ବାଂଲାଦେଶ ଡେଭଲପମେଣ୍ଟ କୋଚ୍‌ କରୋନା ପଜିଟିଭ୍‌

ଢାକା,୧୩।୫ (ପି.ଟି.): ବାଂଲାଦେଶ ଡେଭଲପ୍‌ମେଣ୍ଟ କୋଚ୍‌ ତଥା ପୂର୍ବତନ ପ୍ରଥମଶ୍ରେଣୀ କ୍ରିକେଟର ଅଶିକୁର ରହମାନ କୋଭିଡ୍‌-୧୯ ଟେଷ୍ଟରେ ପଜିଟିଭ ବୋଲି ଜଣା ପଡିଛି। ଗତକାଲି ରିପୋର୍ଟ ମିଳିଥିଲା। କୋଭିଡ-୧୯ର ଶିକାର ହୋଇଛି ଓ ସ୍ଥାନୀୟ ସିଟି ହସ୍ପିଟାଲରେ ଚିକିତ୍ସିତ ହେଉଛି ବୋଲି ରହମାନ କହିଛନ୍ତି। ପ୍ରଥମେ ଗଳାରେ ଯନ୍ତ୍ରଣା ଅନୁଭବ କରିଥିଲି ଓ ଜ୍ୱରରେ ଆକ୍ରାନ୍ତ ହୋଇଥିଲି। ଏହାପରେ ଛାତିରେ ଯନ୍ତଣା ଅନୁଭବ କରିବାରୁ ପରୀକ୍ଷା ପାଇଁ ଡାକ୍ତରଙ୍କ ପାଖକୁ ଯାଇଥିଲି। ରହମାନ ୧୫ଟି ପ୍ରଥମଶ୍ରେଣୀ ଓ ୧୮ଟି ଲିଷ୍ଟ ଏ’ ଗେମ୍‌ ଖେଳିଛନ୍ତି। ସେ ମଧ୍ୟ ୨୦୦୨ ୧୯ ବର୍ଷରୁ ବାଂଲାଦେଶ ବିଶ୍ୱକପ୍‌ ଦଳର ସଦସ୍ୟ ଥିଲେ। ସେ ୩୬ଟି ପ୍ରଥମ ଶ୍ରେଣୀ ଉଇକେଟ ଓ ୨୧ଟି ଲିଷ୍ଟ ଏ’ ଉଇକେଟ ହାସଲ କରିଥିଲେ। ୩୩ ବର୍ଷୀୟ ରହମାନ ମଧ୍ୟ ବାଂଲାଦେଶ ମହିଳା ଦଳର ସହକାରୀ କୋଚ୍‌ ଭାବେ ଦାୟିତ୍ୱ ସମ୍ଭାଦନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆତଙ୍କିତ ଅବସ୍ଥାରେ ରାତି କାଟିଲେ କୁମିଆପାଲି ଗାଁ ଲୋକେ: ସାଂଘାତିକ ପରିସ୍ଥିିିତି ସୃଷ୍ଟି

ବଲାଙ୍ଗୀର,୩୧ା୭(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ଲୋୟର ସୁକ୍‌ତେଲ ଜଳଭଣ୍ଡାର ଭିତରୁ ବିସ୍ଥାପିତ ହୋଇନଥିବା କୁମିଆପାଲି ଗାଁର ପ୍ରାୟ ୧୦୦ ପରିବାର ଏବେ ବି ଗାଁରେ ରହିଛନ୍ତି। ବୁଧବାର ରାତିରେ…

ବନ୍ୟା ସଙ୍କଟକୁ ନେଇ ଚିନ୍ତା ପ୍ରକଟ କଲେ ଧମେନ୍ଦ୍ର ପ୍ରଧାନ, ସମ୍ବଲପୁରବାସୀଙ୍କୁ…

ଭୁବନେଶ୍ୱର,୩୧।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଏବେ ଓଡ଼ିଶାର ୬ ଜିଲାରେ ବନ୍ୟା ସଙ୍କଟ ସୃଷ୍ଟି କରିଥିବାବେଳେ ୯ ଜିଲାରେ ବିଶେଷ ପ୍ରଭାବ ପକାଇଛି।…

