Odisha Elections 2024

ବହୁ ଉପକାରୀ ମୁଗଡାଲି ପାଣି

ମୁଗଡାଲିରେ ଥିବା ଜରୁରୀ ଭିଟାମିନ୍‌ ଏବଂ ମିନେରାଲ୍ସ ଶରୀରକୁ ସୁସ୍ଥ ରଖିଥାଏ। ତା’ସହ ଏହାର ପାଣି ଓଜନ ହ୍ରାସ କରିବାରେ ସହାୟକ ହୋଇଥାଏ। ମୁଗ ଡାଲିରେ ମାଙ୍ଗାନିଜ୍‌, ପଟାସିୟମ୍‌, ମ୍ୟାଗ୍ନେସିୟମ୍‌, କପର୍‌, ଏବଂ ଅନେକ ପ୍ରକାରର ଭିଟାମିନ୍‌ ଭରପୂର୍‌ ଥାଏ। ମୁଗଡାଲିର ପାଣି ମଧ୍ୟ ଅନେକ ଫାଇଦା ଦେଇଥାଏ। ମୁଗଡାଲି ପାଣି ପାଇଁ ସାମାନ୍ୟ ପ୍ରଣାଳୀରେ ଡାଲି ତିଆରି କରିବା ପରେ ୨ କପ୍‌ ପାଣି ଅଧିକ ଦେବାକୁ ପଡ଼ିଥାଏ। ଡାଲି ଭଲ ଭାବେ ସିଝିଗଲା ପରେ ସେଥିରୁ ପାଣିକୁ ଛାଣି ପିଇବାକୁ ପଡ଼େ। ମୁଗଡାଲି ପାଣି ସେବନ ଦ୍ୱାରା ଶରୀରରେ ମହଜୁଦ୍‌ ମଇଳା ନିଷ୍କାସିତ ହୋଇଥାଏ। ଏଥିରେ ଥିବା ପୌଷ୍ଟିକ ତତ୍ତ୍ୱ ଏବଂ ଆଣ୍ଟିଅକ୍ସିଡାଣ୍ଟ, ଶରୀରକୁ ପୋଷଣ ଦେଇଥାଏ। ଏଥିରେ ଫାଇବର୍‌ ମାତ୍ରା ପ୍ରଚୁର ଥିବାରୁ ପାକସ୍ଥଳୀ ଏବଂ ଯକୃତକୁ ପରିଷ୍କାର ରଖିଥାଏ। ପିଲାଠୁ ବୟସ୍କ ବ୍ୟକ୍ତି, ପ୍ରତ୍ୟେକଙ୍କ ପାଇଁ ଏହା ସ୍ବାସ୍ଥ୍ୟପ୍ରଦ। କେବଳ ସେତିକି ନୁହେଁ, ମୁଗଡାଲି ପାଣି ସେବନ ଦ୍ୱାରା ରୋଗ ପ୍ରତିରୋଧକ କ୍ଷମତା ମଧ୍ୟ ବୃଦ୍ଧି ହୋଇଥାଏ। ଏହା ଶରୀରକୁ ଶକ୍ତି ପ୍ରଦାନ କରି ଓଜନ ହ୍ରାସ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

କେମିତି କମାଇବେ ଘର ଖର୍ଚ୍ଚ: ଆପଣାନ୍ତୁ ଏହି ଟିପ୍ସ

ବେଳେବେଳେ ସ୍ବାମୀଙ୍କର ଖର୍ଚ୍ଚୀ ସ୍ବଭାବ ଘରର ଆର୍ଥିକ ସ୍ଥିତିକୁ ବିଗାଡ଼ି ଦେଇଥାଏ। ଏଥିପାଇଁ ଅନେକ ସମୟରେ ସୁରୁଖୁରୁରେ ଘର ଚଳାଇବା ସମସ୍ୟା ହୋଇପଡେ ଗୃହିଣୀଙ୍କ ପାଇଁ।...

ଯନ୍ତ୍ରଣାର ଉତ୍ସ ଭାରିକୋଜ୍‌ ଭେନ୍‌

ଯନ୍ତ୍ରଣା ଭରା ଅବସ୍ଥାରେ ଭାରିକୋଜ୍‌ ଭେନ୍‌କୁ ଠାବ କରାଯାଇଥାଏ। ଏହି ଭେନ୍‌ ପ୍ରାୟତଃ ସମସ୍ତଙ୍କ ପାଖେ ଦେଖାଯାଇ ନ ଥାଏ। ଏପରି ଭେନ୍‌ ସାଧାରଣ ଭେନ୍‌...

ବିଲୁପ୍ତି ପଥେ କାଳବୈଶାଖୀ

ଖରାଦିନର ଏକ ଉତ୍ତପ୍ତ ଅପରାହ୍ନ। ଧୁ ଧୁ ମୁଣ୍ଡଫଟା ଖରା, ପ୍ରବଳ ଗରମ, ଗୁଳୁଗୁଳି ଓ ଝାଞ୍ଜି ପବନରେ ଅତିଷ୍ଠ ସାଧାରଣ ଜନଜୀବନ। ପିଲାମାନେ ଯାଇଥାନ୍ତି...

ଏସବୁ ଖାଦ୍ୟ ଖାଇବା ପରେ ପାଣି ପିଇବା ଆଦୌ ଠିକ୍‌ ନୁହେଁ, ଜାଣନ୍ତୁ…

ଶରୀରକୁ ସୁସ୍ଥ ରଖିବାରେ ପାଣିର ଭୂମିକା ଯଥେଷ୍ଟ ରହିଥାଏ। କୁହାଯାଏ, ଜଣେ ସୁସ୍ଥ ବ୍ୟକ୍ତିଙ୍କୁ ପ୍ରତିଦିନ ୬ରୁ ୧୦ ଗ୍ଲାସ ପାଣି ପିଇବା ନିହାତି ଆବଶ୍ୟକ।...

କେଉଁ ଦିଗକୁ ମୁହଁ କରି ଭୋଜନ କରିବା ଶୁଭ? ଜାଣନ୍ତୁ ମିଳିବ କି ଫଳ…

ହିନ୍ଦୁ ଧର୍ମରେ ପ୍ରତ୍ୟେକ କଥା ପାଇଁ କିଛି ନା କିଛି ନିୟମ ରହିଛି। ଏପରିକି ଭୋଜନ କରିବା ସମୟରେ ମଧ୍ୟ ଆମକୁ କିଛିଟା ନିୟମ ମାନିବାକୁ...

କାରରେ ବସିଲେ ହେଉଛି କ୍ୟାନସର? ଖରାରେ ଥିବା କାର ବିପଜ୍ଜନକ!

ଏହି ଗ୍ରୀଷ୍ମ ଋତୁରେ ଆପଣ କାରରେ ବସି ଏସି ଟର୍ନ କରିବା ମାତ୍ରେ ଆପଣଙ୍କ ନାକକୁ ଏକ ଅଦ୍ଭୁତ ଗନ୍ଧ ଆସେ। ଆପଣ ଜାଣନ୍ତି କି...

ଆପଣଙ୍କ ସାଥୀ କନ୍ୟା ରାଶିର କି? କିଭଳି ତାଙ୍କର ବ୍ୟକ୍ତିତ୍ୱ, ସ୍ବଭାବ; ଜାଣନ୍ତୁ …

ରାଶିଚକ୍ରର ଷଷ୍ଠ ରାଶି ହେଉଛି କନ୍ୟା। ଏହାକୁ ସବୁ ରାଶିରୁ ସୁନ୍ଦର ରାଶି ବୋଲି କୁହାଯାଏ। କାରଣ ଏହି ରାଶିର ପ୍ରତିନିଧିତ୍ୱ କରନ୍ତି ଜଣେ କନ୍ୟା।...

ଆପଣଙ୍କର ଅଛି କି ଏହି ୬ ଅଭ୍ୟାସ? ହୋଇଯିବେ ଦରିଦ୍ର; ଜାଣନ୍ତୁ କ’ଣ କହିଛନ୍ତି…

ମନୁଷ୍ୟ ନିଜ ଜୀବନରେ ସୁଖରେ ଜୀବନଯାପନ କରିବା ପାଇଁ ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତଶାସ୍ତ୍ରରେ ଅନେକ ପ୍ରକାରର ନୀତି ବିଷୟରେ ବର୍ଣ୍ଣନା କରିଛନ୍ତି। ଏହା ବ୍ୟକ୍ତିଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri