Posted inଜାତୀୟ

ବହୁ ପ୍ରତିକ୍ଷା ପରେ ବିହାର ପହଞ୍ଚିଲା ମୌସୁମୀ

ପାଟନା,୨୨।୬: ପ୍ରବଳ ଗ୍ରୀଷ୍ମ ପ୍ରବାହରେ ଛଟପଟ ହେଉଥିବା ବିହାରବାସୀ ସାମାନ୍ୟ ଆଶ୍ୱସ୍ତି ଲାଭ କରିଛନ୍ତି। ଶୁକ୍ରବାର ସୁଦ୍ଧା ମୌସୁମୀ ବିହାର ଛୁଇଁଥିବା କୁହାଯାଉଛି। ଏହାର ପ୍ରଭାବରେ ଶୁକ୍ରବାର କିଛି ଅଂଶରେ ବର୍ଷା ହୋଇଥିବା ବେଳେ ଆଗାମୀ ୨ ଦିନରେ ସାରା ରାଜ୍ୟରେ ମୌସୁମୀର ପ୍ରଭାବ ଦେଖିବାକୁ ମିଳିବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ। ଏଠାରେ ଗୋଟିଏ ପଟେ ମସ୍ତିଷ୍କ ଜ୍ୱର ଓ ଅନ୍ୟପଟେ ‘ଲୁ’ ଯୋଗୁ ଶତାଧିକ ଲୋକଙ୍କ ମୃତ୍ୟୁ ଘଟିସାରିଲାଣି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ପାଖାପାଖି ଏକ ସପ୍ତାହ ବିଳମ୍ବରେ ଏବର୍ଷ ମୌସୁମୀ ବାୟୁ ରାଜ୍ୟରେ ପ୍ରବେଶ କରିଛି। ଏବେ ‘ଲୁ’ ଜନିତ ମୃତ୍ୟୁ ସଂଖ୍ୟାରେ ପୂର୍ଣ୍ଣଚ୍ଛେଦ ପଡିବ ବୋଲି କହିଛନ୍ତି ରାଜ୍ୟ ସରକାର।


Enter your email to get our daily news in your inbox.

All Right Reserved By Dharitri.Com

ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍‌

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ…

ମୋନାଲିସା ନାବାଳିକା: ଜେଲ୍‌ ଯିବେ ସ୍ବାମୀ ଫରମାନ! ହେଲା ବଡ଼ ଖୁଲାସା

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରଦେଶ ଏବଂ କେରଳ ରାଜ୍ୟ ସହିତ ଜଡିତ ଏକ ହାଇ-ପ୍ରୋଫାଇଲ ମାମଲାରେ ‘ଭାଇରାଲ ଗର୍ଲ’ ଭାବରେ ପରିଚିତ ମୋନାଲିସା ଭୋଁସଲେଙ୍କ ବିଷୟରେ ଏକ ବଡ଼ ଖୁଲାସା…

ହନୁମାନ ଜୟନ୍ତୀ ପାଇଁ ସମ୍ବଲପୁରରେ ସୁରକ୍ଷା କଡ଼ାକଡ଼ି: ଡଗ ସ୍କ୍ବାଡ ସହ ବୁଲୁଛି ପୋଲିସ

ସମ୍ବଲପୁର,୧୦।୪(ପ୍ରମୋଦ ବହିଦାର): ସମ୍ବଲପୁରରେ ଅନୁଷ୍ଠିତ ହେବାକୁ ଥିବା ହନୁମାନ ଜୟନ୍ତୀ ସହ ବାଇକ ରାଲି ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସହରର ଶାନ୍ତିଶୃଙ୍ଖଳା…

ମନ୍ଦିରରୁ ଚୋରି କରୁଥିଲେ ଚୋର, ହଠାତ୍‌ ଶୁଭିଲା ଠାକୁରାଣୀଙ୍କ ପାଉଁଜି ଶବ୍ଦ, ଭୟରେ ଥରିଥରି ଏମିତି କହିଲେ…

ଭଦ୍ରକ,୧୦ା୪(ସନାତନ ରାଉତ):  ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ଭଦ୍ରକାଳୀ ମନ୍ଦିରର ହୁଣ୍ଡିରେ ଥିବା ଟଙ୍କା ରବିବାର ରାତିରେ ଚୋରି ହୋଇଥିଲା। ଏହି ଚୋରିରେ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଭଦ୍ରକ…

ପ୍ରେମରେ ପ୍ରତାରଣା ପାଇବା ପରେ ଟାଓ୍ବାର ଉପରକୁ ଚଢିଗଲେ ଯୁବକ, ତା’ପରେ ଘଟିଲା…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): ପ୍ରେମରେ ପ୍ରତାରଣା ପାଇବା ପରେ ଯୁବକ ୩୩ କେଭି ଟାୱାରରେ ଚଢି ଜୀବନ ହାରିବା ପାଇଁ ଚେଷ୍ଟା କରୁଥିବାବେଳେ ପୋଲିସ ପହଞ୍ଚି…

ରାଜ୍ୟ ସଭା ଏମପି ହେଲେ ନୀତୀଶ କୁମାର, ସଂସଦରେ ନେଲେ ଶପଥ

ନୂଆଦିଲ୍ଲୀ,୧୦।୪:  ଆଜି ବିହାରର ରାଜନୀତିରେ ଏକ ବଡ଼ ଏବଂ ଐତିହାସିକ ପରିବର୍ତ୍ତନ ଘଟିଛି । ଦୀର୍ଘ ସମୟ ଧରି ରାଜ୍ୟର ନେତୃତ୍ୱ ଦେଇଥିବା ନୀତୀଶ କୁମାର ଆଜି…

ଇସ୍ତଫା ଦେଲେ ହାଇକୋର୍ଟ ବିଚାରପତି ଯଶୱନ୍ତ ବର୍ମା: ଆସିଥିଲା ମହାଭିଯୋଗ, ଘରୁ ମିଳିଥିଲା…

ନୂଆଦିଲ୍ଲୀ,୧୦।୬: ଆହ୍ଲାବାଦ ହାଇକୋର୍ଟର ବିଚାରପତି ଜଷ୍ଟିସ ଯଶୱନ୍ତ ବର୍ମା ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଷ୍ଟ୍ରପତିଙ୍କ ନିକଟକୁ ନିଜ ଇସ୍ତଫାପତ୍ର ପଠାଇଛନ୍ତି। ତାଙ୍କୁ ପଦରୁ ହଟାଇବା…

ବଢ଼ିବ ତାତି: ଗରମ-ଗୁଳୁଗୁଳିରେ ଛଟପଟ ହେବେ ଏସବୁ ଜିଲାର ଲୋକେ, ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୦।୪: ରାଜ୍ୟରେ ପାରଦ ପୁଣି ଉପରମୁହାଁ ହେବ। ଦୁଇଦିନ ମଧ୍ୟରେ ୪ରୁ ୬ ଡିଗ୍ରୀ ତାପମାତ୍ରା ବୃଦ୍ଧି ପାଇବ। ବିଶେଷକରି ଶନିବାର ୧୧ ତାରିଖରୁ ପଶ୍ଚିମ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri