ବସ୍‌ରୁ ଓହ୍ଲାଇବା ବେଳେ ଯାତ୍ରୀଙ୍କ ମୃତ୍ୟୁ

ରାଇରଙ୍ଗପୁର,୫ା୮(ଡି.ଏନ୍‌.ଏ.): ରାଇରଙ୍ଗପୁର ଟାଉନ ଥାନା ବଡ଼ବଜାର ନିକଟସ୍ଥ ବସଷ୍ଟାଣ୍ଡରେ ସକାଳ ୫ଟା ବେଳେ ରାଉରକେଲାରୁ ବାରିପଦା ଯାଉଥିବା ଏକ ଘରୋଇ ବସ୍‌ରୁ ଓହ୍ଲାଇଥିବା ଜଣେ ଯାତ୍ରୀ ଗୁରୁତର ହୋଇପଡ଼ିଥିଲେ। ତାଙ୍କୁ ଚିକିତ୍ସା ପାଇଁ ରାଇରଙ୍ଗପୁର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତ ଯାତ୍ରୀ ହେଲେ ବାଦାମପାହାଡ଼ ଥାନା ଅନ୍ତର୍ଗତ ଡୋଭା ଗ୍ରାମର ନାରଦ ପାତ୍ର(୬୦)। ନାରଦ ତାଙ୍କ ଶ୍ୱଶୁର ଘର ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଯୋଡ଼ାପୋଖରୀ ଗ୍ରାମରେ ରହୁଥିଲେ। ଖବରପାଇ ପୋଲିସ ନାରଦଙ୍କ ମୃତଦେହ ଜବତ କରି ରାଇରଙ୍ଗପୁର ହସ୍ପିଟାଲରେ ବ୍ୟବଚ୍ଛେଦ କରି ପରିବାରବର୍ଗଙ୍କୁ ହସ୍ତାନ୍ତର କରିଛି। ଏଥିନେଇ ଥାନାରେ ଏକ ଅପମୃତ୍ୟୁ ମାମଲା (ନଂ.୧୦/୧୯) ରୁଜୁ ହୋଇଛି। ମୃତ୍ୟୁର କାରଣ ସ୍ପଷ୍ଟ ହୋଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଅର୍ଜୁନଙ୍କୁ ମିଳିଲା ବଡ଼ ଅଫର୍‌: ଏବେ…

ବଲିଉଡ ଅଭିନେତା ଅର୍ଜୁନ ରାମପାଲ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ସେ ତ ଦମଦାର ଅଭିନୟ କରନ୍ତି କିନ୍ତୁ ‘ଧୂରନ୍ଧର-୨’ରେ ତାଙ୍କର ଖଳନାୟକ ଭୂମିକା ବେଶ୍‌ ପ୍ରଶଂସନୀୟ। ଏହି…

ସମ୍ପର୍କୀୟ ଭାଇ ଦେଲା ବିଶ୍ବାସରେ ବିଷ:୧୩ ବର୍ଷୀୟା ନାବାଳିକା ହେଲେ ୬ ମାସର ଗର୍ଭବତୀ, ଡାକ୍ତରୀ ପରୀକ୍ଷା ପରେ…

ବୈଶିଙ୍ଗା,୧୫।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଅଞ୍ଚଳରେ ବଳାତ୍କାର ଶିକାର ଜନୈକା ୧୩ ବର୍ଷିୟା ନାବାଳିକା ୬ମାସର ଗର୍ଭବତୀ ହେବା ଘଟଣାରେ ସମ୍ପର୍କୀୟ ଭାଇକୁ ଗିରଫ କରିଛି…

ପରିବେଶ ପ୍ରଦୂଷିତ ଅଭିଯୋଗ: ମା’ ତାରିଣୀ ପଥର କ୍ରଶର ୟୁନିଟକୁ ସିଲ୍ କଲା ପ୍ରଶାସନ                     

ଦିଗପହଣ୍ଡି,୧୫|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ପଞ୍ଚାୟତ ଡ଼ଙ୍କାରି ମୌଜା ରେ ଥିବା ମା ‘ ତାରିଣୀ ପଥର କ୍ରଶର ୟୁନିଟ କୁ…

କର୍ମକ୍ଷେତ୍ରରେ ମହିଳାଙ୍କୁ ଯୌନ ନିର୍ଯାତନା: ନିଲମ୍ବିତ ହେଲେ ବରଗଡ଼ ବିଇଓ, ଡିଇଓ 

ବରଗଡ଼,୧୫।୫(ପ୍ରେମାନନ୍ଦ ଖମାରୀ)- କର୍ମକ୍ଷେତ୍ରରେ ମହିଳା କର୍ମଚାରୀଙ୍କୁ ଯୌନ ନିର୍ଯାତନା ଏବଂ ବିଭାଗରେ ଆର୍ଥିକ ଅନିୟମିତତା ଅଭିଯୋଗ ଘଟଣାରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ଏହି ମାମଲାରେ ଗିରଫ…

ରାଜ୍ୟସ୍ତରୀୟ ପ୍ରାଥମିକ ଆଚାର୍ଯ୍ୟ ପ୍ରଶିକ୍ଷଣ : ତାଲିମ ନେଲେ…

ଦିଗପହଣ୍ଡି,୧୫ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ରାଜ୍ୟ ବିଦ୍ୟା ଭାରତୀ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ଗତ ୫ ତାରିଖ ଠାରୁ…

ଯୁକ୍ତ ୩ ପରୀକ୍ଷା ଫଳ ପ୍ରକାଶିତ: କେଏସୟୁବିର ବଡ଼ ସଫଳତା

ଭଞ୍ଜନଗର,୧୫।୫(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ଯୁକ୍ତ ୩ ଶେଷ ବର୍ଷ (ସ୍ନାତକ) କଳା, ବାଣିଜ୍ୟ, ବିଜ୍ଞାନ ପରୀକ୍ଷାଫଳ ଶୁକ୍ରବାର ସନ୍ଧ୍ୟାରେ ପ୍ରକାଶିତ ହୋଇଛି। ଏଥିରେ ଭଞ୍ଜନଗର କବି…

ମହିଳାଙ୍କ ସ୍ବାମୀ ଅନ୍ୟ ରାଜ୍ୟରେ କାମ କରୁଥିବା ବେଳେ ଗଢ଼ିଉଠିଲା ପ୍ରେମ, ଜାଣିବା ପରେ ହାଣିଲେ…

ଦିଗପହଣ୍ଡି,୨୫ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଉଡ଼ିଆ ଗ୍ରାମରେ ପ୍ରେମ ସମ୍ପର୍କକୁ କେନ୍ଦ୍ରକରି ଶୁକ୍ରବାର ସନ୍ଧ୍ୟାରେ ଜଣେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ କରାଯାଇଥିବା ଅଭିଯୋଗ…

ଯାତ୍ରୀଙ୍କ ପକେଟ୍‌କୁ ଝଟ୍‌କା: ରାଜ୍ୟରେ ବଢ଼ିଲା ଘରୋଇ ବସ୍‌ ଭଡ଼ା, ଜାଣନ୍ତୁ କାହା ପାଇଁ କେତେ?

ଭୁବନେଶ୍ୱର,୧୫।୫: ରାଜ୍ୟରେ ଯାତ୍ରୀବାହୀ ଘରୋଇ ବସ ଭଡ଼ା ବୃଦ୍ଧି ପାଇଛି। ତୈଳ ଦର ବୃଦ୍ଧିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବସ ଭଡ଼ା ବଢ଼ାଇବାକୁ ନିଷ୍ପତ୍ତି ନେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri