Posted inଖେଳ

ବାଂଲାଦେଶକୁ ୧୪୯ ରନ୍‌ର ବିଜୟ ଲକ୍ଷ୍ୟ ଦେଲା ଭାରତ

ନୂଆଦିଲ୍ଲୀ,୩।୧୧: ଭାରତ ଓ ବାଂଲାଦେଶ ମଧ୍ୟରେ ତିନିମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚରେ ବାଂଲାଦେଶକୁ ବିଜୟ ପାଇଁ ୧୪୯ ରନ ଟାର୍ଗେଟ ଦେଇଛି ଭାରତ। ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୬ ୱିକେଟ ହରାଇ ୧୪୮ ରନ କରିଛି। ଭାରତ ପକ୍ଷରୁ ଓପନର ଶିଖର ଧାୱନ ସର୍ବାଧିକ ୪୧ ରନ କରିଛନ୍ତି। ମୁମ୍ବାଇ ଅଲରାଉଣ୍ଡର ଶିବମ ଦୁବେ ନିଜ ପଦାର୍ପଣରେ ମାତ୍ର ୧ ରନ କରି ଆଫିଫ ହୁସେନଙ୍କ ବଲରେ କଟ ଆଣ୍ଡ ବୋଲ୍ଡ ହୋଇଥିଲେ। ଋଷଭ ପନ୍ତ ୨୬ ବଲରେ ମାତ୍ର ୨୭ ରନ କରି ସାଫିଉଲଙ୍କ ବୋଲିଂରେ ମହମ୍ମଦ ନଇମଙ୍କ ଶିକାର ହୋଇଥିଲେ। ପନ୍ତଙ୍କ ଆଉଟ ହେବା ପରେ ଭାରତ ସସ୍ଥିତି ବିଗିଡି ଯାଇଥିଲା। ପରେ କୃନାଲ ପାଣ୍ଡ୍ୟା ଓ ୱାଶିଂଟନ ସୁନ୍ଦର ଶେଷ ଦୁଇ ଓଭରରେ ଭଲ ବ୍ୟାଟିଂ କରି ଭାରତକୁ ସମ୍ମାନଜନକ ସ୍କୋରରେ ପହଞ୍ଚାଇଥିଲେ। ବାଂଲାଦେଶ ଅଧିନାୟକ ମହମୁଦୁଲ୍ଲା ରିୟାଦ ଟସ୍‌ ଜିଣି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IND vs SA 5th T20: ଆଜି ନିର୍ଣ୍ଣାୟକ ଲଢ଼େଇ, କେଉଁଠି କେମିତି ଦେଖିବେ ମ୍ୟାଚ ଜାଣନ୍ତୁ

ନୂଆଦିଲ୍ଲୀ,୧୯ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ଅନ୍ତର୍ଜାତୀୟ ସିରିଜ୍ ସବୁଠାରୁ ରୋମାଞ୍ଚକର ପର୍ଯ୍ୟାୟରେ ପହଞ୍ଚିଛି। ଆଜି ସିରିଜର...

ମହିଳାଙ୍କୁ ଯୌନ ଉତ୍ପୀଡନ ରକ୍ଷା କରିବା ସମସ୍ତଙ୍କ ଦାୟିତ୍ୱ

ଦିଗପହଣ୍ଡି, ୧୯।୧୨(ଅଶେଷ ନାଥ ମିଶ୍ର): ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି-ବ୍ରହ୍ମପୁର ମୂଖ୍ୟ ରାସ୍ତାକଡ଼ରେ ଥିବା ପଦ୍ମନାଭପୁର ସରସ୍ବତୀ ଉଚ୍ଚ ମାଧ୍ୟମିକ ବିଦ୍ୟାମନ୍ଦିର ପରିସରରେଠାରେ ଆଇନ...

କଳିଙ୍ଗା ଘାଟିରେ ଡ୍ରେନକୁ ଖସିଲା ବସ: ଘନ କୁହୁଡି ଯୋଗୁ…

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଓ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ରେ ମାଟି ଓ ପଥର ଖସିବା ପରଠୁ ଘାଟିରେ କିଛି ଦିନ...

ରକ୍ତ ନେଇ HIV ସଂକ୍ରମିତ ହେଲେ ଥାଲାସେମିଆ ପୀଡିତ ୫ ଶିଶୁ: ୨ ଡାକ୍ତର ସସପେଣ୍ଡ

ନୂଆଦିଲ୍ଲୀ,୧୯ା୧୨: ମଧ୍ୟପ୍ରଦେଶର ସତନା ଜିଲାରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଥାଲାସେମିଆ ରୋଗରେ ପୀଡ଼ିତ ୫ ଜଣ ଶିଶୁଙ୍କୁ ସରକାରୀ ଡାକ୍ତରଖାନାରେ ରକ୍ତ ଦିଆଯିବା...

ପୌଷ ଅମବାସ୍ୟାରେ ଖୋଲିବ ଏହି 3 ରାଶିର ଭାଗ୍ୟ, ସବୁ କ୍ଷେତ୍ରରେ ମିଳିବ ସଫଳତା

ନୂଆଦିଲ୍ଲୀ,୧୯ା୧୨: ଆଜି ପବିତ୍ର ପୌଷ ଅମବାସ୍ୟା । ଆଜି ଭାବପ୍ରବଣ ଗଭୀରତା ଏବଂ ନବୀକରଣ ଶକ୍ତିର ଦିନ। ଆଜି ଶାନ୍ତ ଏବଂ ସଚ୍ଚୋଟ ଆଲୋଚନା, ଅତୀତର...

ଅଞ୍ଚଳ ପାଇଁ ଗୌରବ ଆଣିଲେ କଳାହାଣ୍ଡି ଛାତ୍ର ଟେକ: ଖେଳିଗଲା ଖୁସିର ଲହରୀ

କର୍ଲାମୁଣ୍ଡା, ୧୯।୧୨ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁର୍ଶୁଲାସ୍ଥିତ ଅମର ଡିଗ୍ରୀ କଲେଜର ଛାତ୍ର ଟେକ ବଗର୍ତ୍ତୀ ଆସନ୍ତା ଜାନୁଆରୀ ୨୬ରେ ନୂଆଦିଲ୍ଲୀ...

ଉସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶରେ ହିଂସା, ଢାକା ସମେତ ଅନେକ ସହରରେ ହଙ୍ଗାମା

ନୂଆଦିଲ୍ଲୀ,୧୯ା୧୨: ବାଂଲାଦେଶରେ ଜୁଲାଇ ବିଦ୍ରୋହର ଜଣେ ପ୍ରମୁଖ ନେତା ଏବଂ ଇନକିଲାବ ମଞ୍ଚର ମୁଖପାତ୍ର ସରିଫ ଓସମାନ ହାଦି ଛଅ ଦିନ ଧରି ଜୀବନ ସହିତ...

ଚାଷୀଙ୍କ ଚେତାବନୀ: ୨୦ ସୁଦ୍ଧା ସମସ୍ତ ଟୋକନ ନ ଆସିଲେ ଆନ୍ଦୋଳନ ତୀବ୍ରତର

ଅତାବିରା/ଗୋଡ଼ଭଗା , ୧୯ା୧୨(ଯୁଧିଷ୍ଠିର ମହାପାତ୍ର/ସୁରେଶ ଦାସ):ଧାନର ଅଭାବୀ ବିକ୍ରି ସହ ୪ ଦଫା ଦାବି ନେଇ ରାଜ୍ୟ କୃଷକ ସଂଗଠନ ଗତ ୯ ତାରିଖ ଏନ୍‌ଏଚ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri