହରେ ୪ଟି ବସ୍ତିରେ ଉଚ୍ଛେଦ କରାଯିବ। ଶୁକ୍ରବାର ନୀଳମାଧବ ବସ୍ତିର ‘ସି’ ବ୍ଲକ୍‌ରେ ଉଚ୍ଛେଦ କରାଯିବାକୁ ଥିବା ବେଳେ ଆସନ୍ତା ୪ ତାରିଖ ଦିନ ଗୌଡ ବସ୍ତି, ବୀରବସ ବସ୍ତି ଓ ଲକ୍ଷ୍ମୀପୁର ବସ୍ତିରେ ଉଚ୍ଛେଦ କରାଯିବ। ଆସନ୍ତା ୮ ତାରିଖ ଯାଏ ଦଳ ଦ୍ୱାରା ଲଗାତାର ଉଚ୍ଛେଦ ଥିବା ବେଳେ ଏହି ଦୁଇ ଉଚ୍ଛେଦ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଅଛି ବୋଲି ଜଣାପଡ଼ିଛି। ବସ୍ତିବାସିନ୍ଦାଙ୍କ ପାଇଁ ହାଉସିଂ ସ୍କିମ୍‌ରେ ଘର କରିବା ଲାଗି ଚନ୍ଦ୍ରଶେଖରପୁର କେୟାର ହସ୍ପିଟାଲ ନିକଟରେ ସ୍ଥାନ ଚିହ୍ନଟ ହୋଇଥିଲା। ଏ ପରିପ୍ରେକ୍ଷୀରେ ପୂର୍ବରୁ ନୀଳମାଧବ ବସ୍ତିର ବ୍ଲକ ଏକୁ ଭଙ୍ଗାଯାଇଥିଲା। ରାଜୀବ ଆବାସ ଯୋଜନା (ଆରଏଓ୍ବାଇ)ରେ ନିର୍ମିତ ଘର ବାହାରିବାରୁ ବ୍ଲକ୍‌ ବି ଓ ସିରେ ଉଚ୍ଛେଦ କରାଯାଇପାରି ନ ଥିଲା। ଏବେ ସେମାନଙ୍କ ସ୍ଥାନାନ୍ତର କରାଯିବା ସହ ଉକ୍ତ ସ୍ଥାନରେ ଉଚ୍ଛେଦ କରାଯିବ ବୋଲି ବିଡିଏ ପକ୍ଷରୁ ଜଣାପଡ଼ିଛି। ସେହିପରି ଖଣ୍ଡଗିରିରୁ ବାରଙ୍ଗକୁ ଯୋଡ଼ୁଥିବା ବାମପାର୍ଶ୍ୱ ସମାନ୍ତରାଳ ରାସ୍ତା ପାଇଁ ସ୍ଥାନ ଚିହ୍ନଟ ହୋଇଥିବା ବେଳେ ଗୌଡ ବସ୍ତି, ବୀରବସ ବସ୍ତି ଓ ଲକ୍ଷ୍ମୀପୁର ବସ୍ତିରେ ଥିବା ଜବରଦଖଲ ସ୍ଥାନକୁ ଉଚ୍ଛେଦ କରାଯିବ। ୨୦୦ ଫୁଟର ରାସ୍ତା ନିର୍ମାଣ ସକାଶେ ଏହି ଉଚ୍ଛେଦ କରାଯିବ ବୋଲି ବିଡିଏ ପକ୍ଷରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଡ୍ରଏଡ୍‌ ୟୁଜର୍ସ ସାବଧାନ! ଫୋନ୍‌ରେ ରହିଛି ଏକାଧିକ ସୁରକ୍ଷା ତ୍ରୁଟି, ତୁରନ୍ତ କରନ୍ତୁ ଏହି କାମ

ନୂଆଦିଲ୍ଲୀ,୧୫।୯: ଆଣ୍ଡ୍ରଏଡ୍‌ ଫୋନ୍‌ ବ୍ୟବହାର କରୁଥିଲେ ସାବଧାନ । ଭାରତ ସରକାରଙ୍କ କମ୍ପ୍ୟୁଟର ଇମର୍ଜେନ୍ସି ରେସପନ୍ସ ଟିମ୍‌ (CERT-In) ପକ୍ଷରୁ ଆଣ୍ଡ୍ରଏଡ୍‌ ୟୁଜର୍ସଙ୍କ ପାଇଁ ହାଇ-ରିସ୍କ ସୁରକ୍ଷା…

ସମ୍ବଲପୁରରେ ପାଳିତ ହେଲା ନୂଆଁଖାଇ; ମା’ ସମଲେଶ୍ୱରୀଙ୍କ ପୀଠରେ ଲାଗି ହେଲା ନବାନ୍ନ

ସମ୍ବଲପୁର,୧୫।୯(ପ୍ରମୋଦ ବହିଦାର): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ପାଇଁ ସାରା ସମ୍ବଲପୁର ଉତ୍ସବମୁଖର ହୋଇଉଠିଛି । ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ…

ଭାରସାମ୍ୟ ହରାଇ ବାଇକ ସହ ଗଛରେ ପିଟିହେଲେ ଯୁବକ, ତାପରେ…..

ଉଦଳା,୧୫।୯(ସନ୍ତୋଷ ବାଛିନୀ): ଭୟଙ୍କର ଦୁର୍ଘଟଣା। ଦୃତଗତିରେ ବାଇକ ଚଲାଇ ଆସୁଥିବା ବେଳେ ଏକ ଗଛରେ ପିଟି ହୋଇ ତଳେ ପଡିଯାଇଥିଲେ ଯୁବକ । ଦୁର୍ଘଟଣା ଏତେ ଭୟଙ୍କର…

ଦଧିବାମନ ମନ୍ଦିରରେ ଲାଗି ହେଲା ନବାନ୍ନ, ଇଷ୍ଟ ଦେବୀଙ୍କ ପାଖରେ ଅର୍ପଣ କରି…

ଭବାନୀପାଟଣା,୧୫।୯ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ ସହରର ସର୍ବ ପୁରାତନ ଦଧିବାମନ ଜୀଉଙ୍କ ମନ୍ଦିରରେ ନବାନ୍ନ ଲାଗି ହୋଇଛି । ପୂର୍ବ ନିର୍ଦ୍ଧାରିତ ଲଗ୍ନ…

ପାଣିରେ ପାଦ ଦେଉ ଦେଉ ମହିଳାଙ୍କୁ ଟାଣିନେଲା ବଉଳା କୁମ୍ଭୀର, ଏକ କିଲୋମିଟର ଦୂରରେ ଘଟିଲା…..

ମହାକାଳପଡ଼ା,୧୫।୯(ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡା ଜିଲାର ନଦୀରେ ମାଳ ମାଳ କୁମ୍ଭୀରମାନଙ୍କ ଉପଦ୍ରବ ଦିନକୁ ଦିନ ବଢ଼ିବାରେ ଲାଗିଛି । ଏଥି ପାଇଁ ବନ ବିଭାଗ ଅଧିକାରୀଙ୍କ…

ବିଏସଏଫ ଯବାନ ତୁଷାର ବାଗଙ୍କୁ ଥୁଆମୂଳ ରାମପୁରରେ ଭବ୍ୟ ସମ୍ବର୍ଦ୍ଧନା

ଥୁଆମୂଳ ରାମପୁର,୧୫।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ର ଜଣେ ଶ୍ରମିକ ଦିନ ମଜୁରିଆଙ୍କ ପୁଅ ତୁଷାର ବାଗ ଭାରତୀୟ ସୀମା ସୁରକ୍ଷା ବଳ (ବିଏସ୍‌ଏଫ୍‌)ରେ…

୮ ମାସର ସର୍ବୋଚ୍ଚ ସ୍ତରରେ ଖୁଚୁରା ମୁଦ୍ରାସ୍ଫୀତି, ଅସହ୍ୟ ହୋଇପାରେ ମହଙ୍ଗା ମାଡ଼

ନୂଆଦିଲ୍ଲୀ,୧୫।୯: ମଧ୍ୟପ୍ରାଚ୍ୟ ଯୁଦ୍ଧ ଆରମ୍ଭ ହେବା ପରେ ଦେଶରେ ସାଧାରଣ ଜନତାଙ୍କ ଉପରେ ପଡ଼ିଥିବା ମହଙ୍ଗା ମାଡ଼ ଆଗକୁ ଆହୁରି ଉତ୍କଟ ହେବା ଆଶଙ୍କା ବଢ଼ାଇଛି ।…

ସୁନାମି ଆସିବା ୪୫ ମିନିଟ୍‌ ପୂର୍ବରୁ ମିଳିବ ସତର୍କ ସୂଚନା, ମହାକାଳପଡ଼ାର ୧୮ ଗାଁରେ ଆଲର୍ଟ ଟାୱାର

ମହାକାଳପଡ଼ା,୧୫।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ୧୮ ଗାଁରେ ସ୍ଥାପନ ହୋଇଛି ସୁନାମି ଆଲର୍ଟ ଟାୱାର । ବ୍ଲକର ତନ୍ତିଆପାଳ, ଶାସନ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?