ଭଞ୍ଜନଗର,୪।୧୧(ଡି.ଏନ.ଏ)-ଭଞ୍ଜନଗର ବସ୍ଷ୍ଟାଣ୍ଡରେ ଦିନକୁ ଦିନ ଅସାମାଜିକ କାର୍ଯ୍ୟାକଳାପ ବଢ଼ୁଛି। କେତେବେଳେ ଘରୋଇ ବସ୍ ଆଗପଛ ଯିବାକୁ ନେଇ କର୍ମଚାରୀ- କର୍ମଚାରୀ ମଧ୍ୟରେ ବିବାଦ ହେଉଛି ତ ଆଉ କେତେବେଳେ ବସ୍ରୁ ଅତ୍ୟଧିକ ଚାନ୍ଦା ଆଦାୟକୁ ନେଇ ମାଲିକ ଅସନ୍ତୋଷ ବ୍ୟକ୍ତ କରୁଛନ୍ତି । ଗୁରୁବାର ଗାଲେରିରୁ ଏକ ବସ ଭଞ୍ଜନଗର ଆସୁଥିଲା। ବସ୍ଷ୍ଟାଣ୍ଡକୁ ବସ ଆସିବା ପରେ ସେଠାରେ ରହୁଥିବା କେତେଜଣ ଯୁବକ ହେଲ୍ପରଙ୍କୁ ଆକ୍ରମଣ କରିଥିଲେ। ଏ ନେଇ ହେଲପର ଥାନାରେ ରବିବାର ଅଭିଯୋଗ କରିଥିଲେ । ପୋଲିସ ସୋମବାର ଆକ୍ରମଣ କରିଥିବା ୨ଜଣଙ୍କୁ ଅଟକ ରଖି ପଚରାଉଚରା ଚଳାଇଛି । ଅନ୍ୟପକ୍ଷରେ ଏହି ବିବାଦ ଆଗାମୀ ଦିନରେ ବଢ଼ିବା ସମ୍ଭାବନା ରହିଛି । ତେଣୁ ପୋଲିସ ପ୍ରଶାସନ ଆବଶ୍ୟକ ପଦକ୍ଷେପ ନେବା ଆବଶ୍ୟକ ହୋଇପଡିଛି।
Posted inଆମ ଜିଲା ଖବର, ଗଞ୍ଜାମ View All
ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…
ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…
୭୨ତମ ବନ୍ୟପ୍ରାଣୀ ସପ୍ତାହ ପୂର୍ବରୁ ଭଞ୍ଜନଗରରେ ଆଲୋଚନାଚକ୍ର: ବନ୍ୟପ୍ରାଣୀ ସୁରକ୍ଷା ପାଇଁ ସାମୂହିକ ସହଭାଗିତା ଉପରେ…
ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ୭୨ତମ ବନ୍ୟପ୍ରାଣୀ ସପ୍ତାହ ପାଳନ ପୂର୍ବରୁ ମଙ୍ଗଳବାର ଭଞ୍ଜନଗର ଲାଲସିଂ ନର୍ସରୀଠାରେ ଘୁମୁସର ଉତ୍ତର ଓ ଦକ୍ଷିଣ ବନଖଣ୍ଡ ପକ୍ଷରୁ ବନ୍ୟପ୍ରାଣୀ ସୁରକ୍ଷା ଉପରେ…
ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…
ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…
ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…
ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…
ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ: ଅକ୍ଟୋବର ୧୭ରୁ ଆରମ୍ଭ ହେବ…
ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ପବିତ୍ର ଶାରଦୀୟ ଯାତ୍ରା ମହୋତ୍ସବ ନିମନ୍ତେ ବଜାର ସାହି…
ବିଦ୍ୟାଳୟ ପରିଦର୍ଶନ କଲେ ସରପଞ୍ଚ: ମୁଖ୍ୟ ଫାଟକ ନିର୍ମାଣ ପାଇଁ ପ୍ରଧାନଶିକ୍ଷୟତ୍ରୀଙ୍କୁ ଦେଲେ ପ୍ରତିଶ୍ରୁତି
ଦାରିଙ୍ଗବାଡ଼ି,୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସ୍ଥିତ ରାପଡ଼ାବାଡ଼ି ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଦେଖାଦେଇଥିବା ବିଭିନ୍ନ ଅବ୍ୟବସ୍ଥା ଓ ସମସ୍ୟାର ସମାଧାନ ପାଇଁ…
ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…
ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…
ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା
ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