ମୋଦି-ଶାହାଙ୍କୁ ରାହୁଲଙ୍କ କଡ଼ା ବାର୍ତ୍ତା, Gen Zଙ୍କୁ ନେଇ କହିଦେଲେ ଏମିତି

ନୂଆଦିଲ୍ଲୀ,୩୧।୭: ଲୋକସଭାର ବିରୋଧୀ ଦଳନେତା ରାହୁଲ ଗାନ୍ଧୀ ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା କରିଛନ୍ତି । ଶୁକ୍ରବାର ସେ…

ବର୍ଷାରେ ଭାଙ୍ଗିଲା ଝାଟିମାଟି ଘର: ସାହାରା ଖୋଜୁଛନ୍ତି ସମସ୍ତ ସରକାରୀ ଯୋଜନାରୁ ବଞ୍ଚିତ ସନ୍ତୋଷ

ନୂଆପଡା,୩୧ା୭ (ମକାରୁ ବେମାଲ): କୋମନା ବ୍ଲକ ଅନ୍ତର୍ଗତ ଜଡାମୁଣ୍ଡା ଗଁାର ସନ୍ତୋଷ ପ୍ରଧାନୀ (୬୮) ବର୍ଷ ବର୍ଷ ଧରି ଏକ ଝାଟିମାଟି ବାଉଁଶ ଓ ପଲିଥିନରେ ତିଆରି…

ଶ୍ରୀଲଙ୍କା ଗସ୍ତରେ ଏହି ୩ ଷ୍ଟାର ଖେଳାଳିଙ୍କ ପାଇଁ କର ବା ମର ପରିସ୍ଥିତି, ବିଫଳ ହେଲେ ଟିମ ଇଣ୍ଡିଆରୁ ବିଦାୟ!

ନୂଆଦିଲ୍ଲୀ, ୩୧।୭: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଅଗଷ୍ଟ ୧୫ରୁ ଦୁଇଟି ଟେଷ୍ଟ ମ୍ୟାଚର ସିରିଜ ଆରମ୍ଭ ହେଉଛି। ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଦୃଷ୍ଟିରୁ ଏହି ସିରିଜ…

ରାହାଣେଙ୍କ ଅବସର ପରେ କୋହଲିଙ୍କ ଭାବବିହ୍ବଳ ବାର୍ତ୍ତା, ପଢ଼ନ୍ତୁ କ’ଣ କହିଲେ…

ନୂଆଦିଲ୍ଲୀ, ୩୧।୭: କ୍ରିକେଟର ଅନୁଭବୀ ବ୍ୟାଟ୍ସମ୍ୟାନ ଅଜିଙ୍କ୍ୟ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ତାଙ୍କୁ କ୍ରମାଗତ ଭାବେ ଦିଗ୍ଗଜ ଖେଳାଳିମାନଙ୍କର ଶୁଭେଚ୍ଛା ମିଳୁଛି। ଏହି…

ନିଶା କାରବାରୀଙ୍କୁ ଝଟକା: ୨୭ କେଜି ଗଞ୍ଜେଇ ସହ ଜଣଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର, ୩୧୭(ବାବୁଲା ପ୍ରଧାନ):ନିଶା କାରବାର ବିରୋଧରେ ଗଞ୍ଜାମ ପୋଲିସର କଡ଼ା ଅଭିଯାନ ଜାରି ରହିଥିବାବେଳେ ଭଞ୍ଜନଗର ପୋଲିସକୁ ମିଳିଛି ବଡ଼ ସଫଳତା। ଏକ ବେଆଇନ ଗଞ୍ଜେଇ ଚାଲାଣ…

ମୋଦିଙ୍କ ତ୍ୱଚା ଦେଶର ଭବିଷ୍ୟତ ଅପେକ୍ଷା ଅଧିକ ଉଜ୍ଜ୍ୱଳ: ଏମିତି କାହିଁକି କହିଲେ ଅଭିଜିତ୍‌ ଦୀପକେ

ନୂଆଦିଲ୍ଲୀ,୩୧।୭: ଲୋକ ସଭା ପରେ, ରାଜ୍ୟ ସଭା ଏବେ ପେପର ଲିକ ବିରୋଧୀ ସଂଶୋଧନ ବିଲ,୨୦୨୬କୁ ମଧ୍ୟ ଅନୁମୋଦନ କରିଛି। ରାଷ୍ଟ୍ରପତିଙ୍କ ସମ୍ମତି ପାଇବା ପରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri